Browsing Category

ଓଡିଶା

ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ଚାଲିବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ସୂଚୀ ଘୋଷଣା । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଡିସେମ୍ବର ୧୫ରୁ ମିଳିବ ଆଡମିଟ କାର୍ଡ । ଜାନୁଆରୀ ୨ରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ରାକ୍ଟିକାଲ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ…

ଡ୍ରେନରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର: ସମ୍ବଲପୁରରେ ନାବାଳିକାଙ୍କ ମୃତଦେହ ଉଦ୍ଧାର । ଅଇଁଠାପାଲି ଥାନା ଶାନ୍ତି ନଗରରେ ଡ୍ରେନରୁ ଜଣେ ନାବାଳିକାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପୋଲିସ ମେଡିକାଲକୁ ପଠାଇଛି । ସେପଟେ ପୋଲିସ ଘଟଣାର ତଦନ୍ତ ଆରମ୍ଭ…

ଆସନ୍ତା ୩୧ ଯାଏ ଜାରି ରହିବ e-KYC ପ୍ରକ୍ରିୟା, ୩୩୧୨୮ ଅଯୋଗ୍ୟ ରାସନକାର୍ଡ ବାତିଲ

ଭୁବନେଶ୍ବର: ୩୧ ତାରିଖ ଯାଏ e-KYC ପ୍ରକ୍ରିୟା । ରାସନକାର୍ଡ e-KYC ଅବଧି ବାବଦରେ ଯୋଗାଣମନ୍ତ୍ରୀଙ୍କ ଲିଖିତ ଉତ୍ତର । ଆସନ୍ତା ୩୧ ତାରିଖ ଯାଏ ଜାରିରହିବ e-KYC ପ୍ରକ୍ରିୟା । e-KYC ପ୍ରକ୍ରିୟାରେ ୬ ଲକ୍ଷ ୮୩ ହଜାର ମୃତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ୩୩ ହଜାର ୧୨୮ ଅଯୋଗ୍ୟ…

ଇଣ୍ଡିଗୋ ଫ୍ଲାଇଟ ବିଳମ୍ବ ନେଇ ଭୁବନେଶ୍ୱର ବିମାନ ବନ୍ଦରରେ ଉତ୍ତେଜନା

ଭୁବନେଶ୍ୱର : ଭୁବନେଶ୍ୱର ବିମାନ ବନ୍ଦରରେ ଇଣ୍ଡିଗୋ ଫ୍ଲାଇଟ ବିଳମ୍ବ ନେଇ ଉତ୍ତେଜନା । ୭୦୦ରୁ ଅଧିକ ଯାତ୍ରୀଙ୍କ ଅସନ୍ତୋଷ ଦେଖିବାକୁ ମିଳିଛି । ଗତକାଲି ରାତି ୯ଟାରୁ ୧୧ ଟା ଭିତରେ ଇଣ୍ଡିଗୋ ବିମାନଟି ଭୁବନେଶ୍ୱରରୁ ବାଙ୍ଗାଲୋର, ଦିଲ୍ଲୀ ଓ ମୁମ୍ବାଇ ଯାଇଥାନ୍ତା । ହେଲେ…

ବାଂଲାଦେଶୀ ସନ୍ଦେହରେ ୮ ଜଣଙ୍କୁ ଉଠାଇ ନେଲା ପୋଲିସ

ଭଦ୍ରକ : ଭଦ୍ରକ ଜିଲ୍ଲା ବାସୁଦେବପୁର ପୋଲିସ ପକ୍ଷରୁ ଏସପିଙ୍କ ନିର୍ଦେଶ କ୍ରମେ ବାସୁଦେବପୁରରେ ବାଙ୍ଗଲାଦେଶୀ ଯାଞ୍ଚ ପକ୍ରିୟା ଆରମ୍ଭ କରିଛନ୍ତି । ଗତକାଲି ବିଳମ୍ବିତ ରାତିରେ ଭଦ୍ରକ sp ମନୋଜ କୁମାର ରାଉତ, Sdpo ବିଚିତ୍ରାନନ୍ଦ ସେଠି, ବାସୁଦେବପୁର iic ଲୋପାମୁଦ୍ରା ନାୟକ ମିଳିତ…

ବିଦେଶାଗତ ପକ୍ଷୀଙ୍କ ରାବରେ କମ୍ପିଲାଣି ଭିତରକନିକା

ରାଜନଗର : ଭିତରକନିକାରେ ଲାଗିଲାଣି ବିଦେଶାଗତ ପକ୍ଷୀଙ୍କ ଭିଡ଼ । ଶୀତ ଆରମ୍ଭ ହେବା ପରେ ଭିତରକନିକାରେ ବିଦେଶାଗତ ପକ୍ଷୀଙ୍କ କୋଳାହଳ ଶୁଣିବାକୁ ମିଳିଲାଣି । ରଙ୍ଗବେରଙ୍ଗର ପକ୍ଷୀଙ୍କ ରାବରେ ଫାଟି ପଡୁଛି ପରିବେଶ । ଜଳକ୍ରୀଡ଼ା କରିବା ସହିତ ଖାଦ୍ୟ ସଂଗ୍ରହ କରିବାର ଅପୂର୍ବ ଦୃଶ୍ୟ…

୫ରେ ଅଫଲାଇନ ଟିକେଟ ବିକ୍ରି, ସୁରକ୍ଷା ଦୃଷ୍ଟିରୁ ୪ତାରିଖରୁ ବାରବାଟୀରେ ହେବ ପୋଲିସ ଫୋର୍ସ ମୁତୟନ

କଟକ : କଟକ ବାରବାଟୀରେ ନାଲିମାଟି ପିଚରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ । ୯ ତାରିଖରେ ମହାମୁକାବିଲା ପାଇଁ ବାରବାଟୀ ଷ୍ଟାଡିୟମରେ ଚାଲିଛି ଶେଷ ପ୍ରସ୍ତୁତି । ହାଇଭୋଲଟେଜ ମ୍ୟାଚରେ ହେବ ଚଉକା, ଛକା ବର୍ଷା । ଅନଲାଇନ୍ ପ୍ରକ୍ରିୟା ସରିଲା, ଏବେ ଆରମ୍ଭ ହେବ…

ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଫାଇରିଂ ଧମକ ଦେଇ ଅଡୁଆରେ ପ୍ରଦୀପ ମାଝୀ: ଥାନାରେ ଏତଲା

ନବରଙ୍ଗପୁର: ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ଥାନାରେ ଏତଲା । ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ନବରଙ୍ଗପୁର ଜିଲ୍ଲାପାଳଙ୍କ ସମ୍ମୁଖରେ ଫାୟରିଂ କରିବା ଧମକ ଦେବା ଘଟଣାରେ ପ୍ରଦୀପ ମାଝୀଙ୍କ ବିରୋଧରେ ଥାନାରେ ମାମଲା ଦାୟର କରିଛନ୍ତି ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀ ରବୀନ୍ଦ୍ର…

ବନକଲାଗି ନୀତି ଲାଗି ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ। ବୁଧବାର ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ…

ଲଘୁ ଖଣିଜରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାର ବିକାଶରେ ବ୍ୟବହାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ (DMF) ଜିଲ୍ଲା ମାନଙ୍କରୁ ସମୁଦାୟ ୩୪,୦୫୨…