Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୁରୁଷବନ୍ଧୁଙ୍କ ସହ ବୁଲିବାକୁ ଆସିଥିବା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୭ ଅଟକ…
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କୁ ଲଜ୍ଜା ! ଗୋପାଳପୁର ବେଳାଭୂମିକୁ ପୁରୁଷ ବନ୍ଧୁଙ୍କ ସହ ବୁଲିବାକୁ ଆସିଥିବା ଜଣେ ଛାତ୍ରୀ ଗଣଦୁଷ୍କର୍ମର ଶିକାର ହୋଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗକୁ ଆଧାର ପୁଲିସ ଘଟଣାରେ ସମ୍ପୃକ୍ତ ୬/୭ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଜାରି!-->…
ଯାଜପୁର ବରୀ, ବିଞ୍ଝାରପୁରରେ ୨ ସପ୍ତାହ ପାଇଁ ବନ୍ଦ ରହିବ ଢାବା ଓ ହୋଟେଲ୍
ଯାଜପୁରରେ ଚିନ୍ତା ବଢ଼ାଇଲାଣି ଡାଇରିଆ । ଦିନକରେ ୧୫ଜଣ ନୂଆ ରୋଗୀ ଚିହ୍ନଟ । ମୋଟ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି । ବର୍ତ୍ତମାନ ସୁଦ୍ଧା ଜିଲ୍ଲାର ୮ଟି ବ୍ଲକରେ ୧୭୮୭ ଜଣ ଡାଇରିଆରେ ଆକ୍ରାନ୍ତ ହୋଇଛନ୍ତି । ଝାଡ଼ାବାନ୍ତି ପରେ ବ୍ୟାପିଛି ହଇଜା । କଲେରା କେସ୍ ଚିହ୍ନଟ ପରେ ପ୍ରଶାସନ ଓ!-->…
ଜ୍ବରରେ ପୀଡିତ ଶ୍ରୀବିଗ୍ରହ; ଆଜିଠାରୁ ଚାରିଦିନ ଯାଏଁ ଓସୁଅ ଲାଗି
ପୁରୀ: ସ୍ନାନପୂର୍ଣ୍ଣମୀ ଦିନ ୧୦୮ ଗରା ସୁବାସିତ ଶୀତଳ ଜଳରେ ସ୍ନାନ କରିବା ପରେ ଏବେ ଶ୍ରୀଜିଉମାନେ ଏବେ ଅଣସର ଘରେ ଥିବାବେଳେ ଦଇତାପତି ସେବକମାନେ ଶ୍ରୀ ବିଗ୍ରହମାନଙ୍କର ସେବା ଶୁଶ୍ରୁଷା କରୁଛନ୍ତି । ଗତକାଲି ପଞ୍ଚମୀ ତିଥିରେ ଦଇତାପତି ସେବକ ଶ୍ରୀଜିଉଙ୍କୁ ଫୁଲୁରି ତେଲ ଲାଗି କରିଥିବା!-->…
ଗାଧୋଇବା ବେଳେ ଝିଅ ଆଗରେ ମାଆକୁ ଝାମ୍ପିନେଲା କୁମ୍ଭୀର
କେନ୍ଦ୍ରାପଡା : ଝିଅ ଆଗରେ ମାଆକୁ ଝାମ୍ପିନେଲା କୁମ୍ଭୀର । କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ପାନିଆଁଜୋରରେ ଅଘଟଣ ଘଟିଛି । ମହିଳା ଜଣକ ଗାଧୋଉଥିବାବେଳେ କୁମ୍ଭୀର ଟାଣିନେଇଥିଲା । ନିଖୋଜ ମହହିଳା ହେଲେ ତଅଁଳାଡିହା ଗାଁର କାଜଲ ମହାନ୍ତି । ମାଆକୁ କୁମ୍ଭୀର ଝାମ୍ପିନେବା ଦେଖି ଗାଁଲୋକଙ୍କୁ!-->…
ଭଦ୍ରକରେ ବ୍ୟାପୁଛି ଝାଡ଼ାବାନ୍ତି; ହୋଟେଲ ଓ ଜଳଖିଆ ଦୋକାନରେ ଚଢ଼ଉ
ଭଦ୍ରକ: ଯାଜପୁର ଜିଲ୍ଲା ପରେ ଏବେ ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ପରେ ଧାମନଗରରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି । ଏନେଇ ଭଦ୍ରକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ଭଦ୍ରକ ସହରରେ ଆରମ୍ଭ ହୋଇଛି ଚଢ଼ାଉ । ଭଦ୍ରକ ଉପ ଜିଲ୍ଲାପାଳଙ୍କ ନେତୃତ୍ୱରେ ସ୍ୱାସ୍ଥ୍ୟ ବିଭାଗ ଓ ପୌରପାଳିକା!-->…
