Browsing Category

ଓଡିଶା

ସାଲିଆ ସାହି ବସ୍ତିରେ ବୁଲିବ ତାରବାଡ, ଅନୁପ୍ରବେଶକାରୀଙ୍କୁ ପ୍ରବେଶ ମନା

ଭୁବନେଶ୍ବର: ସାଲିଆ ସାହି ବସ୍ତିକୁ ନୋ ଏଣ୍ଟ୍ରି । ବୁଲିବ ତାରବାଡ । ପ୍ରବେଶ କରିପାରିବେ ନାହିଁ ଅନୁପ୍ରବେଶକାରୀ । ଗତକାଲି ସାଲିଆ ସାହି ବସ୍ତି ଉଚ୍ଛେଦ ଅଭିଯାନ ଶେଷ ହୋଇଛି । ପ୍ରାୟ ୩ ଦିନ ଧରି ଏହି ଅଭିଯାନ ଚାଲିଥିବା ବେଳେ ହଜାର ହଜାର ଲୋକେ…

୭ ଦିନ ମଧ୍ୟରେ ବାଲିଯାତ୍ରା ପଡ଼ିଆ ସଫେଇ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ହାଇକୋର୍ଟରେ କଟକ ସହର ସମସ୍ୟା ମାମଲାର ଶୁଣାଣି ବେଳେ ବାଲିଯାତ୍ରା ଶେଷ ହେବା ପରେ ପଡ଼ିଆ ସଫେଇ ହୋଇ ନଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଅଦାଲତ । ୩୫ ଲକ୍ଷ ଟଙ୍କା ବ୍ୟୟ କରାଯାଇ ଘରୋଇ ଏଜେନ୍ସିକୁ ସଫେଇ ଦାୟିତ୍ବ ଦିଆଯାଇଥିଲେ ମଧ୍ୟ ସଫେଇ ଏକପ୍ରକାର ପ୍ରହସନ ହୋଇଥିବା…

ଗାଁ ପଡିଆରୁ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କଲା କୋଣାର୍କ ପୋଲିସ

ଭୁବନେଶ୍ବର: ଗାଁ ପଡିଆରେ ଅର୍ଦ୍ଧଦଗ୍ଧ ମୃତଦେହ । କୋଣାର୍କ ଥାନା ରଇତିସାହି ଗାଁ ପଡିଆରେ ପଡିଛି ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ । ଗାଁ ଲୋକେ ଦେଖି କୋଣାର୍କ ପୋଲିସକୁ ଖବର ଦେଇଥିଲେ । ତେବେ ଯୁବକ ଜଣକ କିଏ ତାଙ୍କ ପରିଚୟ ମିଳିପାରିନାହିଁ । ତାଙ୍କ ପାଦରେ ଚପଲ…

ବସ୍ତିବାସୀଙ୍କୁ ଶସ୍ତାରେ ଘର ଯୋଗାଇବେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ବସ୍ତିବାସୀଙ୍କୁ ଶସ୍ତାରେ ଘର ଯୋଗାଇ ଦେବେ। ଭୁବନେଶ୍ବରରେ ପ୍ରାଥମିକ ଭାବେ ୯୦ଟି ଘର ନିର୍ମାଣ ହୋଇଛି। ଏହି ଘରଗୁଡ଼ିକୁ ବସ୍ତି ଅଞ୍ଚଳରେ ରହୁଥିବା ଲୋକେ କିଣିବା ପାଇଁ ବ୍ୟବସ୍ଥା ହୋଇଛି। ପ୍ରାୟ ୧୪ରୁ ୫୦ଲକ୍ଷ ଟଙ୍କା ଭିତରେ ଘର ବିକ୍ରି କରାଯିବ। ଏହି ଲକ୍ଷ୍ୟ…

