Browsing Category

ଓଡିଶା

ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କଲେ ବୈଜୟନ୍ତ ପଣ୍ଡା

ନୂଆପଡା: ଉପନିର୍ବାଚନ ପାଇଁ କମ୍ପୁଛି ନୂଆପଡା। ବିଜେପିର ଜୟ ଢୋଲକିଆଙ୍କ ପାଇଁ ପ୍ରଚାର ମଙ୍ଗ ଧରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀ ବୈଜୟନ୍ତ ପଣ୍ଡା। ଏହି ଅବସରରେ ଶ୍ରୀ ପଣ୍ଡା କହିଛନ୍ତିପଶ୍ଚିମ ଓଡିଶା’ ମୋ ରକ୍ତରେ ଅଛି। ଏଠି ମୋ ମାମୁଁ ଘର। ଗତବର୍ଷ ବିଜେପିର ଐତିହାସିକ ବିଜୟ…

୩ରୁ ୫ ତାରିଖ ଯାଏଁ ହାଇକୋର୍ଟ ଛୁଟି

କଟକ: ଓଡ଼ିଶା ହାଇକୋର୍ଟ ସୋମବାର କାର୍ତ୍ତିକ ବ୍ରତ ଉପଲକ୍ଷେ ଛୁଟି ରହିବ। ଏହି ଛୁଟି ପ୍ରତିବଦଳରେ ନଭେମ୍ବର ୨୯ (ଶନିବାର)କୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି। ଏ ସଂକ୍ରାନ୍ତରେ ରେଜିଷ୍ଟ୍ରାର (ନ୍ୟାୟିକ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପକ୍ଷରେ ହାଇକୋର୍ଟ କ୍ୟାଲେଣ୍ଡରରେ…

ଏସଆଇ କେଳେଙ୍କାରୀ: ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ, ୫ ଦିନିଆ ରିମାଣ୍ଡରେ ଆଣିଲା କ୍ରାଇମବ୍ରାଞ୍ଚ…

ଭୁବନେଶ୍ବର: ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ । ନେପାଳ ସୀମାନ୍ତ ଉତ୍ତରାଖଣ୍ଡରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଘଟଣା ପରଠାରୁ ନେପାଳ ସୀମାନ୍ତରେ ଆତ୍ମଗୋପନ କରିଥିଲା ଶଙ୍କର । ଓଡ଼ିଶାରେ ଏସଆଇ ପରୀକ୍ଷା ଘୋଟାଲାର ମୁଖ୍ୟ ଅଭିଯୁକ୍ତ ଥିଲା ଶଙ୍କର…

କାଠଯୋଡ଼ିରେ ବୁଡିଗଲେ ଦୁଇ ନାବାଳକ

କଟକ : ଆଜି କଟକ ନେତାଜୀ ସୁବାଷ ବୋଷ ବସ ଟର୍ମିନାଲ ସମ୍ମୁଖ କାଠଯୋଡ଼ି ନଦୀରେ ଘଟିଛି  ଅଘଟଣ ।  ପଞ୍ଚୁକ ସଂକୀର୍ତ୍ତନ ପାଇଁ ଯାଇଥିଲେ ନଦୀକୁ । କାଠଯୋଡ଼ି ନଦୀରେ ଗାଧୋଇବା ବେଳେ  ଦୁଇ ନାବାଳକ ବୁଡିଯାଇ ନିଖୋଜ ଅଛନ୍ତି । ଖବର ପାଇ ଅଗ୍ନିଶମ ବାହିନୀର ଦୁଇଟି ଟିମ ପହଞ୍ଚି ସର୍ଚ୍ଚ ଅପରେସନ…

ପିଟି ପିଟି ମହିଳାଙ୍କୁ ହତ୍ୟା ଅଭିଯୋଗ

ବାରଙ୍ଗ: ରାଜଧାନୀରେ ଚାଞ୍ଚଲ୍ୟ । ମହିଳାଙ୍କୁ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର ଲୋକ । ସେପଟେ ଫେରାର ହୋଇଯାଇଛନ୍ତି ଶାଶୁଘର ଲୋକେ । ଝିଅ ମୃତ୍ୟୁକୁ ସହଜରେ ଗ୍ରହଣ କରି ପାରୁ ନାହାନ୍ତି ପରିବାର । ନ୍ୟାୟ ପାଇଁ ନେହୁରା ହେଉଛନ୍ତି । ପିଟି ପିଟି ମହିଳାଙ୍କୁ ହତ୍ୟା…

ବ୍ୟବସାୟୀଙ୍କ କାର ଅଟକାଇ ଲୁଟି ନେଲେ ଲକ୍ଷାଧିକ ଟଙ୍କା

ଜୟପୁର: ବ୍ରିଜ ଉପରେ ଫିଲ୍ମ ଷ୍ଟାଇଲରେ ଲୁଟ । ବ୍ୟବସାୟୀଙ୍କ କାର ଅଟକାଇ ଲକ୍ଷାଧିକ ଟଙ୍କା ଲୁଟିନେଲେ । କ୍ୟାମେରାରେ କଏଦ ହେଲା ଲୁଟ ବେଳର ଚିତ୍ର । ଜୟପୁର କୋଟପାଡ଼ର ଜଣେ ବ୍ୟବସାୟୀଙ୍କ ଠାରୁ ଟଙ୍କା ଲୁଟ୍ । କୋଟପାଡ଼ କୁନ୍ଦୁରା ରାସ୍ତା ଖଟଲାପଦର ବିଜ୍ର ଉପରେ ମାରଣାସ୍ତ୍ର ଦେଖାଇ…

ଗ୍ୟାସ ବୋଝେଇ ଟ୍ରକରେ ଲାଗିଲା ନିଆଁ

ସୁବର୍ଣ୍ଣପୁର: ହୁ ହୁ ହୋଇ ଜଳିଗଲା ଟ୍ରକ । ଗ୍ୟାସ ବୋଝେଇ ଟ୍ରକରେ ଲାଗିଲା ନିଆଁ । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା- ବୀରମହାରାଜପୁର ରାସ୍ତା ଜଟେସିଂହା ହରିହରଯୋର ସେତୁ ନିକଟରେ ଘଟିଛି ଅଘଟଣ । ଇଣ୍ଡିଆନ୍ ଗ୍ୟାସ୍ ବୋଝେଇ ଟ୍ରକଟି ଡିପୋରୁ ମାଲ ନେଇ ବୀରମହାରାଜପୁର ଗ୍ୟାସ ପଏଣ୍ଟକୁ…

ଅନଲାଇନ ପେମେଣ୍ଟକୁ ନେଇ ଗଣ୍ଡଗୋଳ, ଦୋକାନୀଙ୍କୁ ଆକ୍ରମଣ କଲା ଗ୍ରାହକ

ଭୁବନେଶ୍ୱର : ରାଜଧାନୀରେ ବୁଲିଲା ଖଣ୍ଡା । ଗ୍ରାହକ ଖଣ୍ଡା ଚୋଟରେ ଦୋକାନୀ ଆହାତ। ବଡଗଡ ଥାନା ଟଙ୍କପାଣି ରୋଡ଼ ଚିଲି ପୋଖରୀ ପାଖରେ ଘଟିଛି ଘଟଣା । ଅନଲାନରେ ପେମେଣ୍ଟକୁ ନେଇ ଗଣ୍ଡୋଗୋଳ ହୋଇଥିଲା । ଏଥିରେ ଉତ୍ୟକ୍ତ ହୋଇ ଦୋକାନୀଙ୍କୁ ହାଣିଦେଇଥିଲେ ଦର୍ବୃତ୍ତ । ଆହତ ଦୋକାନୀଙ୍କୁ ଉଦ୍ଧାର…

ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ପଞ୍ଚକ ବ୍ରତ, ଠିଆକିଆ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ : ଶ୍ରୀକ୍ଷେତ୍ରରେ ଆଜିଠୁ ଆରମ୍ଭ ହେଲା ପଞ୍ଚକ ବ୍ରତ । ଚଳିତବର୍ଷ ପଞ୍ଚକ ବ୍ରତ ୫ଦିନ ପରିବର୍ତ୍ତେ ୪ଦିନ ଅନୁଷ୍ଠିତ ହେବ । ଏଥିପାଇଁ ମହାପ୍ରଭୁଙ୍କ ବାଙ୍କଚୂଡ ବେଶକୁ ବାଦ୍ ଦେଇ ଅନ୍ୟ ୪ ବେଶ ଅନୁଷ୍ଠିତ ହେବ । ପଞ୍ଚକର ପ୍ରଥମ ଦିନ ତଥା ବଡଏକାଦଶୀ ତିଥିରେ ଶ୍ରୀଜିଉଙ୍କ ଠିଆକିଆ…

ଲାଇନ୍ ପାର୍ ହେବା ବେଳେ ଧକ୍କା ଦେଲା ଟ୍ରେନ, ଦନ୍ତା ମୃତ

ମୟୂରଭଞ୍ଜ: ଟ୍ରେନ ଧକ୍କାରେ ହାତୀ ମୃତ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଆଗ୍ରିଆ ଠାରେ ହାତୀକୁ ଧକ୍କା ଦେଲା ଟ୍ରେନ । ଭୁବନେଶ୍ୱର ଠାରୁ ବାଙ୍ଗିରିପୋଷି ଫେରୁଥିବା ସୁପର ଫାଷ୍ଟ ଟ୍ରେନ ଧକ୍କାରେ ଘଟିଛି ଅଘଟଣ । ରାତି ପ୍ରାୟ ୧୧ ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଟ୍ରେନ୍ ଲାଇନ୍ ପାର୍…