Browsing Category

ଓଡିଶା

ସମୁଦ୍ରକୁ ମାଛ ମାରିବାକୁ ଯାଇ ୪ ମତ୍ସ୍ୟଜୀବୀ ନିଖୋଜ ଘଟଣା, ସମସ୍ତେ ସୁରକ୍ଷିତ ଉଦ୍ଧାର

ଭୋଗରାଇ: ସମୁଦ୍ରକୁ ମାଛ ମାରିବାକୁ ଯାଇ ୪ ମତ୍ସ୍ୟଜୀବୀ ନିଖୋଜ ଘଟଣା। ସମସ୍ତଙ୍କୁ ଉଦ୍ଧାର କଲା ପୋଲିସ । ଶନିବାର ସକାଳେ ବାଲିଆପାଳ ବ୍ଲକ ଚୌମୁଖ ପଞ୍ଚାୟତ କଙ୍କଡାପାଳ ଗ୍ରାମର ମଧୁସୂଦନ ଗିରି, ଗୋପାଳ ଗିରି, ରବିନ୍ଦ୍ର ଗିରି ଏବଂ ଚୌମୁଖ ଗ୍ରାମର ଜଗନ୍ନାଥ ପାଳ ମାଛ ମାରିବାକୁ

ଆଜି ଭୁବନେଶ୍ବରରେ ପହଞ୍ଚିବ ବଳଙ୍ଗା ପୀଡ଼ିତାଙ୍କ ମୃତଦେହ, ଦିଲ୍ଲୀ ଏମ୍ସରେ ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ମୃତଦେହ…

ଭୁବନେଶ୍ବର : ଆଜି ଭୁବନେଶ୍ବରରେ ପହଞ୍ଚିବ ବଳଙ୍ଗା ପୀଡ଼ିତାଙ୍କ ମୃତଦେହ । ଦିଲ୍ଲୀ ଏମ୍ସରେ ଶବ ବ୍ୟବଛେଦ ସରିବା ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ଭୁବନେଶ୍ବରରେ ମୃତଦେହ ପହଂଚିବା ପରେ ପୀଡିତାଙ୍କ ଗାଁ ବାୟାବର ନୂଆ ଗୋପାଳପୁର ବସ୍ତିକୁ ନିଆଯିବ । ସେଠାରେ ତାଙ୍କୁ କବର

ଅଗଷ୍ଟ ୬ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଅଗଷ୍ଟ ୬ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ସୂଚନା ଦେଇଛି। ତିନି ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହିତ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ

ବଳଙ୍ଗା ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । କହିଛନ୍ତି, ସରକାର ସବୁ ପଦକ୍ଷେପ ନେଇଥିଲେ କିନ୍ତୁ ଝିଅର ଜୀବନ ବଞ୍ଚି ପାରିଲା ନାହିଁ । ଉନ୍ନତ ଚିକିତ୍ସା ଯୋଗାଇ ଦିଆଯାଇଥିଲା । ଏହା ସହ କାହା ଜୀବନକୁ ନେଇ

ବଳଙ୍ଗା ପୀଡିତାଙ୍କ ମୃତ୍ୟୁକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ

ଭୁବନେଶ୍ବର: ବଳଙ୍ଗା ପୀଡିତାଙ୍କ ହଠାତ୍ ମୃତ୍ୟୁ ପରେ ଏବେ ଏହାକୁ ନେଇ ତେଜିଛି ରାଜନୀତି । ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ଏବେ ସରକାରଙ୍କୁ ଘେରିଛନ୍ତି ବିରୋଧୀ ବିଜେଡି-କଂଗ୍ରେସ । ବିଜେଡି ସରକାରଙ୍କୁ ନାରୀହନ୍ତା ବୋଲି ସମ୍ବୋଧନ କରିଥିବା ବେଳେ କେମିତି ତାଙ୍କର ମୃତ୍ୟୁ ହେଲା ବୋଲି

