Browsing Category

ଓଡିଶା

ଦୁଇ ନାବାଳକ ଓ ନାବାଳିକା ନିଖୋଜ ମାମଲାର ପର୍ଦ୍ଦାଫାସ, ମଞ୍ଚେଶ୍ବର ଓ ପାହାଳ ଅଞ୍ଚଳରୁ ହେଲେ ଉଦ୍ଧାର

ଭୁବନେଶ୍ବର: ଦୁଇ ନାବାଳକ ଓ ନାବାଳିକା ନିଖୋଜ ମାମଲାର ପର୍ଦ୍ଦାଫାସ । ଭୁବନେଶ୍ବର ମଞ୍ଚେଶ୍ବର ଓ ପାହାଳ ଅଞ୍ଚଳରୁ ନିଖୋଜ ନାବାଳକ ଓ ନାବାଳିକାଙ୍କୁ ଉଦ୍ଧାର କରିଛି ପୋଲିସ । ୩୦ଟି ସିସିଟିଭି ଫୁଟେଜ ଯାଞ୍ଚ କରି ପିଲାଙ୍କ ନିକଟରେ ପହଞ୍ଚିଥିଲା ପୋଲିସ । ସୂଚନା ଅନୁସାରେ ଗତ ୧ ତାରିଖରେ

୭ ମାସର ଶିଶୁକନ୍ୟାକୁ କଚାଡି ମାରିଲା ନୃଶଂସ ବାପା

ଢେଙ୍କାନାଳ:ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା କଣ୍ଟାପାଳ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହରୁ ସାତ ମାସର ଶିଶୁକନ୍ୟାକୁ କଚାଡ଼ି ମାରିଥିବା ଜଣାପଡିଛି । ସୂଚନାନୁସାରେ, ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଉଦାସାହି ଗ୍ରାମର ସଞ୍ଜୟ ଚାତାର ଶ୍ୱଶୁର ଘର

ପୁଣି ବଦଳିଲା ପ୍ରାଥମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର, ଜୁନ୍ ୭ ତାରିଖ ଆବେଦନର ଶେଷ ତାରିଖ

ଭୁବନେଶ୍ୱର : ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି । ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି । ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ ବୋଲି ପୂର୍ବରୁ ନିର୍ଦ୍ଦେଶ ରହିଥିଲା । ପୂର୍ବରୁ ଆବେଦନର ଶେଷ

ହୀରାକୁଦ ଜଳଭଣ୍ଡାରରୁ ହଟିଲା କଟକଣା, ବୁଲିପାରିବେ ପର୍ଯ୍ୟଟକ

ସମ୍ବଲପୁର: ଅପରେସନ ସିନ୍ଦୂର ସମୟରେ ହୀରାକୁଦ ଦଳଭଣ୍ଡାରର ସୁରକ୍ଷା ପାଇଁ ଜାରି ହୋଇଥିବା କଟକଣାକୁ ଆଜି ପ୍ରତ୍ୟାହର କରାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରକୁ ଆସିପାରିବେ ପର୍ଯ୍ୟଟକ । ଏହି କଟକଣା ହଟିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଜିଲ୍ଲାପାଳ ଆହୁରି କହିଛନ୍ତି ଯେ,

ମାଓବାଦୀ ୪ ଟନ୍‌ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣା, ବିସ୍ଫୋରକ ଗୋଦାମ ମାଲିକ ଗିରଫ

ରାଉରକେଲା: ମାଓବାଦୀ ୪ ଟନ୍‌ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣା। ବଡ଼ଗାଁର ବିସ୍ଫୋରକ ଗୋଦାମ ମାଲିକ ଶ୍ରବଣ ଅଗ୍ରୱାଲ ଗିରଫ। ଗୋଦାମ ମାଲିକଙ୍କୁ ଅଟକ ରଖି ପଚରାଉଚରା କରୁଥିଲା SIT। ରଘୁନାଥପାଲି ଥାନାରେ ଅଟକ ରଖି ପଚରାଉଚରା କରୁଥିଲା ଏସଆଇଟି। ବିସ୍ଫୋରକ ସାମଗ୍ରୀ ନେଇଯାଇଥିବା ଟ୍ରକ୍‌

ଦେବଗଡରେ ପ୍ରାୟ ୨୦୫ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ…

୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ ଜିଲ୍ଲା ମୁଖ୍ୟାଳୟରେ ୩୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ଉଦ୍‍ଘାଟିତ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର

ବିଜେଡିରୁ ଢ଼େଙ୍କାନାଳର ପୂର୍ବତନ ବ୍ଲକ୍‌ ସଭାପତି ବିଭୁ ପ୍ରସାଦ ଦେହୁରୀ ନିଲମ୍ବିତ

ଭୁବନେଶ୍ବର : ବିଜେଡିରୁ ବିଦା ହେଲେ ପୂର୍ବତନ ବ୍ଲକ୍‌ ସଭାପତି ବିଭୁ ପ୍ରସାଦ ଦେହୁରୀ। ଢ଼େଙ୍କାନାଳ ସଦର ବ୍ଲକ୍‌ର ପୂର୍ବତନ ବିଜେଡି ସଭାପତି ବିଭୁ ପ୍ରସାଦଙ୍କୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ନିଲମ୍ବନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ଝାଡଖଣ୍ଡ ସୀମାନ୍ତରୁ ଅଢେଇ ଟନ୍ ବିସ୍ଫୋରକ ଜବତ କଲେ ସୁରକ୍ଷାକର୍ମୀ

ସୁନ୍ଦରଗଡ଼ : ପୁଣି ଅଢେଇ ଟନ୍ ବିସ୍ଫୋରକ ଜବତ । ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗରୁ ୪ ଟନ୍ ବିସ୍ଫୋରକ ଲୁଟ୍ ହୋଇଥିଲା । ଏହି ଘଟଣାରେ ପୁଣି ଅଢେଇ ଟନ୍ ବିସ୍ଫୋରକ ଜବତ ହୋଇଛି । ଝାଡଖଣ୍ଡ ସରଣ୍ଡାରେ SOG, DVF, CRPF ଓ ଝାଡ଼ଖଣ୍ଡ ଜାଗୁଆରର ମିଳିତ ଅପରେସନରେ

କମିଲା ପରିବହନ ବିଭାଗର କ୍ଷମତା : ପୁଲିସ କରିବ ଗାଡ଼ି ଯାଞ୍ଚ

ଭୁବନେଶ୍ୱର : ରାଜ୍ୟର ସମସ୍ତ ସହରାଞ୍ଚଳରେ ପୁଲିସକୁ ମୋଟର ଯାନ ସମ୍ପର୍କିତ ସମସ୍ତ ଯାଞ୍ଚ କ୍ଷମତା ସହ ଜରିମାନା ଆଦାୟ କ୍ଷମତା ଦେବା ପାଇଁ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ରାଜ୍ୟ ପରିବହନ କମିସନର ଏକ ଚିଠି ଲେଖି ଏ ସମ୍ପର୍କରେ ନିଷ୍ପତ୍ତି ନେବାକୁ ବିଭାଗୀୟ ପ୍ରମୁଖ ଶାସନ