Browsing Category

ଓଡିଶା

ଭୁବନେଶ୍ୱରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଖରାପ ପାଗ ଯୋଗୁ କୋଲକାତାରେ ଅବତରଣ କଲା ବିମାନ

ଭୁବନେଶ୍ୱର : ଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ସକାଳେ ପାଗ ଖରାପ ଯୋଗୁ ଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ଫେରୁଥିବା ବିମାନଟି ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିପାରିନଥିଲା । ଏହି ବିମାନଟି କୋଲକାତାରେ ଲ୍ୟାଣ୍ଡିଂ କରିଥିଲା । ପାଗ ବଦଳିବା ପରେ ମୁଖ୍ୟମନ୍ତ୍ରୀ

ଶାରଦୀୟ ପୂଜା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ସ୍ୱତନ୍ତ୍ର ଏସଓପି ଜାରି କଲା କଟକ ଜିଲ୍ଲା ପ୍ରଶାସନ

କଟକ : ଶାରଦୀୟ ପୂଜା ମଣ୍ଡପ ଓ ଗେଟ ଅନୁମତି ପାଇଁ କଟକ ଜିଲ୍ଲା ପ୍ରଶାସନର ସ୍ୱତନ୍ତ୍ର ବ୍ୟବସ୍ଥା ।  ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସ୍ୱତନ୍ତ୍ର ଏସଓପି ଜାରି କରିଛି କଟକ ଜିଲ୍ଲା ପ୍ରଶାସନ ।  ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ମଣ୍ଡପ ଓ ଗେଟ ପାଇଁ ଆବେଦନ କରିବେ ସମସ୍ତ ପୂଜା ମଣ୍ଡପ । 

ଆଗାମୀ ଦିନରେ ରାଜ୍ୟରେ ନିଯୁକ୍ତି ପାଇବେ ୪୪ ହଜାର ୪୩୩ ଶିକ୍ଷକ : ମନ୍ତ୍ରୀ

ଭୁବନେଶ୍ୱର : ଆଗାମୀ ଦିନରେ ରାଜ୍ୟ ସରକାର ୪୪ ହଜାର ୪୩୩ ଶିକ୍ଷକ ନିଯୁକ୍ତି ଦେବାକୁ ଯାଉଛନ୍ତି । ସେହିପରି ପ୍ରତିବର୍ଷ ୧୫ ହଜାର ଶିକ୍ଷକ ନିଯୁକ୍ତି କରିବା ପାଇଁ ବି ନିଷ୍ପତ୍ତି ନେଇଛନ୍ତି । ଶିକ୍ଷକ ଅଭାବର ସମାଧାନ ହେବ । ଭତ୍ତା ପାଇବା ପାଇଁ ବୟସ ଜାଲିଆତି କରୁଥିବା

ଗୁରୁ ଦିବସରେ ଗାନ୍ଧୀ ମାର୍ଗରେ ଗର୍ଜିଲେ, ୫ ଦଫା ଦାବି ନେଇ ଆନ୍ଦୋଳନ କଲେ ଶିକ୍ଷକ

ଭୁବନେଶ୍ବର : ରାଜଧାନୀରେ ଗୁରୁ ଦିବସରେ ଗର୍ଜିଲେ ଶିକ୍ଷକ । ଓଡ଼ିଶା ସ୍କୁଲ କଲେଜ୍ ଶିକ୍ଷକ ଓ କର୍ମଚାରୀ ସମନ୍ଵୟ ସମିତି ପକ୍ଷରୁ ଭୁବନେଶ୍ବର ଗାନ୍ଧୀ ମାର୍ଗରେ ଆନ୍ଦୋଳନ । ଲୋୟର ପିଏମଜିରେ ହଜାର ହଜାର ଶିକ୍ଷକ ଏକାଠି ହୋଇଛନ୍ତି । ୫ ଦଫା ଦାବି ନେଇ

