Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନିଗମ ଓ ବୋର୍ଡରେ ନେତାଙ୍କ ଥଇଥାନ ଖୁବଶୀଘ୍ର
ଭୁବନେଶ୍ୱର : ପ୍ରଥମେ ବୋର୍ଡ ଓ ନିଗମରେ ନେତାଙ୍କୁ ଥଇଥାନ କରାଯିବ। ତା ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ। ଚଳିତ ମାସ ନିଗମ, ବୋର୍ଡ ଅଧ୍ୟକ୍ଷ ପଦରେ ନିଯୁକ୍ତି ପ୍ରକ୍ରିୟା ଚୂଡ଼ାନ୍ତ ହେବ। ରାଖୀ ପୂର୍ଣ୍ଣମୀ ଅବସରରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀରୁ ଫେରିବା ପରେ!-->…
ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଲୋକାର୍ପଣ ଉତ୍ସବ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ୪ ଜିଲ୍ଲାରେ ହେବ ମେଡିକାଲ କଲେଜ
କୋରାପୁଟ : ୪ ଜିଲ୍ଲାରେ ହେବ ମେଡିକାଲ କଲେଜ । କୋରାପୁଟରେ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଲୋକାର୍ପଣ ଉତ୍ସବରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବର୍ତ୍ତମାନ ୧୨ଟି ସରକାରୀ ମେଡିକାଲ କଲେଜ ଅଛି । ଖୁବ୍ ଶୀଘ୍ର!-->…
ବିଦ୍ୟୁତ ସଂଯୋଗ ନାହିଁ: ଅନ୍ଧାରୀ ଜୀବନ ବିତାଉଛନ୍ତି ୪୦ ରୁ ଉର୍ଦ୍ଧ୍ବ ପରିବାର
ଘଟଗାଁ: ଯୁଗ ବଦଳିବା ସହ ବଦଳିଛି ଲୋକଙ୍କ ଚାଲିଚଳନ। ବିଶେଷ କରି ଗ୍ରାମଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସମସ୍ତ ମୌଳିକ ସୁବିଧା ଯୋଗାଇବା ସରକାରଙ୍କ ପ୍ରଥମ କର୍ତ୍ତବ୍ୟ। ଏଥିପାଇଁ ସରକାର ବିଭିନ୍ନ ଯୋଜନା ଜରିଆରେ ପାଣି ଭଳି ଅର୍ଥ ମଧ୍ୟ ଖର୍ଚ୍ଚ କରୁଛନ୍ତି। କିନ୍ତୁ ପ୍ରଶାସନିକ!-->…
ଚନ୍ଦ୍ରଭାଗାରେ ବୁଡି ୩ ମୃତ
ଗୋପ : ବଣଭୋଜି କରି ସମୁଦ୍ରରେ ଗାଧୋଇବା ବେଳେ ଘଟିଲା ଅଘଟଣ । ଉଚ୍ଚ ଜୁଆର ଯୋଗୁଁ ଗାଧୋଇବା ବେଳେ ସମୁଦ୍ରଭିତରକୁ ଚାଲିଯାଇଥିଲେ ଜଣେ ଯୁବକ । ସଙ୍ଗେ ସଙ୍ଗେ ସାଙ୍ଗମାନଙ୍କ ଦ୍ୱାରା ଉଦ୍ଧାର କରାଯାଇ କୋଣାର୍କ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ ।
ହେଲେ ସେଠାରେ ଅବସ୍ଥା!-->!-->!-->…
ଭାରତରେ ପ୍ରଥମଥର ହେବ କଣ୍ଟିନେଣ୍ଟାଲ ଟୁର୍, ବିଶ୍ବ ଆଥଲେଟିକ୍ସ ଚାମ୍ପିଅନସିପ୍ ଲାଗି ଯୋଗ୍ୟତା ଲକ୍ଷ୍ୟ
ଭୁବନେଶ୍ବର: ଭୁବନେଶ୍ବରରେ ଚାଲିଥିବା ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ବ୍ରୋଞ୍ଜ ଇଭେଣ୍ଟରେ ଚମକିଲେ ଓଡିଆ ଆଥଲେଟ। ୧୦୦ ମିଟର ପୁରୁଷ ବର୍ଗ ଫାଇନାଲ୍ କୁ ଗଲେ ଲାଲୁ ଭୋଇ। ୨୦୦ ମିଟର ପୁରୁଷ ବର୍ଗ ଫାଇନାଲକୁ ଉନ୍ନୀତ ହୋଇଛନ୍ତି ଅନିମେଶ୍ କୁଜୁର୍। ସେହିଭଳି ମହିଳା ୧୦୦ ମିଟର ବର୍ଗ!-->…
