Browsing Category

ଓଡିଶା

୧୮୩ ହୋମଗାର୍ଡ ପଦ ପାଇଁ ୮ହଜାର ପରୀକ୍ଷାର୍ଥୀ, ଏୟାରଷ୍ଟ୍ରିପରେ ବସି ଦେଲେ ଲିଖିତ ପରୀକ୍ଷା

ସମ୍ବଲପୁର : ୧୮୩ ପଦ ପାଇଁ ୮ହଜାର ପରୀକ୍ଷାର୍ଥୀ । ସମ୍ବଲପୁର ଜିଲ୍ଲାରେ ହୋମ ଗାର୍ଡ ପଦବୀ ପାଇଁ ପରୀକ୍ଷା ଦେଲେ ୮୦୦୦ ପରୀକ୍ଷାର୍ଥୀ । ଜମାଦାରପାଲି ଏୟାରଷ୍ଟ୍ରିପରେ ବସି ଏକାଠି ଲିଖିତ ପରୀକ୍ଷା ଦେଇଛନ୍ତି ଆଶାୟୀ । ୧୮୩ ହୋମଗାର୍ଡ ପଦବୀ ପାଇଁ ୮ହଜାର ଆଶାୟୀ ପରୀକ୍ଷା ଦେଇଛନ୍ତି ।…

ଭୁବନେଶ୍ବରରେ ପହଞ୍ଚିଲେ ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ଯୁବକ

ଭୁବନେଶ୍ବର :  ଭୁବନେଶ୍ବର ଫେରିଲେ ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ଯୁବକ । ଅପହରଣର ୪୫ ଦିନ ପରେ ତାଙ୍କୁ ଉଦ୍ଧାର କରାଯାଇଛି । ଭୁବନେଶ୍ବରରେ ପହଞ୍ଚି ଆତ୍ମବିଭୋର ହୋଇପଡିଥିଲେ ଆଦର୍ଶ । ମାଆ, ସ୍ତ୍ରୀ ଓ ପୁଅକୁ ଦେଖି ଖୁସିରେ କାନ୍ଦି ପକାଇଥିଲେ । ବିମାନବନ୍ଦରରେ ଭାବବିହ୍ବଳ ସ୍ଥିତି…

ସ୍ୱାସ୍ଥ୍ୟସେବା ଦାବିରେ ୧୨ ଘଣ୍ଟା ଦେବଗଡ଼ ବନ୍ଦ

ଦେବଗଡ଼ : ୧୨ଘଣ୍ଟିଆ ଦେବଗଡ଼ ବନ୍ଦ। ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା ଦାବିରେ ଜିଲ୍ଲା ମହିଳା ଏକତା ମଞ୍ଚ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ବନ୍ଦ ପ୍ରଭାବରେ ଦୋକାନ, ବଜାର ବନ୍ଦ ରହିବା ସହ…

ନବବର୍ଷରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ଉଚ୍ଚସ୍ତରୀୟ ବୈଠକ

ପୁରୀ: ଇଂରାଜୀ ନବ ବର୍ଷ ୨୦୨୬ ଉପଲକ୍ଷେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାକୁ ଲକ୍ଷାଧିକ ଭକ୍ତ ପୁରୀକୁ ଆସିବାର ସମ୍ଭାବନା ରହିଛି। ଭକ୍ତଙ୍କ ସୁରକ୍ଷା, ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ, ମନ୍ଦିର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥାର ସୁସମନ୍ୱୟ ଓ ସୁପରିଚାଳନା ଉପରେ ମଙ୍ଗଳବାର…

ଲଘୁ ଖଣିଜ ଚାଲାଣ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଡିଜିପି

ରାଜ୍ୟରେ ଚୋରା ବାଲି, ମୋରମ, ମାଙ୍କଡା ପଥର ମାଫିଆ ତଥା ବେଆଇନ ଗୋ-ଚାଲାଣକାରୀଙ୍କ ବିରୋଧରେ ଓଡିଶା ପୋଲିସ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ଓ ଗୋ ଚାଲାଣ ଉପରେ ରୋକ ଲଗାଇବା ପାଇଁ କିଛି ଦିନ ଧରି ପୁଲିସ ତରଫରୁ…

