Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶଙ୍କରାଖୋଲକୁ ନୂତନ ବ୍ଲକ ଗଠନ ପାଇଁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ଶଙ୍କରାଖୋଲକୁ ନୂତନ ବ୍ଲକ ଗଠନ କରିବାକୁ କ୍ରିୟାନୁଷ୍ଠାନ କମିଟିର ସଦସ୍ୟ ମାନେ ବାଲିଗୁଡା ଉପ ଜିଲ୍ଲାପାଳ ଡା.ରୀନା ପ୍ରଧାନଙ୍କୁ ଭେଟି କିଛି ସମୟ ଆଲୋଚନା କରିବା ସହ ଦାବିପତ୍ର ପ୍ରଦାନ କରିଛନ୍ତି | ବିଭିନ୍ନ!-->…
ଆସନ୍ତାକାଲି ଖୋଲିବ ସ୍କୁଲ: ଜିଲ୍ଲାପାଳମାନଙ୍କୁ ଏପରି ନିର୍ଦ୍ଦେଶ ଦେଲେ ଓଡ଼ିଶା ସରକାର
ଭୁବନେଶ୍ୱର,୧୯।୬: ଗ୍ରୀଷ୍ମ ଛୁଟି ପରେ ଶୁକ୍ରବାର ସ୍କୁଲଗୁଡ଼ିକ ପୁନର୍ବାର ଖୋଲିବାକୁ ଯାଉଥିବା ବେଳେ, ଓଡ଼ିଶା ସରକାର ସମସ୍ତ ଜିଲାପାଳଙ୍କୁ ଶିକ୍ଷାନୁଷ୍ଠାନଗୁଡ଼ିକ ଶିକ୍ଷାଗତ କାର୍ଯ୍ୟକ୍ରମର ସୁଚାରୁ ପୁନରାରମ୍ଭ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।
!-->!-->!-->…
ଓଡ଼ିଶା ଆୟୋଜନ କରିବ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଯୋଗଦେବେ ସମଗ୍ର ଦେଶର ମନ୍ତ୍ରୀ
ଭୁବନେଶ୍ୱର,୧୯।୬: ଚଳିତ ବର୍ଷ ଶେଷରେ ଓଡ଼ିଶାରେ ସମସ୍ତ ରାଜ୍ୟ ଶକ୍ତି ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ଶକ୍ତି ବିଭାଗ ଗୁରୁବାର ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି)-କାନପୁର ଏବଂ ଟୋନୀ ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ ଗ୍ଲୋବାଲ ଚେଞ୍ଜ ସହିତ ଏକ!-->…
କଂଗ୍ରେସର ବଡ଼ ସମାବେଶ: ଜୁଲାଇ ୯ରେ ରାହୁଲଙ୍କ ଓଡ଼ିଶା ଗସ୍ତ
ଭୁବନେଶ୍ୱର: ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜୁଲାଇ ଦ୍ବିତୀୟ ସପ୍ତାହର ଓଡ଼ିଶା ଆସିବେ । ରାହୁଲଙ୍କ ସହ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ ମଧ୍ୟ ଓଡ଼ିଶା ଗସ୍ତ କରିବେ ।ଭୁବନେଶ୍ୱରରେ କଂଗ୍ରେସ ପକ୍ଷରୁ ବଡ଼ ସମାବେଶ ହେବାକୁ ଯାଉଛି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା!-->…
କାଲି ଆସିବେ ମୋଦି: ଟ୍ରାଫିକ ପରାମର୍ଶ ଜାରି
ଭୁବନେଶ୍ୱର,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ଶୁକ୍ରବାର, ଜୁନ ୨୦ ଭୁବନେଶ୍ୱର ଗସ୍ତ ନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ବିସ୍ତୃତ ଟ୍ରାଫିକ ପରାମର୍ଶ ଜାରି କରାଯାଇଛି। ଏହା ସହିତ ସାଧାରଣ ଲୋକଙ୍କ ସୁରକ୍ଷା ଓ ଯାନବାହାନ ଚଳାଚଳରେ ସୁବିଧା ପାଇଁ ବିଶେଷ ବ୍ୟବସ୍ଥା!-->…
