Browsing Category

ଓଡିଶା

ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ, ଅଗଷ୍ଟ ୧୪ ତାରିଖରେ ପଦଯାତ୍ରା

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି । ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪ ତାରିଖରେ ପଦଯାତ୍ରା ସହ ସାଧାରଣ ସଭା ଆୟୋଜିତ ହେବ । ପଦଯାତ୍ରା ଏଫ୍ ଏମ୍ କଲେଜରୁ ବାହାରିବ

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କରିଛନ୍ତି। ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଖାଦ୍ୟ ଓ କୃଷି ସଂଗଠନ (ଏଫଏଓ) ଓ ଅନ୍ତର୍ଜାତୀୟ ପ୍ରବାସ ସଂଗଠନର ମିଳିତ

ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର, ୯ ରେ ଜୟପୁରରୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ସୁଭଦ୍ରାର ତୃତୀୟ…

ଭୁବନେଶ୍ୱର : ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର  । SHGରୁ ବିନା ସୁଧରେ 10 ଲକ୍ଷ ଟଙ୍କା ଋଣ ଯୋଗାଇଦେବାକୁ ସରକାର ଦେବେ ପ୍ରାଥମିକତା। ସୁଭଦ୍ରା ଭଉଣୀଙ୍କ ସହ ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । SHGରୁ

ଡକ୍ଟର ସୁବାସ ପାଣିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର: ସଂସ୍କୃତି ଗବେଷକ, ଭାଷ୍ୟକାର ଓ ଭୁତପୁର୍ବ ମୁଖ୍ୟ ଶାସନ ସଚିବ ଡ଼କ୍ଟର ସୁବାସ ପାଣିଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ଓଡ଼ିଆ ସଂସ୍କୃତି ଗବେଷଣା ବିଶେଷକରି ଜଗନ୍ନାଥ ସଂସ୍କୃତି ଓ ଗୀତ

ଏଫ ଏମ କଲେଜରେ ଛାତ୍ରୀ ଆତ୍ମାହୁତି ଘଟଣାରେ ବଡ଼ ଖୁଲାସା, ଅଘଟଣ ଦିନ ନିଜେ ପେଟ୍ରୋଲ ଆଣିଥିଲେ ପୀଡ଼ିତା

ବାଲେଶ୍ୱର : ବାଲେଶ୍ୱର ଫକୀର ମୋହନ କଲେଜରେ ଛାତ୍ରୀ ଆତ୍ମାହୁତି ଘଟଣାରେ ଏକ ବଡ଼ ଖୁଲାସା ।  ଘଟଣା ଦିନ ନିଜେ ପେଟ୍ରୋଲ ଆଣିଥିଲେ ପୀଡ଼ିତା ।  ସାଇକେଲରେ ଯାଇ ପେଟ୍ରୋଲ ପମ୍ପରୁ ପେଟ୍ରୋଲ ଆଣିଥିଲେ । ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ ।  ଜୁଲାଇ ୧୨ ତାରିଖ ଦିନ ୧୦ଟା ୪ ମିନିଟର ସିସିଟିଭି

ପୂର୍ବତନ ମୁଖ୍ୟ ସଚିବ ଡକ୍ଟର ସୁବାସ ପାଣିଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର : ପୂର୍ବତନ ମୁଖ୍ୟ ସଚିବ ଡକ୍ଟର ସୁବାସ ପାଣିଙ୍କ ପରଲୋକ । ୭୬ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଆଜି ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ହେବ। ସେ ଜଣେ ବିଶିଷ୍ଟ ଲେଖକ, ଅନୁବାଦକ, ସଙ୍ଗୀତ ରଚୟିତା ତଥା ସୃଜନଶୀଳ ଦାର୍ଶନିକ ଭାବେ ପରିଚିତ

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡିର ଆସନ୍ତା ୭ ତାରିଖରେ ପୁରୀ ବନ୍ଦ ଡାକରା

ପୁରୀ: ଆସନ୍ତା ୭ ତାରିଖରେ ପୁରୀ ବନ୍ଦ । ୬ ଘଣ୍ଟିଆ ପୁରୀ ବନ୍ଦ ଡାକରା ଦେଇଛି ବିଜେଡି । ସକାଳ ୬ ଟା ଠାରୁ ଦିନ ୧୨ ଟା ଯାଏ ବନ୍ଦ ରହିବ ପୁରୀ । ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ଏହି ବନ୍ଦ ଡାକରା ଦେଇଛି ଦଳ । ପୋଲିସର ତଦନ୍ତ ଉପରେ ପ୍ରଶ୍ନ ଉଠାଇବା ସହ ସରକାର ଘଟଣାର

ଏଣିକି ବିଭିନ୍ନ ଘରୋଇ ସଂସ୍ଥାରେ ରାତିରେ କାର୍ଯ୍ୟ କରିପାରିବେ ମହିଳା

ଭୁବନେଶ୍ୱର: ଏଣିକି ମହିଳାମାନେ ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ। ରାତିରେ କାମ କରିବା ପାଇଁ ମହିଳା କର୍ମଚାରୀଙ୍କ ସହମତି ଆବଶ୍ୟକ। ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର। ଏନେଇ ଶ୍ରମ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି।

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗ, ଓକିଲ ସଙ୍ଘ କୋର୍ଟକୁ ବଲ୍ ଫିଙ୍ଗିଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଓକିଲ ସଙ୍ଘ କୋର୍ଟକୁ ବଲ୍ ଫିଙ୍ଗିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଯଶବନ୍ତ ସିଂହ କମିଶନ ହାଇକୋର୍ଟ ବେଞ୍ଚ ନେଇ ମାପଦଣ୍ଡ ସ୍ଥିର କରିଛନ୍ତି । କେଉଁଠି ହାଇକୋର୍ଟ ବେଞ୍ଚ ସ୍ଥାପନ ହେବ, ସେ

ଗିରଫ ହେଲେ କୋଟିପତି ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦା

ଭୁବନେଶ୍ୱର: ଗିରଫ ହେଲେ ବୌଦ୍ଧ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)ର ମୋଟର ଭେଇକିଲ୍‌ ଇନ୍ସପେକ୍ଟର (ଏମଭିଆଇ) ଗୋଲାପ ଚନ୍ଦ୍ର ହାଂସଦା । ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ୍‌ ଗୁଡ଼ିଡ଼ିହ ଗାଁରେ ଥିବା ହାଂସଦାଙ୍କ ପୈତୃକ ବାସଭବନ,