Browsing Category

ଓଡିଶା

ପୋଲିସ SI ପରୀକ୍ଷା ଘୋଟାଲା, ୪ ଦିନିଆ ରିମାଣ୍ଡରେ ଯିବେ ଅଭିଯୁକ୍ତ

ଭୁବନେଶ୍ୱର : ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ୪ ଦିନିଆ ରିମାଣ୍ଡରେ ଯିବେ ଶଙ୍କର, ସୁରେଶ ଓ ସାଗର । ଏନେଇ ସ୍ବତନ୍ତ୍ର ସିବିଆଇ କୋର୍ଟ ଅନୁମତି ମିଳିଛି । ଝାରପଡ଼ା କାରାଗାରରୁ ୩ ଜଣଙ୍କୁ ନେଇ ପଚରାଉଚରା କରିବ ତଦନ୍ତକାରୀ ସଂସ୍ଥା । ଏହି ୩…

ଦନ୍ତା ଆକ୍ରମଣରେ ଜଣେ ମୃତ ଓ ୨ ଆହତ

ସୋର : ରାସ୍ତାରେ ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା । ଖାଦ୍ୟ ଅନ୍ୱେଷଣରେ ଗାଁରେ ପଶି ଯୁବକଙ୍କୁ କଂକ୍ରିଟ ରାସ୍ତାରେ କଚାଡ଼ି ମାରିଲା ଦନ୍ତା । ଭୟଭୀତ ଗାଁଲୋକେ । ବାଲେଶ୍ଵର ଜିଲ୍ଲା ଖଇରା ତହସିଲ ବାଉଁଶଗଢିଆ ପଞ୍ଚାୟତ କଳମୁଚୁଆ ଗାଁରେ ହାତୀ ଉପଦ୍ରବ । ମୃତକ ହେଲେ ପୂର୍ବପଡା ଗାଁର…

ଦହିବରା ଖାଇ ୭୦ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ

କଣ୍ଟାମାଳ : ଦହିବରା ଖାଇ ୭୦ ଅସୁସ୍ଥ । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଗବଯୋରର ଏ ଘଟଣା । ସାପ୍ତାହିକ ହାଟରେ ଖୋଲିଥିବା ଏକ ଜଳଖିଆ ଦୋକାନୀଙ୍କ ଠାରୁ ଦହିବରା ଖାଇ ୭୦ରୁ ଅଧିକ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଘଟଣା ସ୍ଥଳରେ ମନମୁଣ୍ଡା ସ୍ୱାସ୍ଥ୍ୟ କେନ୍ଦ୍ରର…

ବିଧାୟକଙ୍କ ଦରମା ବୃଦ୍ଧିର ପୁନର୍ବିଚାର ପାଇଁ ଦାବି କଲା ବିଜେଡି

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ। ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି। ବିଜୁ ଜନତା ଦଳର ସଭାପତିଙ୍କ ନିର୍ଦ୍ଦେଶରେ ନିଷ୍ପତ୍ତି ନିଆଯାଇଛି। ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ଦେଇଛନ୍ତି ସୂଚନା। ବିଧାନସଭାରେ ବିଲକୁ ସମର୍ଥନ କରିଥିଲେ ବି…

ଜଷ୍ଟିସ ସଙ୍ଗମ ସାହୁଙ୍କୁ ପଦୋନ୍ନତି ସୁପାରିସ କଲେ ସୁପ୍ରିମକୋର୍ଟ କଲେଜିଅମ

ନୂଆଦିଲ୍ଲୀ: ଓଡ଼ିଶା ହାଇକୋର୍ଟ ବିଚାରପତି ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ପଦୋନ୍ନତି ସୁପାରିସ କରିଛନ୍ତି ସୁପ୍ରିମକୋର୍ଟ କଲେଜିଅମ। ଗୁରୁବାର ଅନୁଷ୍ଠିତ କଲେଜିଅମ ବୈଠକରେ ଏହି ସୁପାରିସ କରାଯାଇଛି। ଜଷ୍ଟିସ ସାହୁଙ୍କୁ ପାଟନା ହାଇକୋର୍ଟ ମୁଖ୍ୟ ବିଚାରପତି ପଦବୀରେ ନିଯୁକ୍ତି ପାଇଁ…