କୋଟପାଡ଼ ମାଟିର ଗୌରବ :ରାଜ୍ୟସ୍ତରୀୟ ଶ୍ରେଷ୍ଠ ଶିକ୍ଷକ ଭାବେ ବ୍ରହ୍ମଦତ୍ତ ସମ୍ମାନିତ

କୋଟପାଡ଼ :05/09/2025, ସରକାରୀ ଉଚ୍ଚ ବିଦ୍ୟାଳୟ କୋଟପାଡ଼ର ଯୁବ ବିଜ୍ଞାନ ଶିକ୍ଷକ ବ୍ରହ୍ମଦତ୍ତ ମିଶ୍ର ଚଳିତ ବର୍ଷ ଓଡ଼ିଶା ସରକାର ତଥା ଶିକ୍ଷା ବିଭାଗ ଦ୍ୱାରା ରାଜ୍ୟସ୍ତରୀୟ ଶ୍ରେଷ୍ଠ ଶିକ୍ଷକ ପୁରସ୍କାର-(2024) ପ୍ରାପ୍ତ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।ସୂଚନା ଯୋଗ୍ୟ ଯେ, ସେ ଏହା

ବସନ୍ତ କୁମାର ରଣା ଓ ତରୁଣ କୁମାର ଦାସ ପାଇଲେ ଜାତୀୟ ଶିକ୍ଷକ ପୁରସ୍କାର।

ମାଲକାନଗିରି, ୫/୯/୨୫:ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ମାଲକାନାଗିରି ଜିଲ୍ଲା ର ବସନ୍ତ କୁମାର ରଣା, କନ୍ଦେଲ୍ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ କୋରାପୁଟ ଜିଲ୍ଲାରେ ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ କୋରାପୁଟ ରେ କାର୍ଯ୍ୟରତ ତରୁଣ କୁମାର ଦାସ ଙ୍କୁ ଆଜି ଜାତୀୟ ଶିକ୍ଷକ ପୁରସ୍କାର

କେନ୍ଦୁପତ୍ର ଉପରେ ଜିଏସ୍‌ଟି ୫ ପ୍ରତିଶତକୁ ହ୍ରାସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଜିଏସଟି ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ପ୍ରେସମିଟ କରିଛନ୍ତି । କହିଛନ୍ତି, କେନ୍ଦୁପତ୍ର ଉପରେ ୫ ପ୍ରତିଶତକୁ ହ୍ରାସ ହୋଇଛି । କେନ୍ଦୁପତ୍ର ଉପରେ ଜିଏସଟି ୧୮ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ ହୋଇଛି । ଓଡିଶାରେ

ବିମଏସିର ପ୍ରସ୍ତୁତି ବୈଠକ: ଏଥର ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟ ମନା, ଦିଆଯିବ ନିଶାମୁକ୍ତ ବାର୍ତ୍ତା

ଭୁବ‌ନେଶ୍ବର: ଆରମ୍ଭ ହେଲାଣି ପାର୍ବଣ ଋତୁ। ଆଉ ଏଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ପ୍ରଶାସନ। ଚଳିତ ବର୍ଷ ପୂଜାରେ ପ୍ରଶାସନ ପକ୍ଷରୁ କଡ଼ାକଡ଼ି କରାଯାଇଛି। ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି କମିଶନରେଟ୍ ପୋଲିସ। ଲୋକଙ୍କ ସୁରକ୍ଷା ପୋଲିସର ପ୍ରାଥମିକତା କହିଲେ କମିସନର ।ଏଥର ପୂଜା

ଫେରିବ ମହାପ୍ରଭୁ ଜଗନ୍ନାଥଙ୍କ ଭୂସମ୍ପତ୍ତି: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ସରକାରଙ୍କ ପ୍ରକ୍ରିୟା ଆରମ୍ଭ। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ସଂପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ‘ମହାପ୍ରଭୁଙ୍କର

ମୋଷ୍ଟ ୱାଣ୍ଟେଡକୁ ଧରିବାକୁ ଭୁବନେଶ୍ବରରେ ଆସାମ ପୋଲିସର ରେଡ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍‌ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍‌ କରୁଛି। ଇନ୍‌ଫୋସିଟି ପୋଲିସ ସହାୟତାରେ ଏକ ଆପାର୍ଟମେଣ୍ଟରେ ରେଡ୍‌