Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମାଟ୍ରିକ ପରୀକ୍ଷା ପାଇଁ ଆଜିଠୁ ଫର୍ମପୂରଣ ଆରମ୍ଭ
କଟକ: ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେଉଛି । ୨୦୨୬ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ କରିବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ । ସ୍କୁଲର ପ୍ରଧାନଶିକ୍ଷକଙ୍କ ଜରିଆରେ ଅନଲାଇନରେ ଫର୍ମପୂରଣ କରିବେ ଛାତ୍ରଛାତ୍ରୀ । ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଫର୍ମପୂରଣ ଚାଲିବ । ଏନେଇ!-->…
ନୂଆପଡ଼ା ଉପନିର୍ବାଚନ: ଆସନ୍ତାକାଲି ଅପରାହ୍ଣ ୪ଟାରୁ ବନ୍ଦ ହେବ ପ୍ରଚାର
ନୂଆପଡ଼ା : ନୂଆପଡ଼ା ଉପନିର୍ବାଚନ ପାଇଁ କାଲି ଥମିବ ପ୍ରଚାର । ଆସନ୍ତାକାଲି ଅପରାହ୍ଣ ୪ଟାରୁ ପ୍ରଚାର ବନ୍ଦ ହେବ । ଏହା୧୧ ତାରିଖ ସନ୍ଧ୍ୟା ୬ଟା ୩୦ଯାଏ ଜାରି ରହିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍. ଗୋପାଳନ୍ କହିଛନ୍ତି । ଆସନ୍ତା ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ!-->…
ରହସ୍ୟ ମଧ୍ୟରେ ରହିଗଲା ପୀତବାସ ପଣ୍ଡାଙ୍କ ହତ୍ୟା ଘଟଣା…..!
ସିନ ରି- କ୍ରିଏସନ୍ କୁ ନେଇ ବି ଉଠୁଛି ଅନେକ ପ୍ରଶ୍ନ...!
ମୁଖ୍ୟ ଅଭିଯୁକ୍ତ ଗିରଫ ହେଲେ ସତ ତଥାପି ହତ୍ୟା ର କାରଣ ଅସ୍ପଷ୍ଟ ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ହାଇ ପ୍ରୋଫାଇଲ ପୀତବାସ ପଣ୍ଡାଙ୍କ ହତ୍ୟା ଘଟଣାର ରହସ୍ୟ ରେ ରହିଗଲା। ଏହି ହତ୍ୟା କାଣ୍ଡ ରେ ସମ୍ପୃକ୍ତି ଥିବା ଦର୍ଶାଇ!-->!-->!-->…
ଭୁବନେଶ୍ୱରରେ ରୋଡ୍ସ କଂଗ୍ରେସ ସମାବେଶ ଉଦଘାଟିତ
ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ୮୪ତମ ଇଣ୍ଡିଆନ୍ ରୋଡ କଂଗ୍ରେସ (ଅ୍ଧବଆରସି) ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହାର ଶୁଭାରମ୍ଭ କରିଛନ୍ତି । ୧୦ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସଡ଼କ!-->…
ବେଇମାନ୍ ଓ ପ୍ରାର୍ଥୀ ଚୋରିକୁ ନେଇ ନବୀନଙ୍କୁ ଟାର୍ଗେଟ କଲେ ଡାକ୍ତର ସମ୍ବିତ ପାତ୍ର
ନୂଆପଡ଼ା: ନୂଆପଡ଼ାରେ ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ ନବୀନ ପଟ୍ଟନାୟକଙ୍କୁ କଡ଼ା ଭାଷାରେ ସମାଲୋଚନା କରିବା ସହ ବେଇମାନ୍ ଓ ପ୍ରାର୍ଥୀ ଚୋରିକୁ ନେଇ ଟାର୍ଗେଟ କରିଛନ୍ତି। ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ ପାତ୍ର କହିଛନ୍ତି, କୌଣସି ଦ୍ରବ୍ୟର!-->…
୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ିବାକୁ ବାହାର ଭୋଟରଙ୍କୁ ନିର୍ଦେଶ
ଭୁବନେଶ୍ବର: ନୂଆପଡା ଉପ-ନିର୍ବାଚନରେ ସ୍ୱଚ୍ଛତା ବଜାୟ ରଖିବା ଏବଂ ମତଦାତାମାନଙ୍କ ପାଇଁ ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶୁକ୍ରବାର ନିର୍ଦେଶାବଳୀ ଜାରି କରିଛନ୍ତି। ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବ ଅବଧି, ଯାହାକୁ!-->…
ବାରହା ଫାଶରେ ପଡ଼ି ପ୍ରାଣ ହରାଇଲେ ୨ ଯୁବକ
କୋରାପୁଟ: ବାରହା ଶିକାର ପାଇଁ ବିଛାଯାଇଥିବା ଫାଶରେ ପଡ଼ି ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି। ଫାଶରେ ବିଦ୍ୟୁତ ସଂଯୋଗ ହୋଇଥିବାରୁ ଯୁବକଦ୍ଵୟ ତାହା ସଂଶ୍ପର୍ସରେ ଆସି ପ୍ରାଣ ହରାଇଛନ୍ତି। କୋରାପୁଟ ଜିଲା ପିପଳପଦର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପାଇ ପାହାଡ଼ରେ ଏହି ଅଭାବନୀୟ ଘଟଣା ଘଟିଛି।
ଯୁବକ!-->!-->!-->…
ବଢ଼ିଲା ବ୍ରହ୍ମପୁର ଏସପିଙ୍କ ଅଡୁଆ, ହାଜର ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ବ୍ରହ୍ମପୁର : ଅଡୁଆରେ ବ୍ରହ୍ମପୁର ଏସପି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମାଲରେ ଦେଇଥିବା ମନ୍ତବ୍ୟ ମହଙ୍ଗା ପଡ଼ିଛି । ନିର୍ବାଚନ ମାମଲାରେ ମନ୍ତବ୍ୟ ଦେଇଥିବାରୁ ବ୍ରହ୍ମପୁର ଏସ୍.ପି.ଙ୍କ ଠାରୁ ଶପଥ ପାଠ ତଲବ କଲେ ହାଇକୋର୍ଟ । ବ୍ୟକ୍ତିଗତ ହାଜର ପାଇଁ ନିର୍ଦ୍ଦେଶ ।!-->…
ଲୋକସେବା ଭବନରେ ‘ବନ୍ଦେ ମାତରମ୍’ ଗାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ‘ବେନ୍ଦ ମାତରମ୍’ ସଙ୍ଗୀତ ଗାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ବନ୍ଦେ!-->…
ବରିଷ୍ଠ ନାଗରିକଙ୍କଠାରୁ ଦେଢ କୋଟି ଲୁଟିନେଲେ ସାଇବର ଠକ
ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଡିଜିଟାଲ ଆରେଷ୍ଟ କରି ଦେଢ କୋଟି ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ସାଇବର ଠକମାନେ ଡିଜିଟାଲ ଆରେଷ୍ଟ କରି ଜଣେ ବରିଷ୍ଠ ନାଗରିକଙ୍କ ଠାରୁ ଏହି ଅର୍ଥ ଲୁଟି ଥିବା ସାଇବାର ଥାନାରେ ଅଭିଯୋଗ ହୋଇଛି । ସାଇବାର ଠକମାନେ କଷ୍ଟମ୍ ବିଭାଗ ଅଧିକାରୀ!-->…