Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବୌଦ୍ଧ ଓ କନ୍ଧମାଳରେ ଆରମ୍ଭ ହେବ ମାଓ ନିପାତ ଅପରେସନ
କନ୍ଧମାଳ : ବୌଦ୍ଧ ଓ କନ୍ଧମାଳ ହେବ ମାଓ ମୁକ୍ତ। କନ୍ଧମାଳରୁ ଆରମ୍ଭ ହେବ ମାଓ ନିପାତ ଅପରେସନ। ଦୁଇଦିନିଆ ବୌଦ୍ଧ- କନ୍ଧମାଳ ଗସ୍ତରେ ଯାଇ ମାଓ ଅପରେସନ ସ୍ଥିତିର ସମୀକ୍ଷା କରିଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ । ଦେଶରୁ ନକ୍ସଲବାଦ ଶେଷ ପାଇଁ ୨୦୨୬ ମାର୍ଚ୍ଚ ଡେଡଲାଇନ ଧାର୍ଯ୍ୟ!-->…
ନୂଆପଡ଼ା ନିର୍ବାଚନକୁ ନେଇ ବିଜେଡିର ପିଏସି ବୈଠକରେ ତର୍ଜମା
ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନରେ ବିଜେଡି ତୃତୀୟ ସ୍ଥାନକୁ ଖସି ଆସିଥିଲା । ଶୋଚନୀୟ ପରାଜୟ ପରେ ବିଜେଡିର PAC ବୈଠକ ଅନୁଷ୍ଠିତ ହୋଇଛି। ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ନୂଆପଡ଼ା ଉପନିର୍ବାଚନ ଫଳାଫଳ ସମେତ ସାମ୍ପ୍ରତିକ ରାଜନୈତିକ!-->…
ଜିଲ୍ଲାସ୍ତରୀୟ ସର୍ଗିଫୁଲ ୨୦୨୫ -ପାଳିତ….
କୋରାପୁଟ ତା: 23/11/25- କୋରାପୁଟ ଜିଲ୍ଲା ସ୍ତରୀୟ ସର୍ଗିଫୁଲ ସୁନାବେଡା ସ୍ଥିତ ଉଚ୍ଚ ମାଧ୍ୟ୍ୟମିକ ବିଦ୍ୟାଳୟ ଠାରେ ମହାସୋମାରୋହରେ ପାଳିତ ହୋଇଯାଇଛି l ଏହା ତା. 19/11/25 ରିଖ ଠାରୁ ଆରମ୍ଭ ହୋଇ ତା. 22/11/25ରିଖ ଦିନ ଉଦଯାପିତ ହୋଇଥିଲା l
ଉଦଘାଟନି ଦିବସରେ ବିଧାୟକ ପଟାଙ୍ଗୀ!-->!-->!-->!-->!-->…
ଘରୋଇ ଇଂରାଜୀ ମିଡିୟମ ସ୍କୁଲର ୨ ଛାତ୍ର ଗୋଷ୍ଠୀ ମଧ୍ୟରେ ମାଡ଼ପିଟ, ୧୦ ଜଣଙ୍କ ନାଁରେ ମାମଲା
କଟକ : କଟକରେ ଅଭାବନୀୟ ଘଟଣା । ଗଣ୍ଡରପୂର୍ ମହାନଦୀ ବିହାର ଅଞ୍ଚଳର ଏକ ଘରୋଇ ଇଂରାଜୀ ମିଡିୟମ ସ୍କୁଲର ଦୁଇ ଛାତ୍ର ଗୋଷ୍ଠୀ ମୁହାମୁହିଁ । ଦୁଇ ଛାତ୍ରଙ୍କୁ ହୋଇଛି ମରଣାନ୍ତକ ଆକ୍ରମଣ । ୧୦ ଛାତ୍ରଙ୍କ ନାଁ ରେ ଚାଉଳିଆଗଞ୍ଜ ଥାନାରେ ମାମଲା ରୁଜୁ ହୋଇଛି । ବିଦ୍ୟାଳୟ ଲିଫ୍ଟରେ ଯିବାକୁ!-->…
ସିକନ୍ଦର ଆଲାମ୍ ଓ ତାର ଭାଇକୁ ଗିରଫ କଲା ଜଗତସିଂହପୁର ପୁଲିସ
ଜଗତସିଂହପୁର: ବାଲାଂଦେଶୀ ଅନୁପ୍ରବେଶ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସିକନ୍ଦର ଆଲାମ୍ ଓରଫ ସିକୁ କୁ ଗିରଫ କରିଛି ପୁଲିସ୍ । ୧୬ ତାରିଖରେ ସନ୍ଧ୍ୟାରେ ପୁଲିସ୍ ର ଚଡ଼ାଉ ଦେଖି ଚମ୍ପଟ ମାରିଥିଲା । ଶନିବାର ଯାଜପୁର ଠାରେ ଅଭିଯୁକ୍ତ ସିକନ୍ଦର ପୋଲିସ୍ ପଞ୍ଜାରେ ପଡ଼ିଛି । ସିକନ୍ଦର!-->…
