Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସ୍ନାନଯାତ୍ରା ଓ ରଥଯାତ୍ରାରେ ଭକ୍ତଙ୍କ ସୁରକ୍ଷା ପାଇଁ ହେଲା ମକ୍ ଡ୍ରିଲ
ପୁରୀ: ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ଆଉ ମାତ୍ର ଦୁଇ ଦିନ । ଏହା ପରେ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ସେନେଇ ପ୍ରସ୍ତୁତି ଜୋରଦାର କରାଯାଇଛି । ପୂର୍ବବର୍ଷ ତୁଳନାରେ ଚଳିତ ବର୍ଷ ସ୍ନାନଯାତ୍ରାରେ ଅଧିକ ଭକ୍ତ ସମାବେଶ ହେବା ଆଶା ଥିବା ନେଇ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ!-->…
ବଡ଼ ଦାଣ୍ଡରେ ବିକ୍ରି ହେବନି ଆମିଷ କି ମଦ, ପୁରୀକୁ କରାଯିବ ପିଲିଗ୍ରିମ ସିଟି
ଭୁବନେଶ୍ୱର : ବଡ଼ ଦାଣ୍ଡରେ ବିକ୍ରି ହେବନି ଆମିଷ କି ମଦ । ଶ୍ରୀମନ୍ଦିର ଦୁଇ କିଲୋମିଟର ପରିଧି ଭିତରେ ରହିବନି ମଦ ଦୋକନ କି ବାର । ପୁରୀକୁ ପିଲିଗ୍ରିମ ସିଟି କରାଯିବ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହା ସହ ବଡ଼ ଦାଣ୍ଡରେ ସବୁ ଘରର ୟୁନିଫର୍ମ ହାଇଟ ରହିବ ।!-->…
ମହାପ୍ରଭୁଙ୍କ ପାଇଁ ଖୋଲାଯିବ ଡିଜିଟାଲ ହୁଣ୍ଡି
ପୁରୀ:ଶ୍ରୀ ମନ୍ଦିର ପାଇଁ ଆରମ୍ଭ ହେବ ଡିଜିଟାଲ ହୁଣ୍ଡି । ଏନେଇ ସମର୍ପଣ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶର କୋଣ ଅନୁକୋଣରେ ଥିବା ବ୍ୟାଙ୍କର ବିଭିନ୍ନ ଶାଖାରେ ଡିଜିଟାଲ ହୁଣ୍ଡି ସ୍ଥାପନ ବ୍ୟବସ୍ଥା କରାଯିବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏହାକୁ କାର୍ଯ୍ୟକାରୀ କରିବାକୁ ଆଇନ ବିଭାଗ!-->…
ସୁବର୍ଣ୍ଣପୁର ଜିଲ୍ଲାରେ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ସୁବର୍ଣ୍ଣପୁର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ୮୦!-->…
ଆଗାମୀ ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମକ୍ଡ୍ରିଲ୍
ପୁରୀ: ଆଗାମୀ ସ୍ନାନଯାତ୍ରାକୁ ଶୃଙ୍ଖଳିତ ତଥା ସୁରକ୍ଷିତ ଭାବେ ସମ୍ପନ୍ନ କରିବା ପାଇଁ ଆରମ୍ଭ ହୋଇଛି ମକଡ୍ରିଲ। ଆଜି ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ୱୟର ମକଡ୍ରିଲ୍ କରାଯାଇଛି। ଟାଉନ୍ ଥାନା ପରିସରର ସମନ୍ଵିତ ନିୟନ୍ତ୍ରଣ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ!-->…
ଭାସ୍କର ସମେତ ୭ ମାଓବାଦୀ ନୀପାତ
ମାଲକାନଗିରି: ସୀମାନ୍ତ ଛତିଶଗଡ଼ରେ ମାଓବାଦୀଙ୍କୁ ଆଉ ତ୍ରାହୀ ନାହିଁ। ଲଗାତାର ଅପରେସନ ଜାରି ରହିଥିବା ବେଳେ ସଂଗଠନର ବଡ଼ବଡ଼ କ୍ୟାଡ଼ର ନକ୍ସଲଙ୍କର ମୃତ୍ୟୁ ସଂଗଠନକୁ ଏବେ ଚିନ୍ତାରେ ପକାଇଛି। ଗତ ତିନି ଦିନ ହେଲା ଇନ୍ଦ୍ରାବତୀ ଜାତୀୟ ଉଦ୍ୟନରେ ନକ୍ସଲ ସହ ଯବାନଙ୍କ ଗୁଳିବିନିମୟ ଚାଲିଛି।!-->…
କାନରେ ଇୟର ଫୋନ୍ ହେଲା କାଳ, ଟ୍ରେନ ଧକ୍କାରେ ଯୁବକ ମୃତ
ବାଲେଶ୍ଵର : ଟ୍ରେନ ଧକ୍କାରେ ଯୁବକ ମୃତ। ଅସାବଧାନତା ପାଇଁ ଚାଲିଗଲା ମୂଲ୍ୟବାନ ଜୀବନ । କାନରେ ଇୟର ଫୋନ୍ ଲଗାଇ ଟ୍ରେନ ଟ୍ରାକରେ ଯାଉଥିବା ବେଳେ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ । ବାଲେଶ୍ଵର ସହଦେବ ଖୁଣ୍ଟା ଅନ୍ତର୍ଗତ ଆନନ୍ଦ ବଜାର ଓଭର ବ୍ରିଜ ପାଖରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ!-->…
ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ
ଖୋର୍ଦ୍ଧା: ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ। ବୋଲଗଡ଼ ଥାନା ଖଙ୍ଗୁରିଆ ପଞ୍ଚାୟତ ଇଚ୍ଛାପୁର ଗାଁରେ ଘଟିଛି ଏଭଳି ଅଘଟଣ। ଆହତ ଶିଶୁ ବୋଲଗଡ଼ ମେଡିକାଲ୍ରେ ଭର୍ତ୍ତି ହୋଇଛି। ବିସ୍ଫୋରଣର କାରଣ ଜଣାପଡ଼ି ନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି।
!-->!-->!-->…
ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା, ୪ ଗିରଫ
ବ୍ରହ୍ମପୁର : ବ୍ରହ୍ମପୁର ଗୋଳନ୍ଥରା ଥାନା ଅଞ୍ଚଳରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାରେ ୪ ଗିରଫ। ଅଭିଯୁକ୍ତଙ୍କୁ ଗିରଫ କଲା ଗୋଳନ୍ଥରା ଥାନା ପୋଲିସ। ଦୁଇ ଦିନ ଧରି ତିନୋଟି ସ୍ଥାନରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିଥିଲେ ୪ ଜଣ ଅଭିଯୁକ୍ତ। ଗଣଦୁଷ୍କର୍ମ ପରେ ଆତ୍ମଗୋପନ କରିଥିଲେ!-->…
ତାଇୱାନ୍ ଚାଓୟାଙ୍ଗ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ୬୮ତମ ସମ୍ମାନସୂଚକ ଡକ୍ଟରେଟ୍
ଭୁବନେଶ୍ୱର: କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ତାଇୱାନ୍ର ଚାଓୟାଙ୍ଗ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (ସିୱାଇୟୁଟି)ରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ଶନିବାର ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଅଚ୍ୟୁତଙ୍କୁ ଏହି!-->…