Browsing Category

ଓଡିଶା

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଶ୍ରମିକ ମୃତ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ରାଜନଗର ବ୍ଲକ ଗୁପ୍ତି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଦେବେନ୍ଦ୍ର ନାରାୟଣପୁରଠାରେ। ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ପାଣି ଟାଙ୍କି ନିର୍ମାଣ ଚାଲିଛି। ପାଣି ଟାଙ୍କି ଉପରେ କାର୍ଯ୍ୟ…

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା ଆରମ୍ଭ

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍‌ (ଓସିଏସ)ର ମୁଖ୍ୟ ଲିଖିତ ପରୀକ୍ଷା ଆସନ୍ତାବର୍ଷ ଜାନୁଆରୀ ୩୧ ଠାରୁ ଆରମ୍ଭ ହୋଇ ଫେବୃଆରୀ ୧୦ ଯାଏଁ ଚାଲିବ। ଏଥିରେ ମୋଟ ୨୪୦୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ପୂବାହ୍ଣ ୯ଟାରୁ ମଧ୍ୟାହ୍ନ ୧୨ଟା…

୧୪ରେ ଓଡିଶା ଆସିବେ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

କଟକ : ଆସନ୍ତା ୧୪ ତାରିଖରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ଓଡିଶା ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜିତ ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ, ମାମଲା ଖର୍ଚ୍ଚ ଏବଂ ବିଳମ୍ବ ହ୍ରାସ କରିବା ପାଇଁ ରଣନୀତି ଶୀର୍ଷକ ଆଲୋଚନା…

ନାବାଳିକାକୁ ଦୁଷ୍କର୍ମ: ଘର ମାଲିକ ଗିରଫ

ଭୁବନେଶ୍ୱର : ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ ଘଟଣା ।  ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଘର ମାଲିକ ଗିରଫ ।  ନିଆଳିର ନରେଶ ମହାନ୍ତିକୁ ଗିରଫ କଲା ମହିଳା ଥାନା ପୋଲିସ ।  ଗିରଫ କରି ତାକୁ କୋର୍ଟ ଚାଲାଣ କରାଯାଇଛି ।  ଅଭିଯୁକ୍ତ ଜଣେ ପାନ ଦୋକାନୀ ।  ସେ ତାଙ୍କର କିଛି ଘରକୁ ଭଡ଼ା…

ଭିଜିଲାନ୍ସ ଅଫିସର ପରିଚୟ ଦେଇ ଓଏଏସ ଅଫିସରଙ୍କଠାରୁ ଠକେଇ, ଶଳା-ଭିଣୋଇ ଗିରଫ

କଟକ : ନିଜକୁ ଭିଜିଲାନ୍ସ ଅଫିସର ପରିଚୟ ଦେଇ ବରିଷ୍ଠ ଓଏଏସ ଅଫିସରଙ୍କୁ ଠକେଇ ଅଭିଯୋଗ । ୪ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଶଳା-ଭିଣୋଇ ଗିରଫ । ଭିଜିଲାନସ ଅଧିକାରୀ ଓ ରାଉରକେଲା ପୋଲିସ ମିଳିତ ଚଢ଼ାଉ କରି ସେମାନଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ସୁବର୍ଣ୍ଣପୁର…

ଟୋକନ ଅବ୍ୟବସ୍ଥା, ରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର : ସମ୍ବଲପୁରରେ ଚାଷୀଙ୍କ ଆନ୍ଦୋଳନ। ଟୋକନକୁ ନେଇ ଜିଲ୍ଲାର ୩ଟି ସ୍ଥାନରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ । ରେମେଡ, ସିନ୍ଦୁରପଙ୍କ ଓ ଧମା ଠାରେ ଜାତୀୟ ରାଜପଥ ଅବରୋଧ କରାଯାଇଛି । ଜିଲ୍ଲାରେ ୬୦ ହଜାର ଚାଷୀ ଧାନ ବିକ୍ରି ପାଇଁ ରେଜିଷ୍ଟ୍ରେସନ କରିଥିବାବେଳେ ୧୯ ହଜାର ଚାଷୀଙ୍କ…

ସତ୍ୟବିହାରରେ ଜଳିଗଲା ବାର୍, ନଥିଲା ବିଧିବଦ୍ଧ ଲାଇସେନ୍ସ

ଭୁବନେଶ୍ବର : ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ । ଭୁବନେଶ୍ବର ସତ୍ୟବିହାର ଅଞ୍ଚଳରେ ଜଳିଗଲା ବାର୍ । ହୁତୁହୁତୁ ହୋଇ ଜଳିଲା ବିଲଡିଂ, ଧୂଆମୟ ହେଲା ଅଞ୍ଚଳ । ଘଣ୍ଟାଏ କାଳ କସରତ ପରେ ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବାହିନୀ । ସ୍ଥିତି ଏମିତି ହୋଇଥିଲା ଯେ, ପାଖରେ ଥିବା ଫର୍ଣ୍ଣିଚର…

କଲରାପତରିଆକୁ ବିଷ ଦେଇ ମାରିଦେଲେ ଗ୍ରାମବାସୀ

ବଣାଇ : ବଳଦ ଖାଇଦେବାରୁ ବାଘକୁ ବିଷ । କଲରାପତରିଆକୁ ବିଷ ଦେଇ ମାରିଦେଲେ । ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଥାନା ତାମରା ରେଞ୍ଜର କୁସୁମଡ଼ିହି ସେକ୍ସନର ଖେସାରା ଜଙ୍ଗଲରୁ ବାଘର ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ RCCF, DFO ଓ ଅନ୍ୟ ଟିମ୍ ପହଞ୍ଚି ତଦନ୍ତ ଚଳାଇଛନ୍ତି । ମୃତ ବଳଦ…

ମୋକିମଙ୍କ ବୟାନକୁ ନେଇ କଂଗ୍ରେସରେ କନ୍ଦଳ, ଦଳରେ ଦେଖା ଦେଲାଣି ନେତୃତ୍ବ ସଂକଟ

ଭୁବନେଶ୍ବର: ରାଜ୍ୟ କଂଗ୍ରେସରେ ପୁଣି ବାହାରିଲା ପୁରୁଣା ରୋଗ। କଂଗ୍ରେସରେ ଦେଖା ଦେଲାଣି ନେତୃତ୍ବ ସଂକଟ। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ନିଜ ଦଳର ନେତା। ଦଳ ଭିତରେ ଚାଲିଛି ଛକାପଞ୍ଝା। ମୋକିମଙ୍କ ବୟାନକୁ ନେଇ ତେଜୁଛି କଂଗ୍ରେସ କନ୍ଦଳ।…

ଭୁବନେଶ୍ୱରରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର ମହାଲେଖା ନିୟନ୍ତ୍ରକ(CAG)ଙ୍କ ପୂର୍ବାଞ୍ଚଳ ଶାଖା ଭୁବନେଶ୍ୱରରେ ଖୋଲିବାକୁ ସିଏଜି ଅନୁମୋଦନ କରିଛନ୍ତି। ଯାହା ପୂର୍ବ ଭାରତରେ ତଦାରଖ ବିକେନ୍ଦ୍ରୀକରଣ ଏବଂ ଅଡିଟ ପ୍ରଶାସନକୁ ସୁଦୃଢ଼ ​​କରିବା ଦିଗରେ ଏକ ପ୍ରମୁଖ…