Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ତିନି ରଥର ଭୂଇଁରେ ପଡ଼ିଲା କଇଞ୍ଚି ଓ ଅନ୍ଧାରୀ ତାଗ, ଆଗେଇ ଚାଲିଛି ନିର୍ମାଣ କାର୍ଯ୍ୟ
ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ତିନି ରଥର ଭୂଇଁରେ ପଡ଼ିଲା କଇଞ୍ଚି ଓ ଅନ୍ଧାରୀ ତାଗ । ସାମଗ୍ରିକ ଭାବେ ତିନିରଥର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି । ତିନିରଥର ମହାରଣା ସେବକ ଏବଂ ଭୋଇ ସେବକଙ୍କ ମିଳିତ ସହଯୋଗରେ ତିନିରଥର ପ୍ରଥମ ଭୂଇଁ ଉଭୟ!-->…
ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣା: ସରକାରଙ୍କୁ କଠୋର ପଦକ୍ଷେପ ଗ୍ରହଣ କରିବାକୁ କହିଲେ ନବୀନ
ଭୁବନେଶ୍ୱର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍ବେଗ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କହିଛନ୍ତି, ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଖବର ଅତ୍ୟନ୍ତ!-->…
ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲା: ବନ୍ଧା ହେଲେ ୧୦ ଅଭିଯୁକ୍ତ
ବ୍ରହ୍ମପୁର: ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲାରେ ପୁଲିସ ୧୦ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ରହିଛି। ଅଭିଯୋଗ ଆଧାରରେ ଗତକାଲି ୭ଜଣଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରିଥିଲା। ଆଜି ଫେରାର ଅନ୍ୟ ତିନିଜଣଙ୍କୁ ଧରିଛି। ସମସ୍ତ ଗିରଫ ୧୦ ଅଭିଯୁକ୍ତଙ୍କୁ ଆଜି ପୁଲିସ!-->…
ଦ୍ବନ୍ଦ୍ବ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ, ଆସନ୍ତା ୨୦ରେ ଖୋଲିବ ସମସ୍ତ ସ୍କୁଲ୍
ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ସମସ୍ତ ସ୍କୁଲ୍ ଖୋଲିବ । ସ୍କୁଲ୍ ଖୋଲିବା ନେଇ ଦ୍ବନ୍ଦ୍ବ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ । ସରକାରୀ, ବେସରକାରୀ ସମସ୍ତ ସ୍କୁଲ୍ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ସରକାର ନିଷ୍ପତ୍ତି ନେଇଛନ୍ତି ୨୦ରେ ହିଁ!-->…
କଟକରେ ଝାଡ଼ାବାନ୍ତି ଆତଙ୍କ: ୬୪ ଆକ୍ରାନ୍ତ
କଟକ: ଜିଲ୍ଲାରୁ ଜିଲ୍ଲାକୁ ବ୍ୟାପୁଛି ଝାଡାବାନ୍ତି। କଟକରେ ମଧ୍ୟ ଚିନ୍ତା ବଢାଇଛି ଝାଡାବାନ୍ତି। ପ୍ରାୟ ୬୪ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ସିଟି ହସ୍ପିଟାଲରେ ସ୍ୱାସ୍ଥ୍ୟ ବିଭାଗ ଟିମ୍ ସମୀକ୍ଷା କରିଛି। ସିଡିଏମଓଙ୍କ ସହ ବରିଷ୍ଠ ଅଧିକାରୀ ଅନୁଧ୍ୟାନ କରିଛନ୍ତି। ବାଙ୍କୀ!-->…
ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ, ଓଡ଼ିଶା ଯାତ୍ରୀ ଆପ୍ରେ ଯୋଡ଼ି ହେବ ଏହି ସେବା
ଭୁବନେଶ୍ୱର : ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ । ଅନଲାଇନରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ । ଏନେଇ ସୂଚନା ଜାରି କରିଛନ୍ତି ପରିବହନମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ସୂଚନା । ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି ।
ସେ କହିଛନ୍ତି ଯେ, ଓଡ଼ିଶା!-->!-->!-->…
ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ; ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତ କରିବେ। ଏହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ପାଇଁ ମଙ୍ଗଳବାର ଭୁବନେଶ୍ୱରରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା।
ସୂଚନା ଅନୁସାରେ, ସ୍ୱତନ୍ତ୍ର ସୁରକ୍ଷା ଗ୍ରୁପ (ଏସ୍ପିଜି),!-->!-->!-->…
ଡାଇରିଆ ଆତଙ୍କ: ଯାଜପୁରରେ ପହଞ୍ଚିଲା କେନ୍ଦ୍ରୀୟ ଟିମ, ଧର୍ମଶାଳାରେ ବିଭିନ୍ନ ଦୋକାନରେ ଝୁଲିଲା ତାଲା
ଯାଜପୁର: ଯାଜପୁରରେ ପୁଣି ପହଞ୍ଚିଲା କେନ୍ଦ୍ରୀୟ ଟିମ୍ । ଡାଇରିଆ ଆତଙ୍କ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପ୍ରତିନିଧି ଦଳ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଏହା ପରେ ବିଭିନ୍ନ ବ୍ଲକ ଗସ୍ତ କରିବ ୧୦ ଜଣିଆ କେନ୍ଦ୍ରୀୟ ଟିମ୍ । ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସମେତ ୧୩!-->…
କଟକ ଷ୍ଟେସନ୍ ବଜାରର ବିଭିନ୍ନ ହୋଟେଲ୍ରେ ଚଢ଼ାଉ, ୨ଟି ହୋଟେଲ୍ ସିଲ୍
କଟକ: ଯାଜପୁରରେ ଝାଡାବାନ୍ତି ସ୍ଥିତି ସାଂଘାତିକ ହେବାରେ ଲାଗିଛି। କେବେଳ ଯାଜପୁର ନୁହେଁ ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲାଣି ଝାଡ଼ବାନ୍ତି। ଏହାକୁ ଦୃଷ୍ଟିରେ ରଖି କଟକରେ ଆକ୍ସନ ମୋଡରେ ସ୍ୱାସ୍ଥ୍ୟ ବିଭାଗ। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ!-->…
ବଙ୍ଗୋପସାଗରରେ ଡବଲ ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା
ବଙ୍ଗୋପସାଗରରେ ଡବଲ ଲଘୁଚାପ, ପ୍ରବଳ ବର୍ଷିବ । ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ଏହା ସହ ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି । ବାଲେଶ୍ବର ଜିଲ୍ଲା ଭୋଗରାଇ ମତ୍ସ୍ୟ ବିଭାଗ ପକ୍ଷରୁ ଡାକ ବାଜି!-->…