Browsing Category

ଓଡିଶା

କାନରେ ଇୟର ଫୋନ୍ ହେଲା କାଳ, ଟ୍ରେନ ଧକ୍କାରେ ଯୁବକ ମୃତ

ବାଲେଶ୍ଵର : ଟ୍ରେନ ଧକ୍କାରେ ଯୁବକ ମୃତ।  ଅସାବଧାନତା ପାଇଁ ଚାଲିଗଲା ମୂଲ୍ୟବାନ ଜୀବନ ।  କାନରେ ଇୟର ଫୋନ୍ ଲଗାଇ ଟ୍ରେନ ଟ୍ରାକରେ ଯାଉଥିବା ବେଳେ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ ।  ବାଲେଶ୍ଵର ସହଦେବ ଖୁଣ୍ଟା ଅନ୍ତର୍ଗତ ଆନନ୍ଦ ବଜାର ଓଭର ବ୍ରିଜ ପାଖରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ

ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ

ଖୋର୍ଦ୍ଧା: ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ। ବୋଲଗଡ଼ ଥାନା ଖଙ୍ଗୁରିଆ ପଞ୍ଚାୟତ ଇଚ୍ଛାପୁର ଗାଁରେ ଘଟିଛି ଏଭଳି ଅଘଟଣ। ଆହତ ଶିଶୁ ବୋଲଗଡ଼ ମେଡିକାଲ୍‌ରେ ଭର୍ତ୍ତି ହୋଇଛି। ବିସ୍ଫୋରଣର କାରଣ ଜଣାପଡ଼ି ନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି।

ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା, ୪ ଗିରଫ

ବ୍ରହ୍ମପୁର : ବ୍ରହ୍ମପୁର ଗୋଳନ୍ଥରା ଥାନା ଅଞ୍ଚଳରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାରେ ୪ ଗିରଫ। ଅଭିଯୁକ୍ତଙ୍କୁ ଗିରଫ କଲା ଗୋଳନ୍ଥରା ଥାନା ପୋଲିସ। ଦୁଇ ଦିନ ଧରି ତିନୋଟି ସ୍ଥାନରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିଥିଲେ ୪ ଜଣ ଅଭିଯୁକ୍ତ। ଗଣଦୁଷ୍କର୍ମ ପରେ ଆତ୍ମଗୋପନ କରିଥିଲେ

ତାଇୱାନ୍‍ ଚାଓୟାଙ୍ଗ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ୬୮ତମ ସମ୍ମାନସୂଚକ ଡକ୍ଟରେଟ୍‍

ଭୁବନେଶ୍ୱର: କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ତାଇୱାନ୍‍ର ଚାଓୟାଙ୍ଗ ୟୁନିଭରସିଟି ଅଫ୍‍ ଟେକ୍ନୋଲୋଜି (ସିୱାଇୟୁଟି)ରୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯାଇଛି। ଶନିବାର ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଅଚ୍ୟୁତଙ୍କୁ ଏହି

ଚଳଚଞ୍ଚଳ ରଥଖଳା, ଉଠିଲା ତିନି ରଥର ଚାରିନାହାକା

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ଉଠିଲା ତିନି ରଥର ଚାରିନାହାକା । ସ୍ନାନଯାତ୍ରାରେ ଉଠିବାକୁ ଥିବା ଚାରି ନାହାକା ଆଜି ଉଠାଯାଇଛି । ଭୋଇ ସେବକମାନେ ତୃତୀୟ ନମ୍ବର ହରିବୋଲ ପକାଇଛନ୍ତି । ସେପଟେ ତିନି ରଥର ପାଞ୍ଚ ଦଣ୍ଡା ଉଭୟ ପାର୍ଶ୍ଵରେ ଗୋଟିଏ ଗୋଟିଏ ପୋଲ

ରାଜ୍ୟରେ ୨-୩ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର: ଆଗାମୀ ପାଞ୍ଚ ଦିନ ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ଖରା ଅନୁଭୂତ ହେବାକୁ ଥିବା ବେଳେ ଆଉ କିଛି ଅଞ୍ଚଳରେ ବର୍ଷା, ବଜ୍ରପାତ ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଜୁନ୍ ୧୨ ତାରିଖ ପର୍ଯ୍ୟନ୍ତ ଏନେଇ ହଳଦିଆ ସତର୍କତା ଜାରି କରିଛି। ଆଗାମୀ ୩ ଦିନ

ପିଏମ୍ ଆବାସ ଘର ପାଇଁ ମିଳିବ ମାଗଣା ବାଲି, ରାଜସ୍ୱ ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି ପାଇଁ ଆଉ ଚିନ୍ତା ନାହିଁ । କାରଣ ଘର ତିଆରି ପାଇଁ ଏବେ ବାଲି ଦେବେ ରାଜ୍ୟ ସରକାର । ଗରିବଙ୍କ ଘର ତିଆରି ସ୍ୱପ୍ନକୁ ସାକାର କରିବା ପାଇଁ ୨ଟ୍ରାକ୍ଟର ବାଲି ଦେବେ ରାଜ୍ୟ ସରକାର । ଏନେଇ ଆଜି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା

ଛତିଶଗଡ଼ରୁ ଛତ୍ରଭଙ୍ଗ ଦେଇଥିବା ମାଓବାଦୀ ଓଡ଼ିଶା ମୁହାଁ, ହାଇଆଲର୍ଟରେ ସୁରକ୍ଷାବାହିନୀ

ସମ୍ବଲପୁର: ଛତିଶଗଡ଼ରୁ ଛତ୍ରଭଙ୍ଗ ଦେଇଥିବା ମାଓବାଦୀ ଓଡ଼ିଶା ମୁହାଁ। ଦେଶରୁ ନକ୍ସଲବାଦ ମୂଳପୋଛ କରିବାକୁ ଚାଲିଛି ଜୋରଦାର୍ ଅପରେସନ୍। ଜଙ୍ଗଲରେ ଖୋଜି ଖୋଜି ନକ୍ସଲଙ୍କୁ ନିପାତ କରୁଛନ୍ତି ସୁରକ୍ଷାକର୍ମୀ। ଘଞ୍ଚ ଜଙ୍ଗଲରେ ବି ଆଉ ସୁରକ୍ଷିତ ନାହାଁନ୍ତି ମାଓବାଦୀ। ଅସ୍ତିତ୍ଵ ବଞ୍ଚାଇବାକୁ

ଫୁଲବାଣୀରେ ୧୦୦ ସିଟ ବିଶିଷ୍ଟ ମେଡିକାଲ କଲେଜ ହସ୍ପିଟାଲର ଶୁଭ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲା ପାଇଁ ୭୫୦…

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୭୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ

କପ୍ତିପଦାରେ ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ଘଟଣା: ତଦନ୍ତରୁ କେହି ବର୍ତ୍ତିବେ ନାହିଁ କହିଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: କପ୍ତିପଦାରେ ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ଘଟଣା। ପ୍ରତିକ୍ରିୟା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଯିଏ ବି ଏହି କାଣ୍ଡ କରିଛି ତାକୁ ଖୋଜି ଖୋଜି ଦଣ୍ଡ ଦିଆଯିବ। ପାତାଳରେ ଥିଲେ ବି ଅପରାଧିଙ୍କୁ ଧରାଯିବ ବୋଲି କହିଛନ୍ତି ମନ୍ତ୍ରୀ।