ଅମୃତ ଭଣ୍ଡା ପଡି ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡା : ଏମିତି ବି ଆସେ ମୃତ୍ୟୁ l ଅମୃତ ଭଣ୍ଡା ପଡି ଚାଲିଗଲା ମହିଳାଙ୍କ ଜୀବନ l ଏମିତି ଅଘଟଣ ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ମହାସିଙ୍ଗ ପଂଚାୟତର ଗୋଛାପଡା ଗାଁରେ l ଅମୃତ ଭଣ୍ଡାଟିର ଓଜନ ଥିଲା ସାତ କେଜି ଛଅ ଶହ ଦଶ ଗ୍ରାମ l ଏହି ଅମୃତ ଭଣ୍ଡାଟି ମହିଳାଙ୍କ…

ସିରିଜ ଦୁର୍ଘଟଣା: ୨୦ ଗୁରୁତର

କେନ୍ଦୁଝର: ସିରିଜ ଦୁର୍ଘଟଣାରେ ୨୦ ଗୁରୁତର ଆହତ। କେନ୍ଦୁଝର ଜିଲା କୋଳିମାଟି ନିକଟ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର ଘଟିଛି ଏହି ଦୁର୍ଘଟଣା। ଏକ ଟୁରିଷ୍ଟ ବସ ଏବଂ କାରକୁ ଗୋଟିଏ ଲୁହାପଥର ବୋଝେଇ ଟ୍ରକ ଧକ୍କା ଦେବାରୁ ଏହି ସିରିଜ ଦୁର୍ଘଟଣା ଘଟିଥିଲା। ସୂଚନା ଅନୁସାରେ, ପୁରୁ…

ଶାଶୁ-ବୋହୂ କଳି ସମାଧାନ କରିବାକୁ ଯାଇ ପିଉସୀ ଶାଶୁ ମୃତ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ସଦର ଥାନା ଓଡିଶୋ ଗାଁରେ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳି ସମାଧାନ କରିବାକୁ ଯାଇ ପୁତୁରା ବୋହୂର ମାଡରେ ପିଉସୀ ଶାଶୁଙ୍କର ମୃତ୍ୟୁ ଘଟିଛି। ମୃତକ ସବିତା ବିଶ୍ଵାଳ(୫୫) ବୋଲି ଜଣାପଡିଛି। ଜଗତସିଂହପୁର ସଦର ଥାନାରେ ଏ ନେଇ ଲିଖିତ ଅଭିଯୋଗ ହୋଇଛି। ଓଡିଶୋ…

କାନ୍ଥ ପଡ଼ି ଶିଶୁ ମୃତ

ଉମରକୋଟ: କାନ୍ଥ ପଡ଼ି ଚାଲିଗଲା ଶିଶୁର ଜୀବନ। ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅନ୍ତର୍ଗତ କମାବନ୍ଧ ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଜଣେ ୪ ବର୍ଷର ଶିଶୁ। ଅନ୍ୟ ୨ ଜଣ ଶିଶୁ ଏଥିରେ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଉମରକୋଟ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି…

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ପୁନବିର୍ଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ

ଭୁବନେଶ୍ଵର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳ ବୈଠକରେ ବଡ ନିଷ୍ପତ୍ତି ହୋଇଛି। ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ପୁନବିର୍ଚାର ପାଇଁ ପ୍ରସ୍ତାବ ଦିଆଯାଇଛି। ସମସ୍ତ ବିଜେପି ବିଧାୟକ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଭାବେ ପ୍ରସ୍ତାବ ଦେଇଛନ୍ତି। ଲୋକମତକୁ…