Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଯୁବକଙ୍କୁ ହତ୍ୟା: ରାସ୍ତାକଡରୁ ମୃତଦେହ ଉଦ୍ଧାର
ଭୁବନେଶ୍ଵର: ଭୁବନେଶ୍ବର ଚନ୍ଦକା ଥାନା ଗୋଡିବାରି ଅଞ୍ଚଳରେ ଯୁବକଙ୍କୁ ହତ୍ୟା କରି ରାଜପଥ କଢ଼ରେ ଫିଙ୍ଗି ଦିଆଯାଇଛି । ଘଟଣା ସ୍ଥଳରେ ଚନ୍ଦକା ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ ମୃତ ଯୁବକ ଜଣକ ଏକ ଟେଣ୍ଟ ହାଉସରେ କାମ କରୁଥିଲେ। ଏବଂ!-->…
୧୧ ଦଫା ଦାବି ନେଇ ଗାନ୍ଧୀ ମାର୍ଗରେ ଅଙ୍ଗନଓ୍ବାଡି କର୍ମୀଙ୍କ ବିକ୍ଷୋଭ
ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଅଙ୍ଗନଓ୍ବାଡି କର୍ମୀ। ୧୧ ଦଫା ଦାବି ନେଇ ଅଙ୍ଗନଓ୍ବାଡି କର୍ମୀ ଆଜି ଗାନ୍ଧୀ ମାର୍ଗରେ ଶହ ଶହ ଅଙ୍ଗନଓ୍ବାଡି କର୍ମୀ ଏକାଠି ହୋଇ ବିଶାଳ ସମାବେଶ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କୁ ଶିକ୍ଷକ ମାନ୍ୟତା ଦାବି!-->…
ଅମଲାତନ୍ତ୍ରକୁ କଡା ତାଗିଦ୍ କଲେ ରାଜସ୍ଵ ମନ୍ତ୍ରୀ
ଭୁବନେଶ୍ଵର: ଲୋକଙ୍କ ସେବକ ହୋଇ କାମ କରିବାକୁ କଡା ନିର୍ଦେଶ ଦେଇଛନ୍ତି ରାଜସ୍ଵ ମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମନ୍ତ୍ରୀ ସୁରେଶ ପୂଜାରୀ କଡା ତାଗିଦ୍ କରିଛନ୍ତି। ଜିଲ୍ଲାସ୍ତରରେ ସମାଧାନ ହେବା ଭଳି ଅଭିଯୋଗକୁ ନେଇ ମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି। ଦୂରଦୂରାନ୍ତରୁ!-->…
ବାତ୍ୟାକୁ ନେଇ ଚିନ୍ତାରେ ଚାଷୀ
ଗଞ୍ଜାମ: ଗଞ୍ଜାମ ବ୍ଲକ ଅନ୍ତର୍ଗତ ପନ୍ଦର ଟି ପଂଚାୟତ ଏବଂ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ପୁଣି ସମ୍ଭାବ୍ୟ ବର୍ଷା ଓ ବାତ୍ୟାକୁ ନେଇ ପୁଣି ଚାଷୀମାନେ ଚିନ୍ତାରେ ପଡିଛନ୍ତି । ଗତ ମାସରେ ମନ୍ଥାର ପ୍ରଭାବରେ ହୋଇଥିବା କ୍ଷତି ଏବେ ଚାଷୀଙ୍କ ମନରୁ ଲିଭି ନଥିବା ବେଳେ ପୁଣି ସମ୍ଭାବ୍ୟ ବାତ୍ୟା କୁ!-->…
ବିଜେଡିର ପ୍ରତିଷ୍ଠା ଦିବସରେ ଦଳର ଉତ୍ତରାଧିକାରୀ ଘୋଷଣା କରିପାରନ୍ତି ନବୀନ
ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନରେ ଶୋଚନୀୟ ପରାଜୟ ପରେ ବିଜେଡିର ନେତୃତ୍ବ କିଏ ନେବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏଥିପାଇଁ ନବୀନ ନିବାସରେ କସରତ ଚାଲିଛି। ଆସନ୍ତା ଡିସେମ୍ବର ୨୬ରେ ବିଜେଡିର ପ୍ରତିଷ୍ଠା ଦିବସ। ସେହିଦିନ ନବୀନ ଉତ୍ତରାଧିକାରୀ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା!-->…
