Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଯାଜପୁରରେ କଲେରା ଜୀବାଣୁ ଚିହ୍ନଟ: ଭୋଜି ନ କରିବାକୁ ଜିଲ୍ଲା ପ୍ରଶାସନର ପରାମର୍ଶ
ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ଶତାଧିକ ଆକ୍ରାନ୍ତଙ୍କ ମଧ୍ୟରୁ ୮ଜଣଙ୍କଠାରେ ହଇଜା (କଲେରା) ଜୀବାଣୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସତର୍କତା ଲାଗି ପରାମର୍ଶ ଦିଆଯାଇଛି। ସାମୂହିକ ସମାବେଶରେ ଭୋଜିର ଆୟୋଜନ ନ କରିବାକୁ ଜିଲ୍ଲା ପ୍ରଶାସନ କହିଛି । ଘରର ଗରମ ଖାଦ୍ୟ!-->…
ସୁବର୍ଣ୍ଣନେଶ୍ୱର ମନ୍ଦିର ପାଖରୁ ଚୋରା ବାଲି ଲୁଟ ପାଇଁ ଉଦ୍ୟମ ଆରମ୍ଭ…..!
ପ୍ରଶାସନ ର କାର୍ଯ୍ୟକାରୀତା ଉପରେ ସାଧାରଣ ଜନତାଙ୍କ ଦୃଷ୍ଟି...
ବେଆଇନ ବାଲି ଚାଲାଣ ଅଭିଯୋଗରେ ଅଟକ ୭ ହାଇଓ୍ବା ୨୪ ଘଣ୍ଟ ମଧ୍ୟରେ ଥାନାରୁ ରିଲିଜ…
ବଡ଼ ଧରଣ ଡ଼ିଲ ର ଆଭାସ...!!
ପୁଣି ଫେରିବ ମୌସୁମୀ ବର୍ଷା, ଜୁନ ୨୦ ଯାଏଁ ସତର୍କ ସୂଚନା ଜାରି
ଭୁବନେଶ୍ୱର: ଏଥର ରଜ ଫିକା ପଡ଼ିବ ! ପାଗ ବଦଳିଥିବାରୁ ମୌସୁମୀ ବର୍ଷାରେ ଓଡ଼ିଶା ଭିଜିବ। ଆସନ୍ତା ୧୮ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ରହିଛି ସମ୍ଭାବନା। ଉତ୍ତର-ଓଡ଼ିଶା ଓ ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଅଛି, ଯାହା ମୌସୁମୀ ବର୍ଷାକୁ ଅଧିକ ସକ୍ରିୟ କରିବା!-->…
ବାଇକ୍ ଆରୋହୀ ତିନି ଯୁବକଙ୍କୁ ଚାପି ଦେଲା ଟ୍ରକ୍
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ଥାନା ଅଧିନ ଶୁଅକାଟି ଫାଣ୍ତି ଅନ୍ତର୍ଗତ ଠାକୁରଡିହି ବୁଲାଣି ଛକ ନିକଟରେ ଆଜି ଅପରାହ୍ନ ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବିଭୁ ବାରିକ (୧୫), ବାଦଲ ନାଏକ (୨୨) ଓ ସନତ!-->…
ଗୁଳି-ବନ୍ଧୁକ କାରବାର ବେଳେ ଚଢ଼ଉ: ଜଣେ ଓଡ଼ିଆ ସମେତ ୫ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର: ରାଜଧାନୀରେ ବୁଲୁଛି ସ୍ବୟଂଚାଳିତ ପିସ୍ତଲ, ରିଭଲଭର। ବାହାର ରାଜ୍ୟରୁ ମାରଣାସ୍ତ୍ର ଆଣି ଭୁବନେଶ୍ୱରରେ ଚୋରି, ଡକାୟତି, ରାହଜାନୀ, ଲୁଟ ଭଳି ଅପରାଧ ଏବଂ ହିଂସା ସୃଷ୍ଟି କରିବାକୁ ଚାଲିଛି ଯୋଜନା। ତେବେ ଅପରାଧ ପାଇଁ ବ୍ୟବହାର ହେବାକୁ ଥିବା ଏକ ବଡ଼ଧରଣର ମାରଣାସ୍ତ୍ର ବିକ୍ରି!-->…
ବାଲି ମାଫିଆ ମାନଙ୍କ ପାଇଁ ଆଦାୟ ର ବାଟ ଖୋଲି ଦେଇଗଲେ ପୂର୍ବ ସରକାର..!
ଏବେ ପୁରା ଦମ ରେ ଲୁଟୁଛନ୍ତି...
୧୧ ଜିଲ୍ଲାରେ ୩୮୭୮ କୋଟିର ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ବୈଠକରେ ୧୭ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟରେ ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି। ୧୧ଟି ଜିଲ୍ଲାରେ ୧୭ଟି ପ୍ରକଳ୍ପ ନିର୍ମାଣ!-->…
ପୁରୀ ରେଳ ଷ୍ଟେସନରେ ମକ୍ ଡ୍ରିଲ୍
ପୁରୀ : ପୁରୀ ରେଳ ଷ୍ଟେସନର ମକ୍ ଡ୍ରିଲ୍। ରଥ ଯାତ୍ରାରେ ଲକ୍ଷାଧିକ ଭକ୍ତ ଓ ଯାତ୍ରୀ ପୁରୀ ଆସିବାକୁ ଥିବାରୁ ଯଦି ଷ୍ଟେସନରେ ଆତଙ୍କବାଦୀ ଆକ୍ରମଣ ହୁଏ, ତେବେ ଏହାକୁ କିଭଳି ମୁକାବିଲା କରିହେବ ସେ ନେଇ ଓଡ଼ିଶା ପୁଲିସ ଓ ରେଲୱେ ସୁରକ୍ଷା ବାହିନୀ ଏହି ମକ୍ ଡ୍ରିଲ କରିଛନ୍ତି। ଓଡ଼ିଶା ପୁଲିସର!-->…
ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା – ନାରୀଙ୍କୁ ସମ୍ମାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ!-->…