Browsing Category

ଓଡିଶା

ମହାପ୍ରଭୁଙ୍କ ସେନାପଟା ଲାଗି ନୀତି: ଆସନ୍ତାକାଲି ଅପରାହ୍ନ ୨ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ପର୍ବପର୍ବାଣୀ ଭିତରେ ସ୍ନାନଯାତ୍ରା ଏବଂ ଶ୍ରୀଗୁଣ୍ଡିଚା ଯାତ୍ରା ଏକ ସ୍ବତନ୍ତ୍ର ପର୍ବ। ବର୍ଷତମାମ ଭକ୍ତଟିଏ ଅପେକ୍ଷା କରିଥାଏ ମହାପ୍ରଭୁଙ୍କ ପ୍ରସିଦ୍ଧ ଘୋଷଯାତ୍ରାକୁ। ମହାପ୍ରଭୁ ରଥାରୂଢ ହୋଇ ଶ୍ରୀଗୁଣ୍ଡିଚା ଯାତ୍ରା କରିବା ପୂର୍ବରୁ ସମ୍ପାଦନ

IAS ଧୀମନ ଚକମା ଗିରଫ, ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ

ଭୁବନେଶ୍ୱର : IAS ଧୀମନ ଚକମା ଗିରଫ । ଧର୍ମଗଡ଼ ଉପଜିଲ୍ଲାପାଳ ଧୀମନ ଚକମାଙ୍କୁ ଗିରଫ କଲା ଭିଜିଲାନ୍ସ । ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ । ଉପଜିଲ୍ଲାପାଳଙ୍କୁ ଆଜି ଝାଳବୁହା ଜେରା ହୋଇଥିଲା । ଧୀମାନ ଚକମାଙ୍କୁ ଗୁଡେଇ ତୁଡେଇ ପ୍ରଶ୍ନ

ପୁଣି ଆନ୍ଦୋଳନ ଡାକରା ;ଦାବି ନ ଶୁଣିଲେ ଜୁଲାଇ ୮ରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ଼

ଭୁବନେଶ୍ବର: ପୁଣି ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଚେତାବନୀ । ୬ ଦଫା ଦାବି ନେଇ ଆନ୍ଦୋଳନ ଡାକରା ଦେଲା ଡ୍ରାଇଭର ଏକତା ମଞ୍ଚ । ଦାବି ନ ଶୁଣିଲେ ଜୁଲାଇ ୮ରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ କରିବ ଡ୍ରାଇଭର ଏକତା ମଞ୍ଚ । ଜୁଲାଇ ୮ରୁ ଅନିର୍ଦ୍ଧିଷ୍ଟ

ବସଷ୍ଟାଣ୍ଡରୁ ବଡଦାଣ୍ଡ ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ହେବ ମାଗଣା ଅଟୋସେବା : ପରିବହନ ମନ୍ତ୍ରୀ

ପୁରୀ : ରଥଯାତ୍ରା, ବାହୁଡା଼ ଓ ସୁନାବେଶ ପାଈଁ ତାଳ ବଣିଆରେ ହେବ ଅସ୍ଥାୟୀ ବସଷ୍ଟାଣ୍ଡ । ଭକ୍ତଙ୍କ ପାଈଁ ବସଷ୍ଟାଣ୍ଡରୁ ବଡଦାଣ୍ଡ ପର୍ଯ୍ୟନ୍ତ ହେବ ମାଗଣା ଅଟୋସେବା । ପୁରୀକୁ ୨୫୦ ଟି ବସ ଚଳାଚଳ ପାଈଁ ସ୍ୱତନ୍ତ୍ର ପରମିଟ ଦିଆଯିବ ସହ ରେଟ ଚାର୍ଟ

ସରକାରଙ୍କ ଦ୍ଵିତୀୟ ବର୍ଷର ଉନ୍ନୟନ କାମର ଶୁଭାରମ୍ଭ କେନ୍ଦ୍ରାପଡ଼ାରୁ ହେବ: ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରିଛନ୍ତି । ଏଥିସହ ଘୋଷଣା କରିଛନ୍ତିଯେ,

୨୯ OAS ଅଧିକାରୀଙ୍କ ବଦଳି, ସୁକାନ୍ତ କୁମାର ବେହେରା ହେଲେ କଟକ RDC

ଭୁବନେଶ୍ୱର : ୨୯ OAS ଅଧିକାରୀଙ୍କ ବଦଳି । ୨୯ ଜଣ ବରିଷ୍ଠ OAS ଅଧିକାରୀଙ୍କ ବଦଳି କଲେ ସରକାର । ସୁକାନ୍ତ କୁମାର ବେହେରା ହେଲେ କଟକ RDC (CD) ସଚିବ। ଲିପ୍ ସା ଦାସଙ୍କୁ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ଦାୟିତ୍ବ ଦିଆଯାଇଛି। ବୀରସେନ ପ୍ରଧାନ ହେଲେ ବ୍ରହ୍ମପୁର RDC (SD) ସଚିବ।

ରଥଯାତ୍ରା ସମୟରେ ଚଳାଚଳ କରିବ ୩୬୫ ସ୍ଵତନ୍ତ୍ର ଟ୍ରେନ୍

ପୁରୀ: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଦ୍ଵିତୀୟ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ, ସ୍ଵାସ୍ଥ୍ୟ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ

ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ : ସ୍ବାସ୍ଥ୍ୟମନ୍ତ୍ରୀ

ପୁରୀ: ପୁରୀ ମେଡିକାଲରେ ୧୫ଟି ସ୍ବତନ୍ତ୍ର ଆଇସିୟୁ ବେଡ୍ ବ୍ୟବସ୍ଥା କରାଯାଉଛି । ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । ରଥଯାତ୍ରାରେ

ସୀମାନ୍ତ ରେ ନକ୍ସଲଙ୍କ ବର୍ବର କାଣ୍ଡ : ଅତିରିକ୍ତ ଏସପି ଆକାଶ ରାଓ ସହିଦ, ଦୁଇ ଗୁରୁତର..

ମାଲକାନଗିରି ୦୯/୦୬: ଛତିଶଗଡ଼ ସୁକମା ଜିଲ୍ଲାର କୋଣ୍ଟାରେ ଆଇଇଡି ବିସ୍ଫୋରଣ । ନକ୍ସଲଙ୍କ ଖଞ୍ଜି ଥିବା ଆଇଇଡି ହଠାତ୍ ବିସ୍ଫୋରଣ ହେବାରୁ ଅତିରିକ୍ତ ଏସପି ଆକାଶ ରାଓ ସହିଦ ହୋଇଛନ୍ତି। କୋଣ୍ଟା ପୁଲିସ ଷ୍ଟେସନ ଇନଚାର୍ଜ (ଟିଆଇ) ଓ ଏସଡିପିଓ ମଧ୍ୟ ଆହତ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