Browsing Category

ଓଡିଶା

ନୂଆପଡ଼ା ଉପନିର୍ବାଚନ: କୁଳିଆବନ୍ଧ ୩୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର୍‌ ସସ୍‌ପେଣ୍ଡ

ଭୁବନେଶ୍ଵର: ନୂଆପଡ଼ା କୁଳିଆବନ୍ଧ ୩୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକ ସସ୍‌ପେଣ୍ଡ। ଭୋଟ୍‌ର ଗୋପନୀୟତା ଉଲ୍ଲଙ୍ଘନ କରିବାରୁ କାର୍ଯ୍ୟାନୁଷ୍ଠାନ। ପ୍ରେସମିଟ୍ କରି ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ। ସିଇଓ କହିଛନ୍ତି ଯେ, ଶାନ୍ତି ଶୃଙ୍ଖଳାର ସହ…

ଏମ୍ସ କର୍ମଚାରୀଙ୍କୁ ଗୁଳିମାଡ଼ ଘଟଣା: ମାଷ୍ଟର ମାଇଣ୍ଡ ଗିରଫ

ଭୁବନେଶ୍ଵର : ୨୮ ଦିନର ଲୁଚକାଳି ଶେଷ ପରେ ଧରାପଡିଲା ଅଭିଯୁକ୍ତ। ଭୁବନେଶ୍ଵର ଉପକଣ୍ଠ ସରକନ୍ତରାରେ ଏମ୍ସ କର୍ମଚାରୀ ହତ୍ୟା ମାମଲାରେ ମାଷ୍ଟରମାଇଣ୍ଡ ସଦାଶିବ ପ୍ରଧାନ (ଶିବା)କୁ କମିଶନରେଟ୍ ପୁଲିସ୍‌ ଗିରଫ କରିଛି। ଅଭିଯୁକ୍ତଠାରୁ ମାରଣାସ୍ତ୍ର ମଧ୍ୟ ଜବତ କରିଛି। ଭୁବନେଶ୍ୱରର ଏକ ହୋଟେଲ…

ଅନ୍ୟ କୌଣସି ଜିଲାରୁ ଆସିନାହିଁ ଇଭିଏମ୍‌: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଇଭିଏମ୍‌ ଚୋରି ଅଭିଯୋଗରେ ସାମ୍ବାଦିକ ସମ୍ମିଳନୀ କରି ଅନ୍ୟ କୌଣସି ସ୍ଥାନରୁ ଇଭିଏମ ଆସିନଥିବା ନେଇ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ନୂଆପଡା ଉପନିର୍ବାଚନରେ ମତଦାନ ପାଇଁ ଅନ୍ୟ କୌଣସି ଜିଲାରୁ ଇଭିଏମ୍‌ ଆସିନାହିଁ । ଗତକାଲି ବିଜେଡି ପକ୍ଷରୁ…

ଟ୍ରକ୍ ଚକା ତଳେ ଚାପି ହୋଇଗଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ଭୁବନେଶ୍ୱର: ପାହାଳ ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିରେ ସ୍ଵାମୀ ସ୍ତ୍ରୀ କଟକରୁ ଭୁବନେଶ୍ଵର ଅଭିମୁଖେ ଆସୁଥିବା ବେଳେ ପାହାଳ ଓଭରବ୍ରିଜ ଉପରେ ବସ ସାଇଡ୍ ମାରିବାରୁ ଉଭୟ ଟ୍ରକ୍ ଚକା ତଳେ ଚାପି ହୋଇଯାଇଥିଲେ । ଘଟଣା ସ୍ଥଳରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ…

ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିବେ ରାଷ୍ଟ୍ରପତି !

ଭୁବେନଶ୍ବର: ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି । ଏନେଇ ସୂଚନା ଦେଇଛନ୍ତି ବିଜେପି ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ରାଷ୍ଟ୍ରପତି ଶୀତ ଅଧିବେଶନରେ ବିଧାନସଭାକୁ ସମ୍ବୋଧନ କରିବେ ।…

ଜାତୀୟ ଫସଲ ଯୋଜନାରେ ଉତ୍ପାଦନ ବୃଦ୍ଧି କରି ଚାଷୀଙ୍କୁ ଆତ୍ମନିର୍ଭର କରିବା ସରକାରଙ୍କ ଲକ୍ଷ୍ୟ: କେନ୍ଦ୍ର କୃଷି ମନ୍ତ୍ରୀ

