Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ୱର: କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କଟକରେ ଥିବା ସମସ୍ତ ବିପଦ ଶଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ । କୋଠାଗୁଡିକୁ ଚିହ୍ନଟ କରିବାକୁ ଏକ ବିଶେଷ କମିଟିର ଗଠନ!-->…
ଭଦ୍ରକରେ ସଙ୍ଗଠିତ ହେବ ଦଳ, ପ୍ରଫୁଲ୍ଲଙ୍କୁ ଗୁରୁଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ
ଭୁବନେଶ୍ୱର: ଭଦ୍ରକରେ ବିଜେଡିକୁ ଲାଗିଛି ଝଟ୍କା । ୪ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା ପରେ ଦୋହଲିଯାଇଛି ବିଜେଡି ଗଡ଼। ଭଦ୍ରକରେ ଦଳକୁ ସଙ୍ଗଠିତ କରି ରଖିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କୁ ଗୁରୁଦାୟିତ୍ୱ ଦେଇଛନ୍ତି। ଭଦ୍ରକରେ ଦେଖାଦେଇଥିବା ସଙ୍କଟ ନେଇ!-->…
ପରିବା ବଜାରରେ ଯୋଗାଣ ବିଭାଗର ଚଢ଼ଉ: କମିବ ଦର
ଭୁବନେଶ୍ବର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟରେ ବିଭିନ୍ନ ଜିଲାରେ ଚଢ଼ଉ କରାଯାଇଛି। ରାଜ୍ୟରେ ପନିପରିବା ଦରବୃଦ୍ଧି ନିୟନ୍ତ୍ରଣ କରିବା ଏବଂ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ପାଇଁ ଯାଞ୍ଚ କଡ଼ାକଡ଼ି କରାଯାଇଛି। ରାଜ୍ୟରେ ଗତ କିଛିଦିନ ଧରି ପନିପରିବା ଦରବୃଦ୍ଧି ହେଉଥିବା!-->…
୧୮ରେ ବ୍ଲକଗ୍ରାଣ୍ଟ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀ ସଂଘର ଆନ୍ଦୋଳନ
ଭୁବନେଶ୍ୱର : ଆନ୍ଦୋଳନକୁ ଓହ୍ଲାଇବେ ବ୍ଲକଗ୍ରାଣ୍ଟ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀ ସଂଘ I ରାଜଧାନୀରେ ଅହୋରାତ୍ର ଧାରଣାରେ ବସିବାକୁ ନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲେ ଶିକ୍ଷକ । ସାରା ରାଜ୍ୟରେ ୨୫୫୭ଟି ହାଇସ୍କୁଲରେ ପାଖାପାଖି ୨୫ ହଜାର ବ୍ଲକ!-->…
ବାରବାଟିରେ ପିଚ୍ ଅନୁଧ୍ୟାନ କଲେ BCCI ର ଚିଫ ପିଚ୍ କ୍ୟୁରେଟର୍
କଟକ : ବାରବାଟିରେ BCCI ର ଚିଫ ପିଚ୍ କ୍ୟୁରେଟର୍ ଆଶିଷ ଭୌମିକ । ପିଚ୍ ଅନୁଧ୍ୟାନ କରିବା ସହିତ ପଡ଼ିଆ ବୁଲି ଦେଖିଛନ୍ତି। ରେଡ ସଏଲ୍ ନା ବ୍ଲାକ ସଏଲ୍ ପିଚ୍ ରେ ହେବ ସେନେଇ ଅନୁଧ୍ୟାନ କରିଛନ୍ତି। ଏପଟେ ଭାରତ-ଦକ୍ଷିଣ ଆଫ୍ରିକା ଟିଟ୍ବେଣ୍ଟି ମ୍ୟାଚ ପାଇଁ ପ୍ରସ୍ତୁତି ଜୋରଦାର । ବାରବାଟୀ!-->…