ବିମାନ ବନ୍ଦରରୁ ଜନତା ମୈଦାନ ଯାଏଁ ରୋଡ୍ ସୋରେ ଯିବେ ପିଏମ୍ ମୋଦୀ
ଭୁବନେଶ୍ଵର: ଜୁନ୍ ୨୦ରେ ଦିନ ୩ଟା ୪୦ରେ ଭୁବନେଶ୍ଵରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ଵରରେ ପହଞ୍ଚିବା ନେଇ ସୂଚନା ରହିଛି। ଦିନ ୩ଟା ୪୫ରୁ ୪ଟା ୧୫ ଯାଏଁ ରୋଡ୍ ସୋ କାର୍ଯ୍ୟକ୍ରମ ଥିବାବେଳେ ବିମାନ ବନ୍ଦରରୁ ଜନତା ମୈଦାନ ଯାଏଁ!-->…
ଧାମନଗରକୁ ଡେଇଁଲା ଝାଡ଼ାବାନ୍ତି, ଦୁଇ ଦିନରେ ୧୦ ଜଣ ଆକ୍ରାନ୍ତ
ଭଦ୍ରକ: ଭଣ୍ଡାରିପୋଖରୀ ପରେ ଧାମନଗରକୁ ଡେଇଁଲା ଝାଡ଼ାବାନ୍ତି। ଦୁଇ ଦିନରେ ୧୦ ଜଣ ଆକ୍ରାନ୍ତ ହସ୍ପିଟାଲ୍ରେ ଚିକିତ୍ସିତ। ଧାମନଗର, ଭଗବାନପୁର, ଖଡ଼ିପଦା ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଅବଗତ କରାଯାଇଛି।
ସୂଚନା ଥାଉକି ଯାଜପୁର ଓ କେନ୍ଦୁଝର!-->!-->!-->…
ଦୋକାନ ଘରଭିତରୁ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର, ସୁଇସାଇଡ୍ ନୋଟ୍ ଜବତ କଲା ପୁଲିସ
ବାଲିଗୁଡ଼ା : ଦୋକାନ ଘର ଭିତରୁ ମିଳିଲା ବ୍ୟବସାୟୀଙ୍କ ମୃତଦେହ । ଘରେ କେହି ନଥିବା ବେଳେ ମାନସିକ ଭାରସାମ୍ୟ ହରାଇ ବ୍ୟବସାୟୀ ଜଣକ ବେକରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତକ ହେଉଛନ୍ତି ପାବୁରିଆ ଗାଁର ବ୍ୟବସାୟୀ ଶିବାନନ୍ଦ ଦାସ । କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ!-->…
‘ଶୃଙ୍ଖଳିତ ଓ ସୁରକ୍ଷିତ ରଥଯାତ୍ରା ନେଇ ସବୁ ବିଭାଗ ସହ ଆଲୋଚନା ସରିଛି’
ଭୁବନେଶ୍ବର/ପୁରୀ: ମହାପ୍ରଭୁଙ୍କର ପବିତ୍ର ରଥଯାତ୍ରା ଯେତିକି ପାଖେଇ ଆସୁଛି, ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନର ଚିନ୍ତା ସେତିକି ବଢ଼ିବାରେ ଲାଗିଛି। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ସରକାର ଲାଗିପଡ଼ିଛନ୍ତି। ଏଥି ପାଇଁ ଯାହା ସବୁ ଦରକାର ସେଥି!-->…
ଗଛମୂଳରେ ଆଶ୍ରୟ ନେଇଥିଲେ: ବଜ୍ରପାତରେ ଯୁବକ ମୃତ, ୩ ଜଣ ଗୁରୁତର
ବାଙ୍ଗିରିପୋଷି : ମୟୂରଭଂଜ ଜିଲ୍ଲା ବାଙ୍ଗିରିପୋଷି ଅଞ୍ଚଳରେ ରବିବାର ବଜ୍ରପାତ ଘଟିଛି। ଏଥିରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ଅଛନ୍ତି। ମୃତକ ହେଲେ ଭୀମ ଚରଣ ମାରାଣ୍ଡି (୨୫)।ନିଶ୍ଚିନ୍ତା ପଞ୍ଚାୟତ ଗୋହିରାପାଳ ଗ୍ରାମର ଭୀମ ଚରଣ ମାରାଣ୍ଡି ଓ ଭୋଳାଗଡ଼ିଆ!-->…