Browsing Category

ଓଡିଶା

୬୮୦ଗ୍ରାମ ବ୍ରାଉନସୁଗର ଜବତ, ମା-ପୁଅ ଗିରଫ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ମୁଣ୍ଡିଦେଉଳି ସାହିରେ ଅବକାରୀ ବିଭାଗ ଚଢାଉ । ୬୮୦ଗ୍ରାମ ବ୍ରାଉନସୁଗର ଜବତ ସହ୨ ଗିରଫ । ଗିରଫ ଦୁଇ ଜଣ ମା ଓ ପୁଅ ବୋଲି ଜଣାପଡିଛି । ତେବେ ଅନ୍ୟ ଜଣେ ପୁଅ ଫେରାର ହୋଇଯାଇଛି । ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ୬୮ ଲକ୍ଷ ଟଙ୍କା ହେବ।…

ପଲିଥିନ କାରଖାନାରେ ଅଗ୍ନିକାଣ୍ଡ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପଲିଥିନ କାରଖାନାରେ ଲାଗିଲା ନିଆଁ । ଘଟଣାସ୍ଥଳରେ ଦମକଳ କେନ୍ଦ୍ର ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା ଅଭିଯୋଗରୁ ୯୧ % ସମାଧାନ ହୋଇଛି: ଆଇନ ମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଅଭିଯୋଗର ୯୧ ପ୍ରତିଶତ ସମାଧାନ ହୋଇଛି । ଦେଢ଼ ବର୍ଷ ଭିତରେ ମୁଖ୍ୟମନ୍ତ୍ରୀ ୧୩ ହଜାର ୩୫୮ ଅଭିଯୋଗ ଗ୍ରହଣ କରିଛନ୍ତି ସେଥିରୁ ୧୨ ହଜାର ୪୩୨ ଅଭିଯୋଗର ସମାଧାନ ହୋଇଛି । ବାକି ଅଭିଯୋଗ ଜଟିଳ ଥିବାରୁ ବିଭାଗୀୟ ତର୍ଜମା କରାଯାଉଛି…

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବିରେ ଗୁଣ୍ଡିଚା ମନ୍ଦିର ଆଗରେ ପୁରୀବାସୀଙ୍କ ଧାରଣା

ପୁରୀ: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ ଦର୍ଶନ କରିପାରିବେ ସେଥିଲାଗି ବିଧିବଦ୍ଧ ବ୍ୟବସ୍ଥା ହେଉ। ଦୀର୍ଘ ଦିନ ଧରି ଦର୍ଶନକୁ ନେଇ ଯେଉଁ ସମସ୍ୟା ଲାଗି ରହୁଛି ତାହାର ସମାଧାନ କରାଯାଉ। ଏଭଳି ଦାବି କରିଛନ୍ତି ପୁରୀ…

ମହିଳାଙ୍କ ହତ୍ୟାକୁ ନେଇ ମୁହାଁମୁହିଁ ହେଲେ ଦୁଇ ଗାଁର ଲୋକେ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ହେବା ପରେ ଦୁଇ ଗାଁ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ରବିବାର ଏହି ଘଟଣାକୁ ନେଇ ଦୁଇଟି ଯାକ ଗାଁ ମୁହାଁମୁହିଁ ହେବା ସହିତ ଗୋଟିଏ ଗାଁର ଲୋକେ ଅନ୍ୟ ଗାଁର ଜଣେ…

୯ରେ ବାରବାଟୀ ଲଢ଼େଇ, କ୍ରିକେଟ୍ ପ୍ରେମୀଙ୍କ ପାଇଁ ଜାରି ହେଲା ସ୍ୱତନ୍ତ୍ର ଆମ ବସ୍ ସେବା

ଭୁବନେଶ୍ୱର : ଡିସେମ୍ବର ୯ ତାରିଖରେ ହେବାକୁ ଯାଉଛି ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍। କଟକ ବାରବାଟୀ ଷ୍ଟାଡ଼ିୟମ୍‌ରେ ହେବାକୁ ଥିବା କ୍ରିକେଟ୍ ମ୍ୟାଚ୍‌କୁ ନେଇ ରହିଛି ପ୍ରତ୍ୟେକଙ୍କ ମନରେ ଉଚ୍ଛ୍ୱାସ। ଏହାକୁ ଲକ୍ଷ୍ୟ କରି କ୍ରୁଟ୍ ପକ୍ଷରୁ ଚଳାଚଳ…

ବାରବାଟୀ ଟି-୨୦ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-୨୦ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ତରଫରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଆରମ୍ଭରୁ…

ଟ୍ରାକ୍ଟର-ବାଇକ ମୁହାଁମୁହିଁ, ୨ ମୃତ, ଜଣେ ଆହତ

ବାଲୁଗାଁ :  ଟ୍ରାକ୍ଟର ବାଇକ ମୁହାଁମୁହିଁ ଧକ୍କା  । ଦୁଇ ମୃତ, ଜଣେ ଆହତ  ।  ବାଇକରେ ତିନିଜଣ କ୍ରିକେଟ ଖେଳିବାକୁ ପ୍ରତାପ ଗ୍ରାମ ଅଭିମୁଖେ ଯାଉଥିବା ବେଳେ  ବିପରୀତ ଦିଗରୁ ଆସୁଥିବା ଟ୍ରାକ୍ଟର ସହିତ ଧକ୍କା ହୋଇଥିଲା । ଫଳରେ ବାଇକରେ ଥିବା ତିନି ଜଣ ଆରୋହୀ ରାସ୍ତା ଉପରେ ଛିଟିକି…

ବାରବାଟୀ ଟି-20 ମ୍ୟାଚ୍ ପାଇଁ ଲାଗୁ ହେଲା ଟ୍ରାଫିକ୍ କଟକଣା

ଭୁବନେଶ୍ବର: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୦୯.୧୨.୨୦୨୫ ରେ କଟକର ବାରବାଟୀ ଷ୍ଟାଡିୟମରେ ଟି-୨୦ କ୍ରିକେଟ ମ୍ୟାଚ୍ ଏବଂ ୦୮.୧୨.୨୦୨୫ ରେ ଖେଳାଳିମାନଙ୍କ ଅଭ୍ୟାସ ଅଧିବେଶନ ଖେଳାଯିବାର କାର୍ଯ୍ୟକ୍ରମ ରହିଛି । ଦଳଗତ ଗତିବିଧି ଏବଂ ମ୍ୟାଚ୍ ସମ୍ବନ୍ଧୀୟ କାର୍ଯ୍ୟକଳାପ ଯୋଗୁଁ…