ବଣାଇ କରମପଦା-ରେଞ୍ଜଡ଼ା ରେଳ ଧାରଣା ଉଡ଼ାଇଲେ ମାଓବାଦୀ

ରାଉରକେଲା : ରେଳ ଧାରଣା ଉଡ଼ାଇଲେ ମାଓବାଦୀ । ବଣାଇ କରମପଦା-ରେଞ୍ଜଡ଼ା ରେଳ ଧାରଣାରେ ବିସ୍ଫୋରଣ । ଲ୍ୟାଣ୍ଡମାଇନ ବିସ୍ଫୋରଣ କରି ରେଳ ଧାରଣା ଉଡ଼ାଇଲେ । ମାଓବାଦୀଙ୍କ ସହିଦ ସପ୍ତାହରେ ଅଘଟଣ ଘଟାଇଛନ୍ତି ମାଓବାଦୀ। ଏଥିରେ ରେଳବାଇର ଜଣେ ଗ୍ୟାଙ୍ଗମ୍ୟାନ୍

ଓଟିଇଟି ପ୍ରଶ୍ନପତ୍ର ଲିକ୍: ବନ୍ଧା ହେଲେ ବୋର୍ଡ ଉପସଭାପତି

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଜି ମୁଖ୍ୟ ଅଭିଯୁକ୍ତ ବୋର୍ଡ ସଭାପତିଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ପୋଲିସ୍ । ଗତକାଲି ବୋର୍ଡ ସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ପ୍ରଶ୍ନ ପତ୍ର ଲିକ୍ ନେଇ ପଚରାଉଚରା କରିଥିବା ବେଳେ ଆଜି ତାଙ୍କୁ ଗିରଫ କରିଛି । ତେବେ ପୂର୍ବରୁ ଗତ

ସ୍କୁଲରେ ପାଠ ପଢ଼ାଇଲେ ଜିଲ୍ଲାପାଳ, ବୁଝିଲେ ସ୍କୁଲ ସମସ୍ୟା

ଯାଜପୁର : ସ୍କୁଲରେ ପାଠ ପଢ଼ାଇଲେ ଜିଲ୍ଲାପାଳ । ବରୀ ବ୍ଲକ ଗସ୍ତ ଅବସରରେ ଏକ ସ୍କୁଲକୁ ଯାଇ ଛାତ୍ର ଛାତ୍ରୀ ମାନଙ୍କୁ ପାଠ ପଢାଇଥିଲେ ନୂତନ ଭାବେ ଯୋଗ ଦେଇଥିବା ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କର । ଜିଲ୍ଲାପାଳ ପ୍ରଥମେ ବରୀ ତହସିଲ କାର୍ଯ୍ୟାଳୟରେ ପହଞ୍ଚି ତହସିଲଦାର ଓ

୭୯ତମ ସ୍ୱାଧୀନତା ଦିବସ ୨୦୨୫ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତାର ଫଳାଫଳ

ବ୍ରହ୍ମପୁର : ୭୯ତମ ସ୍ୱାଧୀନତା ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଗୁଡିକ ୦୨.୦୮.୨୦୨୫ ଓ ୦୩.୦୮.୨୦୨୫ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତା ଗୁଡ଼ିକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ବ୍ରହ୍ମପୁର ଠାରେ ଅନୁଷ୍ଠିତ ହୋଇଥିଲା l ଭାରପ୍ରାପ୍ତ ଉପଜିଲ୍ଲାପାଳ ଶ୍ରୀଯୁକ୍ତ

ଭିଜିଲାନ୍ସ ଜାଲରେ ବୌଦ୍ଧ ଏମଭିଆଇ ଗୋଲାପ; ୬ ସ୍ଥାନରେ ଚଢାଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ଏମଭିଆଇ । ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଚାଲିଛି ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । ବାରିପଦା, ବୌଦ୍ଧ ଓ ଭୁବନେଶ୍ବର ସମେତ ଏକକାଳୀନ ୬ଟି ସ୍ଥାନରେ ରେଡ ଚାଲିଥିବା ସୂଚନା