ସ୍ତ୍ରୀ ସହ ମିଶି ମାଆର ତଣ୍ଟି ଚିପି ମାରିଦେଲା ପୁଅ
ବ୍ରହ୍ମପୁର/ଆସିକା : ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଗଙ୍ଗାପୁର ପଞ୍ଚାୟତ ଦନ୍ତାରିବଗଡ଼ ଗାଁରେ ଅଭାବନୀୟ ଘଟଣା । ଜମିବାଡ଼ି ବିବାଦ ଓ ଭତ୍ତା ଟଙ୍କାକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ନିଜ ଜନ୍ମକଲା ମାଆର ତଣ୍ଟି ଚିପି ହତ୍ୟା କରିଦେଲେ ବଡ଼ ପୁଅ ଓ ବୋହୂ । ମୃତ ମାଆ ଜଣଙ୍କ ହେଲେ ୭୫ ବର୍ଷୀୟା!-->…
ମାସ୍କ ପିନ୍ଧି ବାପା ମାଆଙ୍କ ସାମ୍ନାରେ ଝିଅକୁ ଉଠାଇନେଲେ
ଉଦଳା: ବାପା-ମା’ଙ୍କ ସହିତ ବଜାର ଯାଇଥିଲେ ଯୁବତୀ । ଦୋକାନ ବାହାରେ ଆସି ଛିଡା ହୋଇଥିବା ବେଳେ ଅଚାନକ ୪ ଜଣ ଯୁବକ ମାସ୍କ ପିନ୍ଧି ବାଇକରେ ଆସି ଯୁବତୀଙ୍କୁ ଉଠାଇ ନେଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା କପ୍ତିପଦା!-->…
ପୁରୁଷବନ୍ଧୁଙ୍କ ମୋବାଇଲ୍ରୁ ମିଳିଲା ଅଶ୍ଲୀଳ ଭିଡିଓ: ଲାଗିଲା ସଙ୍ଗିନ ଦଫା
ପଟ୍ଟାମୁଣ୍ଡାଇ ୧୦।୦୮ : କାଠିଆପଡ଼ା ଛାତ୍ରୀ ମୃତ୍ୟୁ ଘଟଣା । ଖୋଲିବ କି ରହସ୍ୟ । ଘଟଣାର ତଦନ୍ତ ଚାଲୁଥିବା ବେଳେ ପୋଲିସକୁ ମିଳିଛି ନୂଆ ତଥ୍ୟ । ଅଭିଯୁକ୍ତ ପୁରୁଷ ବନ୍ଧୁଙ୍କ ମୋବାଇଲ୍ରୁ ଏକାଧିକ ଅଶ୍ଳୀଳ ଭିଡିଓ ମିଳିଥିବା ସୂଚନା । ଘଟଣାର ପୂର୍ବ ଦିନ କୁଆଡେ ଅଭିଯୁକ୍ତ ଜଣଙ୍କ!-->…
ଗ୍ୟାସ ସିଲିଣ୍ଡର ଫାଟି ଉଡ଼ିଲା ଛାତ, ତିନି ଗୁରୁତର
ଅନୁଗୁଳ: ଫାଟିଲା ଗ୍ୟାସ ଟାଙ୍କି, ଉଡ଼ିଲା ଛାତ । ସିଲିଣ୍ଡର ଫାଟି ତିନି ଗୁରୁତର । ଅନୁଗୁଳ ଜିଲ୍ଲା ନାଲକୋ ଥାନା ମା’ବ୍ରାହ୍ମଣୀ ଦେବୀ ପୀଠ ସମ୍ମୁଖରେ ଅଘଟଣ । ଘରେ ଶୋଇଥିବା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର । ଗ୍ୟାସ ସିଲିଣ୍ଡର ଫାଟିବାରୁ ଜୋରରେ ଶବ୍ଦ ହୋଇଥିଲା ଫଳରେ ପଡୋଶି!-->…
ହସ୍ପିଟାଲରେ ନାହାନ୍ତି ନର୍ସ, ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ
ଅନୁଗୁଳ : ହସ୍ପିଟାଲରେ ନାହାନ୍ତି ନର୍ସ । ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ । ଅନୁଗୁଳ ଜିଲ୍ଲା ବାଗେଡ଼ିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟାବସ୍ଥାର ବିକଳ ଚିତ୍ର । ବାଗେଡ଼ିଆ ସ୍ୱାସ୍ଥ୍ୟକେନ୍ଦ୍ରକୁ ଜଣେ ମହିଳା ଚିକିତ୍ସା ପାଇଁ ଆସିଥିଲେ । ଡାକ୍ତର ତାଙ୍କୁ କିଛି ଔଷଧ ଓ!-->…