ଡିଭାଇଡରରେ ପିଟିହେଲା ବାଇକ, ଦୁଇ ମୃତ
ଭୁବନେଶ୍ବର: ଡିଭାଇଡରରେ ପିଟିହେଲା ବାଇକ । ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ। ଅନ୍ୟ ଜଣେ ଗୁରୁତର । ଭୁବନେଶ୍ବର ଶ୍ରୀଦେବୀ ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ପ୍ରୀତିରଞ୍ଜନ ଜେନା ଓ ଶୁଭମ ନାୟକ । ଉଭୟଙ୍କ ଘର ବଡଗଡ ଥାନା ପାଣିଟାଙ୍କି ବସ୍ତି!-->…
ନନ୍ଦନକାନନକୁ ଆସିବ ଚିତା
ବାରଙ୍ଗ: ନନ୍ଦନକାନନରେ ଦୌଡ଼ିବ ଚିତା । ଆଫ୍ରିକାରୁ ଓଡ଼ିଶାକୁ ପ୍ରଥମ ଥର ପାଇଁ ଆସିବ ଚିତା ବାଘ । ନନ୍ଦନକାନନର ଖୁଆଡ଼ ମଧ୍ୟରେ ପର୍ଯ୍ୟଟକମାନେ ଚିତା ଦେଖିବାର ସୁଯୋଗ ପାଇବେ । ନନ୍ଦନକାନନକୁ ଚିତା ଆସିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଚିତା ପାଇଁ!-->…
ସର୍ଗୀମୁଣ୍ଡା ଗାଁରେ ୧୫ ମେଣ୍ଢାକୁ ମାରି ଖାଇଲା କଲରାପତରିଆ ବାଘ
ନୂଆପଡା: ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ସର୍ଗୀମୁଣ୍ଡା ଗାଁରେ କଲରାପତରିଆ ବାଘ ଆତଙ୍କ । ଗତ ରାତିରେ ସର୍ଗିମୁଣ୍ଡା ଗାଁର ବେଦବର ମାଝୀଙ୍କ ଗୁହାଳରେ କଲରାପତରିଆ ବାଘ ପଶି ୧୫ଟି ମେଣ୍ଢାକୁ ଟାଣି ନେଇ ମାରି ଖାଇଥିବା ଅଭିଯୋଗ ହୋଇଛି । ଖବରପାଇ ଆଜି ସକାଳୁ ଖଡ଼ିଆଳ ବନବିଭାଗର!-->…
ଯୁବକଙ୍କୁ ଦଳିଦେଲା ହାତୀ
ବାଶଂପାଳ: ହାତୀ ଆକ୍ରମଣରେ ଯୁବକ ମୃତ । ଧାନ ଫସଲ ସୁରକ୍ଷା ପାଇଁ ହାତୀ ହାବୁଡ଼ାରେ ଗଲା ଯୁବକଙ୍କ ପ୍ରାଣ । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ସଲେଇକେନା ପଞ୍ଚାୟତ ରୁଗୁଡିହି ଗ୍ରାମର ଘଟଣା । ମୃତକ ହେଲେ ଗ୍ରାମର ଚକ୍ରଧର ମହାରଣା । ବିଳମ୍ବିତ ରାତିରେ ୩୯!-->…
ଜଙ୍ଗଲରୁ ଠାବ ହେଲେ ହଷ୍ଟେଲରୁ ନିଖୋଜ ୨୦ ଅନ୍ତେବାସୀ
କୋରାପୁଟ //ଭୁବନେଶ୍ବର: କୋରାପୁଟ ଜିଲ୍ଲାର ଲଙ୍କାପୁଟ ପ୍ରାଥମିକ ବିଦ୍ୟାଳୟର ୨୦ ଜଣ ହଷ୍ଟେଲ ଅନ୍ତେବାସୀ ସୋମବାର ସକାଳେ ନିଖୋଜ ହେବା ପରେ ଆତଙ୍କ ଖେଳିଯାଇଥିଲା।
ସ୍କୁଲ ପରିସର ଏବଂ ହଷ୍ଟେଲରେ ସମ୍ପୂର୍ଣ୍ଣ ଖୋଜାଖୋଜି କରିବା ପରେ କୌଣସି ଫଳାଫଳ ମିଳିନଥିଲା। ଯାହା ଫଳରେ କର୍ମଚାରୀମାନେ!-->!-->!-->…