ଋଷିକୁଲ୍ୟା ମୁହାଁଣରେ ଅଲିଭ ରିଡଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ: ବନ ବିଭାଗ ତତ୍ପର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ବନ୍ଦ ନିକଟ ଋଷିକୂଲ୍ୟା ମୁହାଣ ସମୁଦ୍ର ଅଂଚଳରେ ବିରଳ ସାମୁଦ୍ରିକ କଇଁଚ୍ଛ ଅଲିଭ ରିଡଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି। ସମୁଦ୍ର ମଧ୍ୟରେ ଯୋଡ଼ା ଯୋଡ଼ା ହୋଇ କଇଁଚ୍ଛମାନଙ୍କୁ ପାଣିରେ ଭାସମାନ…

ଝାରସୁଗୁଡାରୁ ଛତିଶଗଡ଼ ଗସ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଝାରସୁଗୁଡା: ଝାରସୁଗୁଡା ବିମାନ ବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିବା ପରେ ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ…

ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର: ବିଏମସି କମିସନର

ଭୁବନେଶ୍ବର : ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର । ଭୁବନେଶ୍ବର ସାଲିଆସାହି ଉଛେଦ ନେଇ ବିଏମସି କମିସନର ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ଯେଉଁମାନେ ଯୋଗ୍ୟ ସେମାନଙ୍କୁ ମିଳିବ ଘର । ଯୋଗ୍ୟ ହିତାଧିକାରୀ ଘର ପାଇବାରୁ ଆଦୌ ବଞ୍ଚିତ ହେବେ ନାହିଁ । ଏବେ…

ଧର୍ମେନ୍ଦ୍ରଙ୍କ ବିରୋଧରେ ପିଟିସନ୍‌ ଖାରଜ କଲେ ହାଇକୋର୍ଟ

କଟକ : ସମ୍ବଲପୁର ଲୋକସଭା ନିର୍ବାଚନକୁ ଚାଲେଞ୍ଜ କରି ଦାଖଲ ହୋଇଥିବା ନିର୍ବାଚନ ପିଟିସନ୍‌କୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ଆବେଦନରେ ଗୁରୁତର ତ୍ରୁଟି ଓ ଅଭିଯୋଗର ସତ୍ୟତା ପ୍ରମାଣିତ କରିବାରେ ଆବେଦନକାରୀ ବିଫଳ ହେବାରୁ କୋର୍ଟ ଆବେଦନକୁ ଖାରଜ କରାଯାଇଛି।ପ୍ରକାଶ ଯେ…

ଶେଷ ହେଲା ସାଲିଆସାହି ବସ୍ତି ଉଚ୍ଛେଦ ଅଭିଯାନ

ଭୁବନେଶ୍ୱର : ଧୁଳିସାତ ହେଲା ସାଲିଆସାହି ବସ୍ତି । ମାଟିରେ ମିଶିଲା ବସ୍ତିର ଅନେକ ଘର। ତୃତୀୟ ଦିନରେ ଶେଷ ହୋଇଛି ସାଲିଆ ସାହି ଉଛେଦ ଅଭିଯାନ । ଭିଟାମାଟି ଛାଡ଼ି ଯାଇଛନ୍ତି ବସ୍ତି ବାସିନ୍ଦା । ଲୋକଙ୍କୁ ସ୍ଥାନାନ୍ତର ପାଇଁ ସହଯୋଗ କରୁଛି ବିଏମସି। ଉଛେଦରେ ସାମିଲ ଥିଲା…

ପୋଲିସ SI ପରୀକ୍ଷା କେଳେଙ୍କାରୀ, ଖାରଜ ହେଲା ଶଙ୍କର ପୃଷ୍ଟି ସହ ୩ ଅଭିଯୁକ୍ତଙ୍କ ଜାମିନ ଆବେଦନ

ବ୍ରହ୍ମପୁର : ପୋଲିସ SI ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ସମେତ ଅନ୍ୟ ୩ ସହଯୋଗୀଙ୍କ ଜାମିନ ଆବେଦନ ଖାରଜ । ଭିଜିଲାନ୍ସ କୋର୍ଟରେ ଖାରଜ ହେଲା ଜାମିନ ଆବେଦନ । ଜାମିନକୁ ବିରୋଧ କରିଥିଲା ସିବିଆଇ । ବ୍ରହ୍ମପୁର କୋର୍ଟରେ…