ଦେଶର ଫାର୍ମା ହବ୍ ହେବ ଓଡ଼ିଶା : ପୁଞ୍ଜି ନିବେଶ ହେବ ୬୨୬୩ କୋଟିରୁ ଅଧିକ ଟଙ୍କା

ଭୁବନେଶ୍ୱର : ଦେଶର ଫାର୍ମା ହବ୍ ହେବ ଓଡ଼ିଶା । ଓଡ଼ିଶା ଫାର୍ମା ସମ୍ମିଳନୀରେ ଓଡ଼ିଶା ଔଷଧ ଓ ଚିକିତ୍ସା ଉପକରଣ ନୀତି -୨୦୨୫ ଲଞ୍ଚ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମ୍ମିଳନୀରେ ୪୨ଟି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ୬୨୬୩ କୋଟିରୁ ଅଧିକ ଟଙ୍କାର ପୁଞ୍ଜି ନିବେଶ ହେବ…

ଆଶ୍ରମ ବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରଙ୍କୁ ବୀଭତ୍ସ ହତ୍ୟା !

ସୁବର୍ଣ୍ଣପୁର: ଯୁକ୍ତ ୨ ଛାତ୍ରଙ୍କୁ ହତ୍ୟା। ପିଟି ପିଟି ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ହୋଇଛି ଅଭିଯୋଗ। ସୁବର୍ଣ୍ଣପୁରର ତରଭା ଆଶ୍ରମ ବିଦ୍ୟାଳୟରେ ଏଭଳି ଏକ ବୀଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଚାରଭଟା ଡାକ୍ତରଖାନାରେ ଛାତ୍ରଙ୍କ ମୃତଦେହ…

କୋଟିଏ ଟଙ୍କାର ଠକେଇ; ଦମ୍ପତି ଗିରଫ

ଭୁବନେଶ୍ୱର : ବନ୍ଧା ହେଲେ ବଣ୍ଟି ଅର୍ ବବଲି ।  କୋଟିଏ ଟଙ୍କା ଠକେଇ କରି ଠକ ଦମ୍ପତି ଗିରଫ ।  MCL ର ପୁର୍ବତନ ଚାର୍ଟାଡ ଆକାଉଣ୍ଟାଣ୍ଟ ଓ ତାଙ୍କ ପତ୍ନୀ ଗିରଫ ।  ଚନ୍ଦ୍ରଶେଖର ସାହୁ ଓ ଝରଣା ସାହୁଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ଟିମ୍ । ସେୟାର ଟ୍ରେଡିଂ ଆଳରେ କମ୍ପାନି ଖୋଲି…

ସରକାରୀ ଅର୍ଥ ହଡ଼ପ; ପଟ୍ଟାମୁଣ୍ଡାଇ କନିଷ୍ଠ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର: କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇ ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀ (ଜେଇ) ରତ୍ନେଶ କୁମାର ପାଣ୍ଡେଙ୍କୁ ସରକାରୀ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ ମଙ୍ଗଳବାର ଦିନ ଓଡିଶା ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ୨୦୨୩-୨୪ ଆର୍ଥିକ ବର୍ଷରେ ପଟ୍ଟାମୁଣ୍ଡାଇ ବ୍ଲକରେ ଏକ ଷ୍ଟ୍ରିଟ୍…

ବ୍ରାଉନ ସୁଗାର ବେପାରୀଙ୍କ ଘର ଭାଙ୍ଗିଲା ପ୍ରଶାସନ

ପୁରୀ : ପୁଣି ନିଶା ବେପାରୀଙ୍କ ଘରେ ବୁଲିଲା ବୁଲଡୋଜର । ପୁରୀ ନୀଳାଚକ୍ର ନଗରରେ ଥିବା ବ୍ରାଉନ ସୁଗାର ବେପାରୀ ଟିକି ଖାନ୍ ଙ୍କ ଘର ଭାଙ୍ଗିଲା ପ୍ରଶାସନ । ଦୁଇଟି ଜେସିବି ସାହାଯ୍ୟରେ ଘର ଭଙ୍ଗାଯାଉଛି । ଡିସେମ୍ବର ୪ ତାରିଖରେ ବ୍ରାଉନସୁଗାର ବେପାରୀ ସୁକାନ୍ତି ପଣ୍ଡାଙ୍କ ୪ ଟି ଘର…