Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଖାଲି ପଡ଼ିଲା ଇଣ୍ଡିଗୋ ବିମାନ ସିଟ୍, ୧୭୦ କୋଟି ଗଣିଲେ ଓଡ଼ିଶା ସରକାର
ଭୁବନେଶ୍ୱର: ଓଡ଼ିଶା ସରକାର ପର୍ଯ୍ୟଟନକୁ ଆଗକୁ ବଢ଼ାଇବା ପାଇଁ ଭୁବନେଶ୍ୱରରୁ ଆନ୍ତର୍ଜାତୀୟ ଉଡ଼ାଣ ଆରମ୍ଭ କରିଥିଲେ। କିନ୍ତୁ ବିମାନର ସିଟ୍ ଫାଙ୍କା ପଡ଼ିବାରୁ ଏୟାରଲାଇନ୍ସକୁ ସରକାର ପ୍ରତି ମାସରେ ପ୍ରାୟ ୮ କୋଟିରୁ ଅଧିକ ଟଙ୍କା ଗଣୁଛନ୍ତି। ଗତ ଦୁଇ ବର୍ଷରେ ରାଜ୍ୟ ସରକାର ୧୭୦ କୋଟି!-->…
ସାନ ଭାଇକୁ ହତ୍ୟା କଲା ବଡ ଭାଇ
ସାନ ଭାଇକୁ ମାରି ମାଟି ତଳେ ପୋତିଥିଲା ବଡ ଭାଇ । ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି ଟିଟିଲାଗଡରେ । ଥାନାରେ ବଡ ଭାଇ ଆତ୍ମସମର୍ପଣ କରି ସବୁ ସତ ମାନିଥିବା ସୂଚନା ମିଳିଛି । ୫/୬ମାସ ତଳେ ହାଟପଦା ପଡାର ନାବାଳକ ନିଖୋଜ ଥିବା ନେଇ ଏସପିଙ୍କ ନିକଟରେ ଅଭିଯୋଗ କରିଥିଲେ ମାଆ । ପରବର୍ତ୍ତୀ ସମୟରେ!-->…
ରାକ୍ଷୀ ପୂର୍ଣ୍ଣିମାରେ ୧ କୋଟି ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା
ରାକ୍ଷୀରେ ଆସିଲା ସୁଭଦ୍ରା ଟଙ୍କା। ଜୟପୁରରେ ସ୍ବତନ୍ତ୍ର ଉତ୍ସବରେ ଆଜି ଟଙ୍କା ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟର ୧ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ଯାଇଛି। ସେମାନଙ୍କ ମଧ୍ୟରୋ କୋରାପୁଟ କୋଟିଆରେ ଆଦୌ ଟଙ୍କା ପାଇନଥିବା ହିତାଧିକାରୀଙ୍କୁ!-->…
ଓଡ଼ିଶା ବିଧାନସଭାର ନୂଆ ୱେବସାଇଟ୍, Odisha Legislative ASSEMBLY ଉଦଘାଟିତ
ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ନୂଆ ୱେବସାଇଟ୍ Odisha Legislative ASSEMBLY ଉଦଘାଟିତ । ଉଦଘାଟନ କଲେ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ । ଅଧିକ ସ୍ୱଚ୍ଛ ଓ ଦକ୍ଷ ଶାସନ ଦିଗରେ ଯାତ୍ରାର ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ ହେବ । ଓଡ଼ିଶା ସରକାର NICT ବିଭାଗ ଓ ଭାରତ!-->…
ପଶ୍ଚିମ ଓଡ଼ିଶାରେ ବଡ଼ ପାୱାର ଶୋ’ କରିବ ବିଜେଡି, ୧୮ରେ ବରଗଡରେ ବିରାଟ ଚାଷୀ ସମାବେଶ
ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବିରୋଧରେ ବଢ଼ୁଛି ଚାଷୀଙ୍କ ଅସନ୍ତୋଷ । ପଞ୍ଜିକରଣ, କଟଣି ଛଟଣି, ,ସାରର ଅଭାବ ବିକ୍ରି ଭଳି ପ୍ରସଙ୍ଗ ଚାଷୀଙ୍କ ଚିନ୍ତା ବଢାଇଛି। ତେଣୁ ଚାଷୀଙ୍କ ପାଇଁ ରାଜରାସ୍ତାକୁ ଓହ୍ଲାଇବାକୁ ନିଷ୍ପତି ନେଇଛି ବିଜେଡି । ଆଜି ଶଙ୍ଖ ଭବନରେ ଚାଷୀଙ୍କ ସମସ୍ୟାକୁ ନେଇ!-->…