ପୁରୁଣା ରୂପ ଫେରି ପାଇବ ଚଉଷଠି ଯୋଗିନୀ ପୀଠ, ପୁନରୁଦ୍ଧାର ଲାଗି ୨୦ କୋଟି ମଞ୍ଜୁର
ପିପିଲି: ଭାରତର ପ୍ରଥମ ଚଉଷଠି ଯୋଗିନୀ ପୀଠ ଭାବରେ ଜଣାଶୁଣା ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ହୀରାପୁରସ୍ଥିତ ମହାମାୟା ମନ୍ଦିର । ମନ୍ଦିର ପୁଣି ଥରେ ତାହାର ହଜିଯାଇଥିବା ପୁରୁଣା ରୂପ ଫେରି ପାଇବ । କଳାପାହାଡ଼ ଆକ୍ରଣମରେ ଭାଙ୍ଗି ଯାଇଥିବା ଏହି କାରୁକାର୍ଯ୍ୟରେ ଭରା ଥିବା ଏହି ମନ୍ଦିର!-->…
ଦୁଇ ମାସ ପରେ ପୋଖରୀରୁ ନିଖୋଜ ଓକିଲଙ୍କ ମୃତଦେହ ଉଦ୍ଧାର
ବାଙ୍ଗିରିପୋଷି : ଦୁଇ ମାସ ତଳୁ ମୟୂରଭଞ୍ଜ ଜିଲ୍ଲା ବିଶୋଇ ଅଞ୍ଚଳର ନିଖୋଜ ଓକିଲଙ୍କ କାର ପୋଖରୀରୁ ଉଦ୍ଧାର । କାର ଭିତରୁ ମିଳିଲା ଗଳିତ ମୃତଦେହ। ଝାରପୋଖରିଆ ଥାନା ଉପରବେଡା ରାସ୍ତା କଡ଼ରେ ଥିବା ଏକ ପୋଖରୀ ଭିତରୁ କାର ସହ ଗଳିତ ମୃତଦେହ ଉଦ୍ଧାର ହୋଇଛି । ବିଶୋଇ ଥାନା ଠୁଲୁକୁଚଟାଣି!-->…
କେନ୍ଦୁଝର ବନଖଣ୍ଡର ୧୦୫ ବିଟରେ ଚାଲିଛି ବାଘ ଗଣନା
କେନ୍ଦୁଝର: କେନ୍ଦୁଝର ବନଖଣ୍ଡର ୧୦୫ଟି ବିଟ୍ ରେ ଚାଲିଛି ବାଘ ଗଣନା । ଏହା ଜାନୁଆରୀ ମାସ ପର୍ଯ୍ୟନ୍ତ ଏକାଧିକ ପର୍ଯ୍ୟାୟରେ ଚାଲିବ । ପ୍ରଥମେ କାର୍ନିଭର ସାଇନ ସର୍ଭେ , ଆଙ୍ଗୁଲେଟ ସର୍ଭେ , ଭେଜିଟେସନ ସର୍ଭେ ପରେ ଡିସେମ୍ବର ଓ ଜାନୁଆରୀ ଦୁଇ ମାସ ମଧ୍ୟରେ କ୍ୟାମେରା ଟ୍ରାପ!-->…
କାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା
ଭୁବନେଶ୍ବର: ବାତ୍ୟା ଭୟ ଭିତରେ କାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା । ସମବାୟ ମନ୍ତ୍ରୀ କହିଛନ୍ତି, ଗତବର୍ଷ ତୁଳନାରେ ଚଳିତବର୍ଷ ଧାନ କିଣା ଟାର୍ଗେଟ ଅଧିକ ରଖିଛନ୍ତି ରାଜ୍ୟ ସରକାର। ଚାଷୀଙ୍କ ପାଇଁ ମଣ୍ଡି ଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଧାନ!-->…
ଗାଡି ପାର୍କିଂକୁ ନେଇ ଠାକୁରାଣୀ ପୀଠରେ ବୃଦ୍ଧଙ୍କୁ ହତ୍ୟା
ରାଜନଗର : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ରିଘାଗଡ଼ର ମା ଥାନାପତି ଠାକୁରାଣୀଙ୍କ ପୀଠରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଗାଡି ପାର୍କିଂକୁ କେନ୍ଦ୍ର କରି ଦୁଇ ଗୋଷ୍ଠି ମଧ୍ୟରେ ଗଣ୍ଡଗୋଳ ଯୋଗୁ ହତ୍ୟାକାଣ୍ଡ ଘଟିଥିବା ଜଣାଯାଇଛି । ରିଘାଗଡ଼ ଗାଁର ବୁଦ୍ଧିଆ ସାହୁଙ୍କୁ!-->…