Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସ୍ତନ୍ୟପାନ ଯୋଗୁଁ ମା’ ହୃଦୟର ନିକଟତର ହୋଇପାରିବ ଶିଶୁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର: ସ୍ତନ୍ୟପାନ ଯୋଗୁଁ ଶିଶୁ ମା’ର କ୍ଲୋଜ଼ ଟୁ ହାର୍ଟ ଅର୍ଥାତ ମା’ ହୃଦୟର ଆହୁରି ନିକଟତର ହୋଇପାରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ଅବସରରେ ମତବ୍ୟକ୍ତ କରିଛନ୍ତି। ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ!-->…
ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା
କେଉଁଝର :ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ଅତିରିକ୍ତ ଉପଜିଲ୍ଲାପାଳ ବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା । ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ କରି ଦେବା ପାଇଁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ।!-->…
ଜଳିଗଲେ ଯୁବତୀ, ବ୍ଲାକ୍ମେଲିଂ କରୁଥିଲେ ପ୍ରେମିକ !
ପଟ୍ଟାମୁଣ୍ଡାଇ : ଘର ଭିତରେ ଜଳିଗଲେ ଯୁବତୀ । ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇଠାରେ ଘଟିଛି । ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀ ଜଣଙ୍କ ଜୀବନ ହାରିଛନ୍ତି । ତେବେ ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ!-->…
କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୂଆଦିଲ୍ଲୀରେ ଭେଟି ରାଜ୍ୟର ଧାନ ସଂଗ୍ରହ ବୃଦ୍ଧି ପାଇଁ ପ୍ରସ୍ତାବ ଦେଲେ। FCI ଦ୍ୱାରା ମାସିକ ଚାଉଳ ଉଠାଣ ବୃଦ୍ଧି କରିବାକୁ ଅନୁରୋଧ କଲେ। ବାଜରା ପ୍ରୋତ୍ସାହନ ଓ ସଂରକ୍ଷଣ!-->…
ଖୁବ୍ଶୀଘ୍ର ୧୬୩୫ଟି ନୂତନ ରାଜସ୍ୱ ଗ୍ରାମର ହେବ ସୀମା ପରିବର୍ତ୍ତନ ପାଇଁ ନିର୍ଦ୍ଦେଶନାମା ଜାରି
ଭୁବନେଶ୍ୱର: ଖୁବ୍ଶୀଘ୍ର ୧୬୩୫ଟି ନୂତନ ରାଜସ୍ୱ ଗ୍ରାମର ହେବ ସୀମା ପରିବର୍ତ୍ତନ। ରାଜସ୍ବ ବିଭାଗ ପକ୍ଷରୁ ଜାରି ହେଲା ସ୍ୱତନ୍ତ୍ର ନିର୍ଦ୍ଦେଶନାମା। ନକ୍ସା ପରିବର୍ତ୍ତନ ପାଇଁ ସର୍ଭେ ନିର୍ଦ୍ଦେଶକ, ଜିଲାପାଳ ଓ ଆର୍ଡିସିଙ୍କୁ ଚିଠି ଲେଖାଯାଇଛି। ପୁରୁଣା ରାଜସ୍ୱ ଗାଁ ରେକର୍ଡ ଯେମିତି ମିଶି!-->…
ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ସମ୍ୱଲପୁର: ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍ ଦେବାଶିଷ ପଣ୍ଡାଙ୍କ ସମ୍ୱଲପୁର ଘର ଓ ଅଫିସ୍ ସମେତ ୭ଟି ସ୍ଥାନରେ ଚଢାଉ ଚାଲିଛି ।
ଭୁବନେଶ୍ୱରର ୪ଟି ଘର ଯଥା,!-->!-->!-->…
ବଳଙ୍ଗା ନାବାଳିକା ପୋଡ଼ି ଘଟଣା: ୩ ଦୁର୍ବୃତ୍ତଙ୍କ ଗିରଫ ଦାବି କଲା କଂଗ୍ରେସ
ଭୁବନେଶ୍ୱର: ରାଜ୍ୟରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା ବିରୁଦ୍ଧରେ ସପ୍ତାହବ୍ୟାପି ଚୂଡାନ୍ତ କାର୍ଯ୍ୟକ୍ରମ ଘୋଷିତ ହୋଇଛି। ଆସନ୍ତା ୮ ତାରିଖ ଶୁକ୍ରବାର ବଳଙ୍ଗା ନାବାଳିକା ପୋଡ଼ି ଘଟଣାର ୩ ଦୁର୍ବୃତ୍ତଙ୍କ ଗିରଫ ଦାବିରେ କଟକସ୍ଥିତ ପୁଲିସ୍ ଡିଜି କାର୍ଯ୍ୟାଳୟକୁ ସହସ୍ର ସଂଖ୍ୟାରେ କଂଗ୍ରେସ!-->…
ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ବୋର୍ଡ ସଭାପତିଙ୍କୁ ଚାରି ଥର ଜେରା କଲାଣି କ୍ରାଇମବ୍ରାଞ୍ଚ
କଟକ: ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଆହୁରି ଅଧିକ ଲୋକ ସମ୍ପୃକ୍ତ ଥିବା ଜଣାଯାଇଛି। ଏହି ମାମଲାରେ ଗିରଫଦାରୀ ସଂଖ୍ୟା ଆହୁରି ଵଢିଵ ବୋଲି କୁହାଯାଉଛି। ଏଣେ ଏନେଇ ବୋର୍ଡ ସଭାପତିଙ୍କୁ ଚାରି ଥର ଜେରା କଲାଣି କ୍ରାଇମବ୍ରାଞ୍ଚ। ଗିରଫ ଓ ସନ୍ଦେହରେ ଥିଵା ଅଭିଯୁକ୍ତଙ୍କ ଆର୍ଥିକ କାରବାରର!-->…
କିଛି ଅଧିକାରୀଙ୍କ ଯୋଗୁଁ ବଦନାମ ହେଉଛି ଜଙ୍ଗଲ ବିଭାଗ
ଭୁବନେଶ୍ବର: ଡି ଏଫ ଓ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ ଅଧିକାରୀମାନଙ୍କୁ ଉଦବୋଧନ ଦେଇ କହିଛନ୍ତି ଦୁର୍ନୀତି ସହ ଯୋଡ଼ି ହୋଇଥିବା ଅଧିକାରୀ ମନ ବଦଳାନ୍ତୁ। କିଛି ଅଧିକାରୀଙ୍କ ଯୋଗୁଁ ବଦନାମ ହେଉଛି ଜଙ୍ଗଲ ବିଭାଗ। ଅଧିକ ରୋଜଗାର ଆଶାରେ ଦୁର୍ନୀତି କରୁଛନ୍ତି। ଦୁର୍ନୀତିକୁ ନେଇ!-->…
ଘର ଭିତରୁ ସ୍ତ୍ରୀ, ବାହାରୁ ସ୍ବାମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…
ଝରିଗାଁ/ ଉମରକୋଟ: ଘର ଭିତରୁ ମହିଳାଙ୍କ ମୃତଦେହ ଜବତ ହୋଇଛି। ମହିଳାଙ୍କ ସ୍ବାମୀଙ୍କ ମୃତଦେହ ଘର ବାହାରୁ ଜବତ କରିଛି ପୁଲିସ। ଦଂପତିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ନବରଙ୍ଗପୁରଜିଲ୍ଲା ଝରିଗାଁ ବ୍ଲକ ଧୋଡ୍ରା ପଞ୍ଚାୟତ ଅନ୍ତର୍ଗତ ସାନ ଭିମାଡ଼ା ଗ୍ରାମରେ ଏହି ଅଭାବନୀୟ!-->…