୫୧୦ ଲିଟର ବେଆଇନ ଦେଶୀ ମଦ ଜବତ, ଜଣେ ମହିଳାଙ୍କ ସମେତ ୩ ଗିରଫ
ଭଦ୍ରକ: ଭଦ୍ରକ ଅବକାରୀ ବିଭାଗକୁ ବଡ଼ ସଫଳତା। ଏଠାରେ ଚଢ଼ାଉ କରି ୫୧୦ ଲିଟର ବେଆଇନ ଦେଶୀ ମଦ ଜବତ ହୋଇଛି । ଏହା ସହିତ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ଜଣେ ମହିଳା ଥିବା ବେଳେ ୨ ଜଣ ପୁରୁଷ ଥିବା ନେଇ ସୂଚନା ମିଳିଛି । ସେମାନଙ୍କ ନିକଟରୁ ଏକ ବାଇକ୍ ଏବଂ ଏକ ସ୍କୁଟି ଜବତ!-->…
ନିଯୁକ୍ତି ଜାଲିଆତି: ଭୁବନେଶ୍ଵର ଏମ୍ସରେ ସିବିଆଇ ଚଢ଼ାଉ
ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)। ଶୁକ୍ରବାର ସିବିଆଇ ଟିମ ଏମ୍ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି। ଏହାବ୍ୟତୀତ ଜଗତସିଂହପୁରର ଏକ!-->…
ପ୍ରଫେସର ଶାନ୍ତନୁ କୁମାର ସ୍ୱାଇଁ ସିକ୍କିମ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ
ଭୁବନେଶ୍ବର: ଓଡ଼ିଆ ପୁଅ ତଥା ପ୍ରଖ୍ୟାତ ଶିକ୍ଷାବିଦ ପ୍ରଫେସର ଶାନ୍ତନୁ କୁମାର ସ୍ୱାଇଁଙ୍କୁ ସିକ୍କିମ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବରେ ନିଯୁକ୍ତ କରାଯାଇଛି। ଏହି ନିଯୁକ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ବିଶ୍ୱବିଦ୍ୟାଳୟର ଭିଜିଟର ଭାବରେ କରାଯାଇଛି। ପ୍ରଫେସର ସ୍ୱାଇଁ!-->…
‘ରାଜ୍ୟରେ ମ୍ୟାଲେରିଆ ଓ ଡେଙ୍ଗୁ ପାଇଁ ୧.୫୭ କୋଟି ଔଷଧ ଯୁକ୍ତ ମଶାରି ଯୋଗାଇବେ କେନ୍ଦ୍ର ସରକାର’
ଭୁବନେଶ୍ବର: ବର୍ତ୍ତମାନ ବର୍ଷା ଋତୁ ଚାଲୁଥିବାବେଳେ, ଏହି ସମୟରେ ମଶା ଜନିତ ରୋଗ ବ୍ୟାପିବାର ବହୁ ଆଶଙ୍କା ଥାଏ । ଏନେଇ ରାଜ୍ୟରେ ମ୍ୟାଲେରିଆ ଏବଂ ଡେଙ୍ଗୁ ଓ ଅନ୍ୟାନ୍ୟ ଭେକ୍ଟରବାହିତ ରୋଗ ନିରାକରଣ ବାବଦରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ସମୀକ୍ଷା କରିଛନ୍ତି । ଏଥିପାଇଁ ସମସ୍ତ!-->…
ପୁଣି ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା
ଭୁବନେଶ୍ୱର : ପୁଣି ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା ଓରଫ କାଗଜି ପଲାଇ । ସ୍ବାମୀ ଶ୍ରୀକ୍ଷେତ୍ର ପ୍ରସାଦ ସାମନ୍ତ ସିଂହାରଙ୍କ ସହ ବିବାଦ ମାମଲାରେ ହାଜର ହେଲା ପୁଅ । ଶିଶୁ ମଙ୍ଗଳ କମିଟି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ବେଞ୍ଚରେ!-->…