Browsing Category

ଓଡିଶା

ଟ୍ରାକ୍ଟର-ବାଇକ ମୁହାଁମୁହିଁ, ୨ ମୃତ, ଜଣେ ଆହତ

ବାଲୁଗାଁ :  ଟ୍ରାକ୍ଟର ବାଇକ ମୁହାଁମୁହିଁ ଧକ୍କା  । ଦୁଇ ମୃତ, ଜଣେ ଆହତ  ।  ବାଇକରେ ତିନିଜଣ କ୍ରିକେଟ ଖେଳିବାକୁ ପ୍ରତାପ ଗ୍ରାମ ଅଭିମୁଖେ ଯାଉଥିବା ବେଳେ  ବିପରୀତ ଦିଗରୁ ଆସୁଥିବା ଟ୍ରାକ୍ଟର ସହିତ ଧକ୍କା ହୋଇଥିଲା । ଫଳରେ ବାଇକରେ ଥିବା ତିନି ଜଣ ଆରୋହୀ ରାସ୍ତା ଉପରେ ଛିଟିକି…

ବାରବାଟୀ ଟି-20 ମ୍ୟାଚ୍ ପାଇଁ ଲାଗୁ ହେଲା ଟ୍ରାଫିକ୍ କଟକଣା

ଭୁବନେଶ୍ବର: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୦୯.୧୨.୨୦୨୫ ରେ କଟକର ବାରବାଟୀ ଷ୍ଟାଡିୟମରେ ଟି-୨୦ କ୍ରିକେଟ ମ୍ୟାଚ୍ ଏବଂ ୦୮.୧୨.୨୦୨୫ ରେ ଖେଳାଳିମାନଙ୍କ ଅଭ୍ୟାସ ଅଧିବେଶନ ଖେଳାଯିବାର କାର୍ଯ୍ୟକ୍ରମ ରହିଛି । ଦଳଗତ ଗତିବିଧି ଏବଂ ମ୍ୟାଚ୍ ସମ୍ବନ୍ଧୀୟ କାର୍ଯ୍ୟକଳାପ ଯୋଗୁଁ…

ଆହୁରି ୭ ଦିନ ରାଜ୍ୟରେ ଅନୁଭୂତ ହେବ ଅସମ୍ଭାଳ ଶୀତ, ବୋହିବ କାଲୁଆ ପବନ

ଭୁବନେଶ୍ୱର: ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ । ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ଘନ କୁହୁଡ଼ି ଦୃଶ୍ୟମାନ…

ମୁଖ୍ୟମନ୍ତ୍ରୀ ବାୟୁସ୍ୱାସ୍ଥ୍ୟ ସେବା କାର୍ଯ୍ୟକ୍ରମ, ୪ଦିନରେ ଚିକିତ୍ସିତ ହେଲେ ୧୬୭୩ ରୋଗୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ରେ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା କାର୍ଯ୍ୟକ୍ରମ ଶନିବାର ଉଦଯାପିତ ହୋଇଛି । କଟକ, ଭୁବନେଶ୍ୱର, ବ୍ରହ୍ମପୁର ମେଡିକାଲ କଲେଜ ରୁ ବିଶେଷଜ୍ଞ ଡାକ୍ତର ମାନେ ସ୍ୱତନ୍ତ୍ର ବିମାନ ଯୋଗେ ମାଲକାନଗିରି ରେ ପହଁଚି ଗୁରୁତର ରୋଗୀଙ୍କ…

ଦାଦା ବଟି ନ ଦେବାରୁ ଇଂଜିନିୟରଙ୍କୁ ଛୁରାମାଡ

ଭୁବନେଶ୍ୱର : ଶିଶୁପାଳଗଡ଼ର ଇଲା ସାହିରେ ଛୁରାମାଡ । ଜଣେ ସିଭିଲ ଇଂଜିନିୟରଙ୍କୁ ଛୁରାମାଡ । ଘର ସାମ୍ନାରେ ଚାରି ଜଣ ଦୁର୍ବୃତ୍ତ ଛୁରାମାଡ କରିଛନ୍ତି । ଥାନାରେ ଅଭିଯୋଗ କରିବାରୁ ଛୁରାମାଡ । ସିଭିଲ ଇଞ୍ଜିନିୟର ବିଜୟ କୁମାର ସାହଙ୍କୁ ଛୁରାମାଡ…

କୂଅରୁ ହାତୀ ଛୁଆ ଉଦ୍ଧାର

ଅନୁଗୁଳ : ଅନୁଗୁଳରେ ଅପରେସନ ଗଜରାଜ । ଏକ ଘଣ୍ଟା ପରେ କୂଅରୁ ଉଦ୍ଧାର ହେଲା ହାତୀ । ବଅଁରପାଳ ବ୍ଲକ ନରେନ୍ଦ୍ରପୁର ଗାଁର ଏକ ପରିତ୍ୟକ୍ତ କୂଅରୁ ୮ବର୍ଷରୁ ହାତୀ ଛୁଆ ଉଦ୍ଧାର ହୋଇଛି । ହାତୀଟି ଗାଁ ଭିତରକୁ ଆସି କୂଅରେ ଫସିଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ପହଂଚିଥିଲେ ବନବିଭାଗ…

ମା’ ତାରିଣୀ ପୀଠ ସମନ୍ବିତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି । ମା’ ତାରିଣୀ ପୀଠର…

ଏସଆଇ ପରୀକ୍ଷା ଘୋଟାଲା; SSB ଯବାନଙ୍କ ସମେତ ୨ ଗିରଫ

ଭୁବନେଶ୍ୱର: ଓଡ଼ିଶା ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ରବିବାର ଦିନ ଜଣେ SSB ଯବାନଙ୍କ ସମେତ ଦୁଇ ଜଣଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, କେନ୍ଦ୍ରୀୟ ତଦନ୍ତ ସଂସ୍ଥା ଦ୍ୱାରା ଦୁଇ ଦିନର ମାରାଥନ ଜେରା ପରେ SSB ଯବାନ…

ଭୁବନେଶ୍ୱରରେ ଖୋଲିବ ଆଉ ୨ ନୂଆ ତହସିଲ

ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିବ ଆଉ ଦୁଇଟି ତହସିଲ୍ । ନୂଆ ତହସିଲ ଗୋଟିଏ ରସୁଲଗଡ଼ ଓ ଗୋଟିଏ ଖଣ୍ଡଗିରିରେ ଖୋଲିବାକୁ ନିଷ୍ପତ୍ତି ହୋଇଛି । ଏନେଇ ବିଜ୍ଞପ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି । ସହରରେ ଦିନକୁ ଦିନ ଜମି କିଣାବିକା ବହୁ ମାତ୍ରାରେ ହେବାରେ ଲାଗିଥିବାବେଳେ, ଲୋକଙ୍କ ସୁବିଧା ପାଇଁ…

୩୧୪ ଓଏଭିରେ ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଉଚ୍ଛେଦ ହେବ ଲାଇବ୍ରେରିଆନ୍‌ ପଦ

ଭୁବନେଶ୍ୱର: ଗଣଶିକ୍ଷା ବିଭାଗର ବଡ଼ ସୂଚନା । ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ । ପୂର୍ବରୁ ଥିବା ଲାଇବ୍ରେରିଆନ୍‌ ପଦକୁ ଉଚ୍ଛେଦ କରି ଓଡ଼ିଆ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି । ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପାଇଁ…