Browsing Category

ଓଡିଶା

ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ୬୯ ଟଙ୍କା ଅଧିକ ପାଇବେ ଚାଷୀ

ଭୁବନେଶ୍ୱର :  ଚାଷୀଙ୍କ ପାଇଁ ଖୁସି ଖବର ।  ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ । ବର୍ଦ୍ଧିତ ଏମଏସପି ଅନୁଯାୟୀ ଚାଷୀଙ୍କୁ ଅଧିକ  ୬୯ ଟଙ୍କା ଦେବେ ସରକାର ।  ଏଣିକି  ୩୧୦୦ ବଦଳରେ କ୍ୱିଣ୍ଟାଲ ପିଛା  ୩୧୬୯ ଟଙ୍କା ଦେବେ ସରକାର । ଗ୍ରେଡ଼ ଏ ଧାନ…

ସୁଦାନରୁ ପୁଅକୁ ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ଆଦର୍ଶଙ୍କ ପରିବାର

ଜଗତସିଂପୁର : ସୁଦାନରୁ ପୁଅକୁ ଫେରାଇ ଆଣିବାକୁ ନିବେଦନ । ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୁଦାନରେ ବନ୍ଦୀ ଥିବା ଆଦର୍ଶ ବେହେରାଙ୍କ ବାପା ଓ ମାଆ । କାଲି ପାରାଦୀପର କଳିଙ୍ଗ ବାଲିଯାତ୍ରା ଉଦଘାଟନ ପାଇଁ ଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମୟରେ ଆଦର୍ଶଙ୍କ ବାପା-ମାଆ…

କମୁଛି ତାପମାତ୍ରା, ୧୧ରୁ ରାଜ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର: ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଶୀତ ପଡ଼ିବା ଆରମ୍ଭ ହୋଇଛି। ଆସନ୍ତା ୧୦ତାରିଖ ପର୍ଯ୍ୟନ୍ତ ଏହିଭଳି ଭାବେ ଶୀତ ପ୍ରକୋପ ଲାଗି ରହିବ। ୧୧ ତାରିଖରୁ ସାରା ରାଜ୍ୟରେ ଶୀତ ପ୍ରକୋପ ଆହୁରି ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି। ଭୁବନେଶ୍ବର…

ବଢ଼ିଲା ଯୁକ୍ତ ଦୁଇ ଫର୍ମପୂରଣ ଅବଧି

ଭୁବନେଶ୍ଵର : ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ହୋଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏନେଇ ପରିଷଦ ପକ୍ଷରୁ ପରୀକ୍ଷା ନିୟନ୍ତ୍ରକ ଡ଼ଃ ପ୍ରଶାନ୍ତ…

୭ ତାରିଖରେ ସ୍କୁଲ, କଲେଜରେ ’ବନ୍ଦେ ମାତରମ’ ଗାନ କରିବେ ଛାତ୍ରୀଛାତ୍ରୀ

ଭୁବନେଶ୍ବର: ଆସନ୍ତା ୭ ତାରିଖରେ ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍‌’ ଗାଇବେ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଛି। ‘ବନ୍ଦେ…

ନବୀନଙ୍କୁ ସମାଲୋଚନା କଲେ ଜୟ, ପ୍ରଚାରକୁ ଆସିଲେ ହେଲେ ବାପାଙ୍କ ଏକାଦଶାହରେ ଆସିଲେନି

ନୂଆପଡ଼ା : ବିଜେଡି ସୁପ୍ରିମୋଙ୍କ ବେଇମାନ ଉପଖ୍ୟାନକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ସକାଳୁ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ମୋ ବାପାଙ୍କ ସହ ନବୀନ ପଟ୍ଟନାୟକଙ୍କର ଭଲ ସମ୍ପର୍କ ଥିଲା। ସେ ମୋର ପିତୃତୁଲ୍ୟ ଥିଲେ। ହେଲେ ଯେତେବେଳେ ମୋ ବାପା…

କାର୍ତ୍ତିକ ପୂର୍ଣ୍ଣିମାରେ ବ୍ରହ୍ମପୁର-ପୁରୀ ମଧ୍ୟରେ ଚାଲିବ ସ୍ବତନ୍ତ୍ର ପାସେଞ୍ଜର ଟ୍ରେନ

ପୁରୀ: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ ଚଳାଚଳ କରାଯାଉଛି । ୦୮୪୧୭ ବ୍ରହ୍ମପୁର–ପୁରୀ ପ୍ୟାସେଞ୍ଜର ବିଶେଷ ଟ୍ରେନ ମଙ୍ଗଳବାର(ଆଜି) ରାତି ୮ଟା ୩୫ ମିନିଟ୍‌ରେ…

୨ଶିଶୁ ସମେତ ୭ ଦାଦନ ଶ୍ରମିକ ଉଦ୍ଧାର: ଜଣେ ଗିରଫ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲାରେ ୨ଶିଶୁଙ୍କ ସହ ଦାଦନ ଚାଲାଣ ହେଉଥିବା ସମୟରେ ଶିଶୁ ଓ ଦାଦନଙ୍କୁ ଉଦ୍ଧାର କରିବା ସହ ଜଣେ ଦଲାଲକୁ ଗିରଫ କରିଛି ପୁଲିସ୍ । ଖବର ଅନୁସାରେ ବଲାଙ୍ଗିର ଜିଲା ତୁରେକେଲା ରୋଡ଼ ରେଳ ଷ୍ଟେସନରୁ ୨ଶିଶୁଙ୍କ ସମେତ ୭ଦାଦନଙ୍କୁ ରାତି ସମୟରେ ରେଳଗାଡ଼ି ଯୋଗେ…

ନବୀନଙ୍କ ହେଲିକପ୍ଟର ଯାଞ୍ଚ କଲେ ଫ୍ଲାଇ ସ୍କ୍ୱାର୍ଡ ଟିମ୍

ନୂଆପଡା: ନୂଆପଡାରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ହେଲକପ୍ଟର ଯାଞ୍ଚ କରାଯାଇଛି । ସୋମବାର ନବୀନ ନୂଆପଡାରେ ପ୍ରଚାର ପାଇଁ ଯାଇଥିବା ବେଳେ ସେହି ସମୟରେ ତାଙ୍କ ବିମାନର ଯାଞ୍ଚ କରାଯାଇଥିଲା । ଏନେଇ ନୂଆପଡା ଜିଲ୍ଲାପାଳ ଏକ୍ସରେ ସୂଚନା ଦେଇଛନ୍ତି । ଜିଲ୍ଲାପାଳ…

ଉତ୍କଳ ବିଲ୍‌ଡର୍ସରେ ଆଇଟି ରେଡ୍, ଶହେ କୋଟିର ଠକେଇ ଅଭିଯୋଗ

ଭୁବନେଶ୍ବର: ଓଡ଼ିଶା ପ୍ରତିଷ୍ଠିତ ବ୍ୟାବସାୟିକ ସଂସ୍ଥା ଉତ୍କଳ ବିଲ୍‌ଡର୍ସ କାର୍ଯ୍ୟାଳୟରେ ଆୟକର ଚଢ଼ାଉ କରିଛି। ଆଜି ଭୋର୍ ୪ଟା ବେଳେ ହଠାତ୍ ଆୟକର ଟିମ୍ ଭୁବନେଶ୍ବର ସହିଦନଗର ସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଚଢ଼ାଉ ଆରମ୍ଭ କରିଥିଲେ। ଏଥିସହ ୧୪ଟି ସ୍ଥାନରେ ଚାଲିଛି…