Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୧୫ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
!-->!-->!-->…
‘ହଇଜା ରୋକିବା ପାଇଁ ତୁରନ୍ତ ଦୃଢ଼ ପଦକ୍ଷେପ ନିଅନ୍ତୁ ସରକାର’
ଭୁବନେଶ୍ବର: ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ରାଜ୍ୟରେ ପରିଚାଳିତ ବିଜେପି ସରକାର ବର୍ଷ ପୂର୍ତ୍ତି ପାଳନ କରୁଥିବା ବେଳେ କେନ୍ଦୁଝର, ଯାଜପୁର, ଭଦ୍ରକ, ପୁରୀ ଓ କଟକରେ ଡାଇରିଆ ଓ ହଇଜା ସଂକ୍ରମଣ ବ୍ୟାପିଚାଲିଛି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ!-->…
‘ଦ୍ବିତୀୟ ରଜ’ରେ ନନ୍ଦନକାନନ ବୁଲିଲେ ୩୭,୧୦୮ ଜଣ ପର୍ଯ୍ୟଟକ
ବାରଙ୍ଗ: ଭୁବନେଶ୍ବର ଉପକଣ୍ଠରେ ଥିବା ପର୍ଯ୍ୟଟକମାନଙ୍କ ପାଇଁ ଉଦ୍ଦିଷ୍ଟ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ରେକର୍ଡ ପର୍ଯ୍ୟଟକ ବୁଲିଛନ୍ତି। ଗଣପର୍ବ ‘ରଜ’ ଅବସରରେ ପର୍ଯ୍ୟଟକମାନେ ଆଜି ସକାଳ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବୁଲିଛନ୍ତି। ସବୁଠାରୁ ବଡ଼ କଥା ହେଲା ପର୍ଯ୍ୟଟକମାନେ ଭଲ ବୁଲିବାର!-->…
ବିସ୍ଫୋରକ ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା ପୁଲିସ୍
LEADING
ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗ ଥାନା ଅଞ୍ଚଳରୁ ବିସ୍ଫୋରକ ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତ ଜର୍ଜ ମୁଣ୍ଡାକୁ ପୁଲିସ ଗିରଫ କରିଛି। ଏନେଇ ଆଜି ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ମାଓବାଦୀଙ୍କ ଇନଫର୍ମର ସାଜି ଜର୍ଜ!-->!-->!-->…
ଯାଜପୁରରେ କେନ୍ଦ୍ରୀୟ ଟିମ୍ : ହଇଜା ସ୍ଥିତି ନେଇ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା
ଯାଜପୁର : ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ,!-->…
ଯାଜପୁର ଜିଲ୍ଲା ଗସ୍ତରେ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ: ଧର୍ମଶାଳାରେ ସ୍ଥିତିର ଅନୁଧ୍ୟାନ କଲେ
ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ପରେ ହଇଜା ସଂକ୍ରମଣ ବ୍ୟାପିବା ପରେ ସ୍ଥିତିର ଅନୁଧ୍ୟାନ କରିବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଧର୍ମଶାଳାରେ ପହଞ୍ଚି ରୋଗୀ ଓ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି, କଟକ!-->…
ଢେଙ୍କାନାଳ ଜିଲାକୁ ଡେଇଁଲା ଝାଡ଼ାବାନ୍ତି, ଭୁବନରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ବର : ଢେଙ୍କାନାଳ ଜିଲାକୁ ବ୍ୟାପିଲା ଝାଡ଼ାବାନ୍ତି। ଯାଜପୁର ଜିଲା ଏବଂ କଟକର ବାଙ୍କୀ ପରେ ଢେଙ୍କାନାଳର ଭୁବନ ବ୍ଲକ ଏବଂ ଏନଏସି ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିଥିବା ସାମ୍ନାକୁ ଆସିଛି। ଝାଡ଼ାବାନ୍ତିରେ ଭୁବନର ଜଣେ ବ୍ୟକ୍ତି ପ୍ରାଣ ହରଇଥିବା ସୂଚନା ମିଳିଛି। ମୃତକ ହେଲେ ଭୁବନ!-->…
ଅଣ ସେବାୟତ ରଥ ଉପରେ ଚଢ଼ିଲେ ଗିରଫ
ପୁରୀ : ଚଳିତ ମାସ ୨୭ରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଘୋଷଯାତ୍ରାରେ ଶୃଙ୍ଖଳା ରକ୍ଷା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସରକାରଙ୍କ ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ସଂସ୍କାର ଓ କଠୋର!-->…
ସବୁ ବିଦ୍ୟାଳୟରେ ହେବ ଯୋଗ ଦିବସ
ଭୁବନେଶ୍ବର : ଆସନ୍ତା ୨୧ ତାରିଖରେ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ। ଚଳିତବର୍ଷର ବିଷୟବସ୍ତୁ ରହିଛି ‘ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଚଳିତବର୍ଷ ଐତିହାସିକ ଯୋଗ ସଙ୍ଗମ (ଗଣ ଯୋଗ ପ୍ରଦର୍ଶନ) ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ!-->…
ଆମେରିକାରେ ଦୁଇ ସାଂସଦଙ୍କୁ ଗୁଳିକାଣ୍ଡ
ୱାଶିଂଟନ: ଦୁଇ ଆମେରିକୀୟ ସାଂସଦ - ସେନେଟର ଜନ୍ ହଫମ୍ୟାନ୍ ଏବଂ ରିପ୍ରେଜେଣ୍ଟେଟିଭ ମେଲିସା ହର୍ଟମ୍ୟାନ୍ - ସେମାନଙ୍କ ଜୀବନ ସାଥୀଙ୍କ ସହିତ ଚାମ୍ପଲିନ୍ ଏବଂ ବ୍ରୁକଲିନ୍ ସ୍ଥିତ ସେମାନଙ୍କ ଘରେ ଗୁଳି ମାଡ଼ ହୋଇଛି । ଏଥିରେ ସେମାନେ ଗୁରୁତର ଆହତ ହୋଇଛନ୍ତି । ତେବେ ବର୍ତ୍ତମାନ ସେମାନଙ୍କ!-->…