ଗୋପାଳପୁର ଗଣଦୁଷ୍କର୍ମ ମାମଲା: କଂଗ୍ରେସ ଗଢ଼ିଲା ୫ ଜଣିଆ ଟିମ୍
ଭୁବନେଶ୍ବର: ବହୁଚର୍ଚ୍ଚିତ ଗୋପାଳପୁର ବେଳାଭୂମି ନିକଟରେ ଗତ ରବିବାର ଦିନ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା ନେଇ କଂଗ୍ରେସ ଉଦ୍ବେଗ ପ୍ରକାଶ କରିଛି। ଏହି ମାମଲାକୁ ନେଇ କଂଗ୍ରେସ ଏକ କମିଟି ଗଠନ କରିଛି। ଜାତୀୟସ୍ତରରେ ଅଳକା ଲାମ୍ବାଙ୍କ ସହିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ!-->…
ଭିଟିଏସକୁ ନେଇ ଚିନ୍ତାରେ ଭ୍ୟାନ୍ ମାଲିକ, ସବୁ ଅଂଚଳରେ ନାହିଁ ଇଣ୍ଟରନେଟ୍
ନବରଙ୍ଗପୁର: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଧାନମଣ୍ଡିରେ ସ୍ବଚ୍ଛତା ଆଣିବା ପାଇଁ ନୂଆ ଆପ୍ ଆରମ୍ଭ କରାଯାଇଛି। ଏହାକୁ ସଫଳ କରିବା ପାଇଁ ଜିଲ୍ଲା ଯୋଗାଣ ବିଭାଗ ପୂରା ଦମ୍ ଲଗାଇଛି। ମଣ୍ଡିରୁ ମିଲ୍କୁ ପରିବହନ ପାଇଁ ଭିଟିଏସ୍ ( ଭେଇକେଲ ଟ୍ରାକିଂ ସିଷ୍ଟମ୍ ) ଲାଗୁ!-->…
ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୧୨ ମାଓବାଦୀ
ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡ଼ିମ ଜିଲ୍ଲା ପୁଲିସ ନିକଟରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଡିଭିସିଏମ, ୪ ଜଣ ଏସିଏମ, ପାର୍ଟି ମେମ୍ବର ୨ ଜଣ, ମିସିଲିଆ ସଦସ୍ୟ ୨ ଜଣ ଏବଂ ଆରପିସି ସଦସ୍ୟ ୨ ଜଣ। ତେଲେଙ୍ଗାନା ପୁଲିସ ତରଫରୁ ଲଗାତାର!-->…
ଯୁବକଙ୍କୁ ଦୁଇଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା ଅଧିକାରୀ ଅଟକ ରଖିଲେ : ସାଂସଦଙ୍କ ହସ୍ତକ୍ଷେପ ପରେ…
ଭୋଗରାଇ: ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନାରେ ମାମଲା ରୁଜୁ ନହୋଇ ଜଣେ ଯୁବକଙ୍କୁ ଦୁଇ ଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା ଅଧିକାରୀ ଅଟକ ରଖିଛନ୍ତି। ଖବର ପାଇ ବାଲେଶ୍ୱର ସାଂସଦ ପହଂଚି ଏସପିଙ୍କ ସହିତ ଭିଡ଼ିଓ କଲରେ ଦେଖାଇବା ପରେ ଯୁବକଙ୍କୁ ଛାଡ଼ିଲେ ଥାନା ଅଧିକାରୀ।ସୂଚନା!-->…
ପାରିବାରିକ କଳହରୁ ଆତ୍ମହତ୍ୟା ଉଦ୍ୟମ କଲେ ଗୋଟିଏ ପରିବାରର ୩ ସଦସ୍ୟ : ଶାଶୁ-ବୋହୂ ମୃତ, ପୁଅ ଗୁରୁତର
ଆଠଗଡ଼ : ପାରିବାରିକ କଳହର କରୁଣ ପରିଣତି । ଏକା ସଙ୍ଗେ ବିଷ ପିଇଲେ ଗୋଟିଏ ପରିବାରର ୩ ଜଣ । ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର । କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗତ ବଡ଼ବାରସିଂ ଗ୍ରାମରେ ଘଟିଛି ଏଭଳି ହୃଦୟ ବିଦାରକ ଦୃଶ୍ୟ ।
ସୂଚନାଯୋଗ୍ୟ ଯେ, କଟକ ଜିଲ୍ଲା!-->!-->!-->…