କଟକ: ଜାତୀୟ ଫସଲ ଯୋଜନାରେ କୃଷିଭିତ୍ତିକ ଉତ୍ପାଦନ ବୃଦ୍ଧି କରି ଚାଷୀମାନଙ୍କୁ ଆତ୍ମନିର୍ଭର କରିବା କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ। ସୋମବାର କଟକ ବିଦ୍ୟାଧରପୁରସ୍ଥିତ ରାଷ୍ଟ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ କୃଷି ଓ…

ସମ୍ବେଦନଶୀଳ ବୁଥ୍‌ରେ ସୁରକ୍ଷା କଡ଼ାକଡ଼ି କରିବାକୁ ଦାବୀ କଲା ବିଜେଡି

ଭୁବନେଶ୍ବର: ଆସନ୍ତାକାଲି ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରଶାସନିକ ସ୍ତରରେ ବ୍ୟାପକ ପ୍ରସ୍ତୁତି ସରିଛି । କିନ୍ତୁ ଏହାରି ଭିତରେ ନିର୍ବାଚନ ଅଧଇକାରୀଙ୍କ ନିକଟକୁ ଅଭିଯୋଗ ଆଣିଛି ବିରୋଧି ବିଜୁ ଜନତା ଦଳ । ସମ୍ବେଦନଶୀଳ ବୁଥ୍‌ରେ ସୁରକ୍ଷା କଡ଼ାକଡ଼ି କରିବାକୁ…

ଜଙ୍ଗଲରେ ଶିଶୁ କନ୍ୟାକୁ ଛାଡ଼ିଲା ମା’

ଝାରସୁଗୁଡ଼ା : ମା’ ମୁଁ ଝିଅ ବୋଲି କଣ ମୋତେ ବାପା ମା’ର ସ୍ନେହ ମିଳିବନି ? କଣ ମୋର ଏ ଦୁନିଆକୁ ଆସିବା ଭୁଲ ହୋଇଗଲା ? ମୁଁ କାହିଁକି ତମ ପାଇଁ ଅଲୋଡ଼ା ହୋଇଗଲି ? ମୋତେ ୧୦ ମାସ ଗର୍ଭରେ ରଖି ଏତେ କଷ୍ଟ ପାଇବା ପରେ ମୁହଁ ଫେରାଇ ନେଲ କେମିତି ? ମୋର ଭୁଲ ବା କଣ ? ହୁଏତ ଏ ଶିଶୁଟି…

ସାଇଲେନ୍ସ ପିରିୟଡର ଉଲ୍ଲଂଘନ ଅଭିଯୋଗ, ଇସିଆଇଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ

ଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନରେ ଇସିଆଇଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ ପଟ୍ଟନାୟକ ।  କହିଲେ ନୂଆପଡାରେ ସାଇଲେନସ ପିରିୟଡର ଉଲ୍ଲଂଘନ ହେଉଛି ।  ନୂଆପଡ଼ା ବାହାରୁ ଭାରତୀୟ ଜନତା ପାର୍ଟିର ନେତା ଏବଂ କର୍ମୀମାନେ ଅବାଧରେ ବୁଲୁଛନ୍ତି। ଅନୁଚିତ ଉପାୟରେ ଭୋଟରମାନଙ୍କୁ ପ୍ରଭାବିତ କରିବାକୁ…

ଟ୍ରଲରକୁ ଧକ୍କା ଦେଲା ବସ୍, ଜଣେ ମୃତ ଓ ୧୦ ଆହତ

ରେଢାଖୋଲ: କଟକ ୫୫ନଂ ଜାତୀୟ ରାଜପଥର ରେଢାଖୋଲ ଲୁହାପଙ୍କ ଛକ ନିକଟରେ ଦୁର୍ଘଟଣା । ଟ୍ରଲରକୁ ଧକ୍କା ଦେଲା ଘୋରଇ ବସ୍ । ଜଣେ ମୃତ ହୋଇଥିବା ବେଳେ ବସରେ ବସିଥିବା ୧୦ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଲୁହାପଙ୍କ ଛକରେ ବିଳମ୍ବିତ ରାତିରେ ଟ୍ରଲର ପଛକୁ ଧକ୍କା ଦେଲା ଘୋରଇ ବସ୍ …