Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୯୧ ନୁହେଁ, ୩୬ ଜଣଙ୍କ ଦରମା ବନ୍ଦ
କଟକ :କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖପ୍ପାକୁ ନେଇ ଦରମା ବନ୍ଦ ପ୍ରସଙ୍ଗ। ସାନି ସଂଶୋଧନ ତାଲିକା ଜାରି କରିଛି କଟକ ଜିଲ୍ଲା ପ୍ରଶାସନ। ୯୧ ଜଣଙ୍କ ସ୍ଥାନରେ ପ୍ରଶାସନ ୩୬ ଜଣଙ୍କ ବନ୍ଦ କରିଛି। ବରିଷ୍ଠ ପାହ୍ୟା ଅଧିକାରୀମାନେ ପୂର୍ବ ତାଲିକାରୁ ବାଦ୍ ପଡିଛନ୍ତି।ଏ!-->…
ରାଜଭବନରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କଲେ ଭାରତର ରାଷ୍ଟ୍ରପତି
ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ଭୁବନେଶ୍ୱରର ରାଜଭବନ ପରିସରରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କରିଛନ୍ତି। ଉଦଘାଟନ ଉତ୍ସବରେ ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ବମପାଟି, ପ୍ରଥମ!-->…
ଏନ୍ଏସି ବୈଠକରେ କୌଣସି ତଥ୍ୟ ମାଗିଲେ ମିଳୁନି : ଅଧାରୁ ଉଠି ପଳାଇଲେ କାଉନ୍ସିଲର
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସିର କାଉନସିଲ ବୈଠକ ଅନୁଷ୍ଠିତ ହୋଇଛି l ଏଥିରେ ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିବା ବେଳେ କାର୍ଯ୍ୟନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳେଇ ଙ୍କ ସମେତ ବହୁ ପଦାଧିକାରୀ ପ୍ରମୁଖ ମଞ୍ଚାସିନ ଥିଲେ। ବୈଠକ ଅଧାରୁ!-->…
ବିଧାନସଭାର ଶୀତ ଅଧିବେଶନ ଆରମ୍ଭ
ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହା ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୯ଟି କାର୍ଯ୍ୟଦିବସ ରହିଛି। ଗୁରୁବାର ପୂର୍ବାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ବୋଧନରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ଏହାପରେ!-->…
ଧର୍ମଘଟ ଡାକରା ପ୍ରତ୍ୟାହାର କଲା ଓଡ଼ିଶା ବସ୍ ମାଲିକ ସଂଘ
ଭୁବନେଶ୍ୱର: ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ (AOBOA) ଡିସେମ୍ବର ୧ ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦିଆଯାଇଥିଲା। ଏନେଇ ୧୭ ନଭେମ୍ବରରେ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଥିଲା। ତେବେ ସରକାର ପୁଲିସ ବିଭାଗକୁ!-->…
ଦ୍ରୁତଗାମୀ ଯାତ୍ରୀବାହୀ ବସ୍ ଯୋଗୁ ବ୍ୟାପକ କ୍ଷୟକ୍ଷତି
ରାଉରକେଲା: ରାଉରକେଲା ପାନପୋଷ ରୋଡରେ ଗୁରୁବାର ସକାଳୁ ଘଟି ଯାଇଛି ଏକ ସିରିଜ୍ ଦୁର୍ଘଟଣା। ଦ୍ରୁତଗାମୀ ଯାତ୍ରୀବାହୀ ବସ୍ ରାସ୍ତା କଡ଼ରେ ଠିଆ ହୋଇଥିବା ଗାଡ଼ିଗୁଡ଼ିକ ଉପରେ ମାଡ଼ି ଯିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଛି।ଦୁର୍ଘଟଣାରେ ଗୋଟିଏ ପଜେରୋ ଗାଡ଼ି, ଗୋଟିଏ ପିକଅପ୍ ଭ୍ୟାନ୍ ଏବଂ ୩ଟି!-->…
“ଏ ମାଟି ମୋର କେତେ ନିଜର” : ୧୫ ବର୍ଷ ପରେ ବିଧାନସଭା ଗୃହରେ ମହାମହିମ, ବାଣ୍ଟିଲେ ଅନୁଭୂତି, ଦେଲେ…
ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଇତିହାସରେ ଆଜି ଯୋଡ଼ି ହୋଇଯାଇଛି ଏକ ସ୍ୱର୍ଣ୍ଣିମ ଅଧ୍ୟାୟ। ଦୀର୍ଘ ୧୫ ବର୍ଷ ପରେ ନିଜ ପୁରୁଣା କର୍ମଭୂମିକୁ ଫେରିଛନ୍ତି ରାଇରଙ୍ଗପୁରର ପୂର୍ବତନ ବିଧାୟକ ତଥା ଦେଶର ପ୍ରଥମ ନାଗରିକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସପ୍ତଦଶ ବିଧାନସଭାର ଶୀତକାଳୀନ!-->…
ସ୍ଵାର୍ଥପର ଲୋକ ଦଳରୁ ପଳେଇଲେ ଭଲ
ଭୁବନେଶ୍ଵର : ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ବିସ୍ଫୋରକ ବୟାନ ରଖିଛନ୍ତି। ସେ କହିଛନ୍ତି ନବୀନ ବାବୁ ମୋତେ ଫୋନ୍ କଲେ, ଗୃହରେ ଅନୁପସ୍ଥିତ ରହିବାକୁ କହିଥିଲେ। ମୁଁ ତାଙ୍କ ହିସାବରେ ଭୋଟ୍ ଦେବାକୁ ଯାଇନଥିଲି। କିଛି ଲୋକ ନବରନ ବାବୁଙ୍କୁ ଦେଖା କରିବାକୁ ଦେଉନାହାଁନ୍ତି। ଭୂପିନ୍ଦର!-->…
ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ : କାର୍ଯ୍ୟଛାଡ ଆନ୍ଦୋଳନ କଲେ ସ୍ବାସ୍ଥ୍ୟକର୍ମୀ, ଅଟକିଲା ଟିକାକରଣ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସୋନପୁର ପଞ୍ଚାୟତର ମହିଳା ସ୍ବାସ୍ଥ୍ୟକର୍ମୀ (ଏଏନଏମ)ବୁଲିଦେଇ ସାହୁଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଦୁର୍ବୃତ୍ତ ବାଟୁଳି ଖଡା ରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ବ୍ଲକ ଅଞ୍ଚଳର ଅନ୍ୟ!-->!-->!-->…
ଲାଲକିଲ୍ଲା ବୋମା ବିସ୍ଫୋରଣ : ଆଉ ଜଣେ ଅଭିଯୁକ୍ତ ଗିରଫ
ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବୋମା ବିସ୍ଫୋରଣ ମାମଲାରେ ଏନ୍ଆଇଏକୁ ବଡ ସଫଳତା ମିଳିଛି। ଆଉ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଆଜି ଏଜେନ୍ସି ଗିରଫ କରିଛି। ଗିରଫ ଅଭିଯୁକ୍ତ ସୋଏବ ହରିୟାଣାର ଫରିଦାବାଦର ଧୌଜ ଅଞ୍ଚଳର ବାସିନ୍ଦା। ଏହି ମାମଲାରେ ଗିରଫ ହୋଇଥିବା ସେ!-->…