Browsing Category

ଓଡିଶା

ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସରକାରୀ ଡ୍ରାଇଭିଂ ଟ୍ରେନିଂ ସ୍କୁଲର ପୂର୍ବତନ ଅଧ୍ୟକ୍ଷଙ୍କୁ ୩ ବର୍ଷ ଜେଲ

ଭୁବନେଶ୍ୱର : ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭୁବନେଶ୍ୱର ସରକାରୀ ଡ୍ରାଇଭିଂ ଟ୍ରେନିଂ ସ୍କୁଲର ପୂର୍ବତନ ଅଧ୍ୟକ୍ଷ ପ୍ରଭାକର ବେହେରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଭୁବନେଶ୍ୱରସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ତାଙ୍କୁ ୩ ବର୍ଷ କାରାଦଣ୍ଡ ସହ ଏକ ଲକ୍ଷ ଟଙ୍କା ଜରିମାନା

ପିଆଜ ଦର ଆକାଶ ଛୁଆଁ, କେଜି ଛୁଇଁଲା ୫୦ ଟଙ୍କା

କଟକ: ପିଆଜ ଦର ଆକାଶ ଛୁଆଁ । କଟକ ଛତ୍ର ବଜାର ପରିବା ମାର୍କେଟରେ ପିଆଜ କେଜି ରହିଛି ୫୦ଟଙ୍କା । ୩ କେଜିକୁ ୧୪୦ ଟଙ୍କା ରହିଛି। କିଛି ଦିନ ତଳେ ପିଆଜ ୩୫ ଟଙ୍କା ରହିଥିଲା । ହଠାତ ପିଆଜ ଦର କେଜି ପ୍ରତି ୧୫ ଟଙ୍କା ବଢ଼ିଯାଇଛି । ଛତ୍ରବଜାରରେ ୫୦ଟଙ୍କାରେ ବିକ୍ରି ହେଉଥିବା ବେଳେ ଖୁଚୁରା

୩୧ ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି

ପୁରୀ: ଆସନ୍ତା ୩୧ ଓ ୧ ତାରିଖରେ ହେବ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି । ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ବ୍ୟବସ୍ଥାବଳୀ ଅନୁଯାୟୀ ଗଣତି କରାଯିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି କାର୍ଯ୍ୟରେ ସମସ୍ତ ସେବକ ଓ ଶ୍ରଦ୍ଧାଳୁଙ୍କ ସହଯୋଗ ଓ ସହାୟତା

ମହାନଦୀକୁ ଡେଇଁ ପଡ଼ିଲେ ଦୁଇ ନାବାଳିକା, ସୁରକ୍ଷିତ ଉଦ୍ଧାର କଲେ ସ୍ଥାନୀୟ ଲୋକେ

ସୋନପୁର: ସୋନପୁର ଜିଲ୍ଲାର ବିନିକା ସେତୁରୁ ମହାନଦୀକୁ ଡେଇଁ ପଡ଼ିଥିବା ଦୁଇ ନାବାଳିକାଙ୍କୁ ଶନିବାର ଦିନ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ନଦୀରେ ମାଛ ଧରିବା ସମୟରେ କିଛି ସ୍ଥାନୀୟ ଲୋକ ଝିଅମାନଙ୍କୁ ଦେଖିଥିଲେ। ସେମାନେ ପାଣିରୁ ଦୁଇ ଜଣଙ୍କୁ ଉଦ୍ଧାର କରି ଘଟଣା ବିଷୟରେ ଅଗ୍ନିଶମ

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଦୁଷ୍କର୍ମ ଅଭିଯୋଗରେ SI ଗିରଫ

ମୟୂରଭଞ୍ଜ: ମହଙ୍ଗା ପଡ଼ିଲା ପ୍ରେମ ପ୍ରତାରଣା । ଦୁଷ୍କର୍ମ ଅଭିଯୋଗରେ ବନ୍ଧା ହେଲେ SI ବାବୁ । ସବଇନସ୍ପେକ୍ଟର ପ୍ରଭାତ କୁମାର ନାୟକଙ୍କୁ ଗିରଫ କଲା ବାରିପଦା ଟାଉନ ଥାନା ପୋଲିସ । ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନ ଥାନାରେ କାର୍ଯ୍ୟରତ SIଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ ହୋଇଛି।

