Browsing Category

ଓଡିଶା

ମଲ୍ ଓ ମଲ୍ଟିପ୍ଲେକ୍ସରେ ପ୍ରତି ୬ମାସରେ ହେବ ଫାୟାର ସେଫଟି ଅଡିଟ୍

ଭୁବନେଶ୍ବର: ପ୍ରତି ୬ମାସରେ ମଲ୍ ଓ ମଲ୍ଟିପ୍ଲେକ୍ସରେ ହେବ ଫାୟାର ସେଫଟି ଅଡିଟ୍ । ତଦାରଖ ହେବ ଫାୟାର ସେଫଟି ଲାଇସେନ୍ସ। ଲୋକଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ନିୟମ କଡାକଡି କରାଯାଇଛି । ଏନେଇ ଟ୍ବିନସିଟି ମଲ୍, ମଲ୍ଟିପ୍ଲେକ୍ସ ପରିଚାଳକ ଓ ମାଲିକ ମାନଙ୍କ ସହ ବୈଠକ କରାଯାଇଛି…

ମାଆକୁ ପେଟ୍ରେଲ ଢ଼ାଳି ଜାଳିଦେଲା ପୁଅ

ଭଦ୍ରକ: ନିଶା ସେବନ କରି ପୁଅର ଉନ୍ମତ୍ତ କାଣ୍ଡ। ନିଶା ଖାଇବାକୁ ଟଙ୍କା ନଦେବାରୁ ଜନ୍ମ କଲା ମାଆକୁ ପେଟ୍ରୋଲ ଢ଼ାଳି ଜାଳିଦେଲା ପୁଅ। ନିଶା ଉଜାଡି ଦେଲା ପରିବାର। ନିଶା ଖାଇବା ପାଇଁ ପାଗଳ ହୋଇ ଜନ୍ମ କଲା ମାଆକୁ ଜାଳିଦେଲା ପୁଅ। ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ତିହିଡି…

କଣ୍ଟାବାଞ୍ଜି ବିଧାୟକଙ୍କୁ ହତ୍ୟା ଧମକ; ଥାନାରେ ଏତଲା

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ କଣ୍ଟାବାଞ୍ଜି ୧ ନମ୍ବର ୱାର୍ଡର କାଉନସିଲର ବଣ୍ଟି ଖାନ ଦେଲେ ହତ୍ୟା ଧମକ। ଦୁର୍ବ୍ୟବହାର ସହ ମାରିଦେବାକୁ ଧମକ ମିଳିଛି । ଜିଆର୍‌ପି ଥାନାରେ ଅଭିଯୋଗ କଲେ ନିଜେ ବିଧାୟକ ଲକ୍ଷ୍ମଣ ବାଗ। ଅଭିଯୋଗ ପରେ ତଦନ୍ତ ଆରମ୍ଭ କଲା ଜିଆରପି ଥାନା…

ମହାଶିବରାତ୍ରୀ ପୂର୍ବରୁ ଏକାମ୍ର ପ୍ରକଳ୍ପ କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଭୁବନେଶ୍ବର ଏକାମ୍ର ପ୍ରକଳ୍ପ କାମ ମହାଶିବରାତ୍ରୀ ପୂର୍ବରୁ ସାରିବାକୁ ଯୋଜନା ରହିଛି। ମହାଶିବରାତ୍ରି ପୂର୍ବରୁ ଜରୁରୀକାଳୀନ ଭିତ୍ତିରେ ପାର୍କିଂ ଏବଂ ମନ୍ଦିରର ଚତୁଃପାର୍ଶ୍ଵର ଆଲୋକୀକରଣ କାର୍ଯ୍ୟ, ପାର୍କିଂ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ବିନ୍ଦୁ ସାଗରକୁ ସଫା ସହ ଦେବୀ…

ଧନ୍ୟ ହେଲେ ଯୁଆଡ଼ି : ମୋହନ ସରକାର ରେ ଜୁଆ ଖେଳିଲେ ଆଉ ଗିରଫ ଭୟ ନାହିଁ….!