୬୯ ଲକ୍ଷ ହଡପ, ବନ୍ଧା ହେଲେ ପୂର୍ବତନ କିରାଣି
ଭୁବନେଶ୍ବର: ୬୯ ଲକ୍ଷ ହଡପ, ପୂର୍ବତନ କିରାଣି ଗିରଫ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଟ୍ରେଜେରୀ ପୂର୍ବତନ ବରିଷ୍ଠ କିରାଣି ମନୋରଞ୍ଜନ ସାହୁ ଗିରଫ । ଟ୍ରେଜେରୀର ୬୮ଲକ୍ଷ ୮୫ ହଜାର ୪୯୭ ଟଙ୍କା ହଡ଼ପ ଅଭିଯୋଗରେ ତାଙ୍କୁ ବାନ୍ଧିଛି ଭିଜିଲାନ୍ସ । ମନୋରଞ୍ଜନ ସାହୁ ପରିବାର!-->…
୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହେବ ମାଓଦମନ
ଭୁବନେଶ୍ବର: ନକ୍ସଲ ମୂଳପୋଛ ନେଇ ଓଡ଼ିଶା ପୁଲିସର ବଡ ପଦକ୍ଷେପ । କନ୍ଧମାଳରେ ପୁଲିସ ମହାନିର୍ଦ୍ଦେଶକ ବଡ ସମୀକ୍ଷା କରି କହିଛନ୍ତି ଯେ ୨୦୨୬ ମାର୍ଚ୍ଚ ୩୧ସୁଦ୍ଧା ମାଓଦମନ ଶେଷ ହେବ । ମାଓବାଦୀ ମୂଳପୋଛ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ନିର୍ଦ୍ଦେଶ ରହିଛି ।
ଡିଜିପି!-->!-->!-->…
ଭଦ୍ରକରେ ୧୦୧ କୋଟି ବ୍ୟୟରେ ୨୨ଟି ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଦୋବଲ: ଭଦ୍ରକ ଜିଲା ଧାମନଗରରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସକାଳ ୯ ଟାରେ ଧାମନଗର ବଜାରରୁ ମୋଟର ସାଇକେଲ ପଟୁଆରରେ ଆସି ଐତିହାସିକ ପୀଠ ତଥା ପର୍ଯ୍ୟଟନ ସ୍ଥଳୀ ଗୋହିରାଟିକିରିରେ ପହଞ୍ଚିଥିଲେ। ଶେଷ ସ୍ବାଧୀନ ରାଜା ମୁକୁନ୍ଦଦେବଙ୍କ!-->…
ବାରବାଟୀ ଷ୍ଟାଡିୟମରେ ଅଢ଼େଇ ହଜାର ସିଟ୍ କମାଇଲା ଓସିଏ
କଟକ : ବାରବାଟୀ ଷ୍ଟାଡିୟମରେ କମିଲା ସିଟ୍ ସଂଖ୍ୟା । ଗ୍ୟାଲେରୀ ଗୁଡ଼ିକରେ ସିଟ ସଂଖ୍ୟା ଅଢ଼େଇ ହଜାର ସିଟ୍ କମାଇଲା ଓଡ଼ିଶା କ୍ରିକେଟ ଆସୋସିଏସନ୍। ୧୯ ଇଞ୍ଚରୁ ୨୨ ଇଞ୍ଚକୁ ବୃଦ୍ଧି କରାଗଲା ସିଟ ଗୁଡ଼ିକର ଚଉଡା। କମିଶନରେଟ ପୋଲିସର ପରାମର୍ଶ ପରେ ସିଟ କମାଇଲା ଓସିଏ । !-->…
ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ: ବିଜୟ କେତନ ବିଶ୍ୱାଳ ଶ୍ରେଷ୍ଠ ଏଫଏମୟୁ
ବିଶୋଇ: ଓଡ଼ିଶା ସରକାରଙ୍କ ଜଙ୍ଗଲ ବିଭାଗ ଦ୍ବାରା ପରିଚାଳିତ ଓଡ଼ିଶା ବନାଞ୍ଚଳ । ଉନ୍ନୟନ ପ୍ରକଳ୍ପ ଭା ଭାଗ-୨ର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପିସିସି ଏଫ ସୁରେଶ ସୁରେଶ ପନ୍ତ ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପର କାର୍ଯ୍ୟ ସମୀକ୍ଷା କରିଥିଲେ । ଏହି ଅବସରରେ!-->…