NTPC ବଙ୍କର-ବିରେ ଭୟଙ୍କର ବିସ୍ଫୋରଣ, ୫ ଗୁରୁତର

ଅନୁଗୁଳ: ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ NTPC ତାପଜ ବିଦ୍ୟୁତ ଉତ୍ପାଦନ କେନ୍ଦ୍ରର ବଙ୍କର-ବି ରେ ଭୟଙ୍କର ବିସ୍ପୋରଣ। ବିଳମ୍ବିତ ରାତିରେ ହୋଇଥିବା ବିସ୍ପୋରଣରେ ପାଞ୍ଚଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ NTPC ମେଡିକାଲରେ ଭର୍ତ୍ତି କରାଯାଇଛି। ବିସ୍ପୋରଣର କାରଣ ଅସ୍ପଷ୍ଠ ଥିବାବେଳେ

ବ୍ଲୁ ଲେକ୍ ରେ ବୁଡିଗଲେ ୩ ଛାତ୍ର : ଦୁଇ ନିଖୋଜ, ଜଣେ ଉଦ୍ଧାର

ନୀଳଗିରି : ନୀଳଗିରିରେ ମିତ୍ରପୂର୍ ନିକଟ ବ୍ଲୁ ଲେକ୍ ପୁଣି ପାଲଟିଲା କାଳ।   ତିନି ଛାତ୍ର ବୁଲିବାକୁ ଆସି ପାଣିରେ ବୁଡି ଦୁଇ ନିଖୋଜ ।  ରେମୁଣା କଲେଜରେ ପଢୁଥିବା ତଥା ଭଦ୍ରକ ଅଞ୍ଚଳର ରୋଶନ ନାୟକ ସୁରକ୍ଷିତ ଅଛନ୍ତି ।  ନୀଳଗିରି ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି । 

ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅନ୍ୱେଶା ହଷ୍ଟେଲ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ହିଆଁଲ ଗାଁରେ ଥିବା ୩୦୦ ଶଯ୍ୟା ବିଶିଷ୍ଟ ଜନଜାତି ଓ ଜାତି ଉନ୍ନୟନ ବିଭାଗର ଅନ୍ୱେଶା ହଷ୍ଟେଲରେ ରହୁଥିବା ଛାତ୍ର ଜଗନ୍ନାଥ ଧରୁଆଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି। ଗତକାଲି ସ୍କୁଲରେ ଥିବା ସମୟରେ ମୁହଁରୁ ଫେଣ ବାହାରିଥିଲା। ସ୍କୁଲ

MMDR ବିଲ୍ ଉପରେ ସ୍ୱତନ୍ତ୍ର ବିଧାନସଭା ଅଧିବେଶନ ଡାକିବାକୁ କଂଗ୍ରେସର ଦାବି

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ଅଣାଯାଇଥିବା ଖଣିଜ ଓ ଖଣି ଉନ୍ନୟନ ଏବଂ ନିୟନ୍ତ୍ରଣ ସଂଶୋଧନ ବିଲ୍‌କୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ବିଲ୍ ଯୋଗୁଁ ରାଜ୍ୟକୁ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ଆର୍ଥିକ କ୍ଷତି ସହିବାକୁ ପଡ଼ିବ ବୋଲି ଦର୍ଶାଇ ଓଡ଼ିଶା କଂଗ୍ରେସ

ପ୍ରତିବର୍ଷ ଅଗଷ୍ଟ ଚତୁର୍ଥ ଶନିବାର ପାଳିତ ହେବ ‘ଗରିମା ଦିବସ’

ଭୁବନେଶ୍ୱର: ପ୍ରତିବର୍ଷ ଅଗଷ୍ଟ ମାସର ଚତୁର୍ଥ ଶନିବାର ‘ଗରିମା ଦିବସ’ ଭାବେ ପାଳିତ ହେବ। ସମୃଦ୍ଧ ଓଡ଼ିଶା ପାଇଁ ସ୍ୱଚ୍ଛ ସହର, ସୁରକ୍ଷିତ ପରିବେଶ ଏବଂ ଯେଉଁ ଲୋକମାନେ ଏହି ସ୍ୱଚ୍ଛତାକୁ ନିଶ୍ଚିତ କରୁଛନ୍ତି। ସେମାନଙ୍କ ସୁରକ୍ଷିତ ଜୀବନ ଏକାନ୍ତ ଅପରିହାର୍ଯ୍ୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