ଏହା ସରକାରଙ୍କ ତୋଗଲକି ନିୟମ ନୁହଁତ...?? ବ୍ରହ୍ମପୁର:ଡବଲ ଇଞ୍ଜିନ ସରକାର ଏକ ନୂତନ ବିଲ ଆଣିବା ପାଇଁ ଖସଡ଼ା ପ୍ରସ୍ତୁତ କରିଛନ୍ତି। ପୂର୍ବରୁ ଜୁଆ ଖେଳିବା ସମୟ ରେ ଧରାପଡିବା ପରେ ପୋଲିସ ଗିରଫ ବି କରୁଥିଲା। ବର୍ତ୍ତମାନ ନୂଆ ନିୟମ ରେ ଏବେ ଜୁଆଡ଼ି ମହଲ ରେ ଖୁସିର ମାହୋଲ ଦେଖା…

ସଚେତନ ମହିଳାହିଁ ସଶକ୍ତ ମହିଳା

ଛତ୍ରପୁର : ଦକ୍ଷିଣ ଓଡ଼ିଶା ଇକୋନମିକ୍ ଆସୋସିଏସନ ଏବଂ ସରକାରୀ ଵିଜ୍ଞାନ ମହାବିଦ୍ୟାଳୟ ଛତ୍ରପୁର ଆନୁକୂଲ୍ୟରେ ମହିଳା ସଶକ୍ତିକରଣ ଉପରେ ଏକ ଜାତୀୟ ସମ୍ପାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆସୋସିଏନର ସଭାପତି ତଥା ବନାରସ ବିଶ୍ବବିଦ୍ୟାଳୟର ପ୍ରଫସର ଡ଼ ମୃତୁଞୟ ମିଶ୍ରଙ୍କ ପ୍ୟୌରହିତ୍ୟରେ…

ଭୁବନେଶ୍ୱର OFDRA କ୍ୟାମ୍ପସରେ ମଲ୍ ଓ ମଲ୍ଟିପ୍ଲେକ୍ସ ମାଲିକ ଓ କର୍ମଚାରୀଙ୍କ ନିମନ୍ତେ ଅଗ୍ନି ନିରାପତ୍ତା ସଚେତନତା…

ଭୁବନେଶ୍ୱର : ଆଜି ଓଡ଼ିଶା ଅଗ୍ନିଶମ ଏବଂ ବିପତ୍ତି ନିସ୍ତାର ପ୍ରତିଷ୍ଠାନ (OFDRA), ଭୁବନେଶ୍ୱରଠାରେ ଦୈତ୍ୟନଗରୀ ଭୁବନେଶ୍ୱର ଏବଂ କଟକର ବିଭିନ୍ନ ମଲ୍ ଏବଂ ମଲ୍ଟିପ୍ଲେକ୍ସ ପରିଚାଳକ, ମାଲିକ ଓ ଅନ୍ୟାନ୍ୟ ସଦସ୍ୟମାନଙ୍କୁ ନେଇ ଏକ ଅଗ୍ନି ନିରାପତ୍ତା ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି ।…

ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ୫ ମାଓବାଦୀ ନିହତ, ଜଣେ ଯବାନ ସହିଦ

ମାଲକାନଗିରି: ମାଲକାନଗିରି- ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୁରକ୍ଷା କର୍ମୀଙ୍କ ଗୁଳିରେ ୫ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାରେ ଜଣେ ଯବାନ ସହିଦ ହୋଇଥିବାବେଳେ ଜଣେ ଗୁରୁତର ଭାବେ ଆହତ ହୋଇଥିବା…

ଯୁବକଙ୍କୁ ମାରି ଫିଙ୍ଗିଦେଲେ ମାଓବାଦୀ !

ଦଶପଲ୍ଲା: ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ପଙ୍କୁଆ-କଳସାଖମଣ ରାସ୍ତାର ଉଦୁଡ଼ା ଗାଁ ଠାରୁ ୨୦୦ମିଟର ଦୂରରେ କ୍ଷତାକ୍ତ ଅବସ୍ଥାରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହ ନିକଟରେ ଏକ ହ୍ୟାଣ୍ଡ ବ୍ୟାଗ୍ , ହେଲମେଟ ଓ ବାଇକ୍ ଥିବାବେଳେ ମୃତ…

ଆଜିଠୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନାମ ପଞ୍ଜୀକରଣ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ୨୦୨୬- ୨୭ ଶିକ୍ଷାବର୍ଷ ନିମନ୍ତେ ହାଇସ୍କୁଲ ସାର୍ଟିଫିକେଟ (ମାଟ୍ରିକ) ପରୀକ୍ଷା ଦେବା ପାଇଁ ଚଳିତ ବର୍ଷ ନବମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କ ପଞ୍ଜୀକରଣ ଡିସେମ୍ବର ୩ ତାରିଖରୁ ଆରମ୍ଭ ହେବ। ରାଜ୍ୟର ସମସ୍ତ…