Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶ୍ରୀମନ୍ଦିର ସୁରକ୍ଷା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମନ୍ଦିର ପ୍ରଶାସନକୁ ସମ୍ପୂର୍ଣ୍ଣ ସ୍ୱାଧୀନତା – ଆଇନ…
ପୁରୀ/ଭୁବନେଶ୍ୱର: ଶ୍ରୀମନ୍ଦିରର ସୁରକ୍ଷା ଏବଂ ପବିତ୍ରତାକୁ ନେଇ ବାରମ୍ବାର ଉଠୁଥିବା ପ୍ରଶ୍ନବାଚୀ ମଧ୍ୟରେ ରାଜ୍ୟ ସରକାର ଦୃଢ଼ ମନୋଭାବ ପୋଷଣ କରିଛନ୍ତି। ବିଶେଷକରି ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ଦ୍ୱାରା ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ ମିଡିଆରେ ପୋଷ୍ଟ ହେବା,!-->…
ସମସ୍ତ ଆବଣ୍ଟନ ପ୍ରାପ୍ତକାରୀ ଅଗଷ୍ଟ ୩୧ସୁଦ୍ଧା ୟୁଏଏନ୍ ଜେନେରେଟ୍ କରନ୍ତୁ
ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ପକ୍ଷରୁ ସମସ୍ତ ଆବଣ୍ଟନ ପ୍ରାପ୍ତକାରୀଙ୍କୁ ୩୧ ଅଗଷ୍ଟ ସୁଦ୍ଧା ଏକ ୟୁନିକ୍ ଆକାଉଣ୍ଟ୍ ନମ୍ବର(ୟୁଏଏନ୍) ଜେନେରେଟ୍ କରିବାକୁ ନିବେଦନ କରାଯାଇଛି। ଏହି ୟୁଏଏନ୍ ବିଭିନ୍ନ ପୂର୍ବ ଓ ପରବର୍ତ୍ତୀ ଆବଣ୍ଟନ ସେବା ପାଇଁ ବାଧ୍ୟତାମୂଳକ ରହିବ। ସଂପୃକ୍ତ!-->…
ଓଡ଼ିଶା ଉପକୂଳରୁ ‘ପ୍ରଳୟ’ କ୍ଷେପଣାସ୍ତ୍ରର କ୍ରମାଗତ ସଫଳ ପରୀକ୍ଷଣ
ନୂଆଦିଲ୍ଲୀ/ବାଲେଶ୍ୱର: ଭାରତର ପ୍ରତିରକ୍ଷା କ୍ଷେତ୍ରରେ ଏକ ବଡ଼ ସଫଳତା ସ୍ୱରୂପ, ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ପକ୍ଷରୁ 'ପ୍ରଳୟ' କ୍ଷେପଣାସ୍ତ୍ରର କ୍ରମାଗତ ଦୁଇଟି ସଫଳ ଉଡ଼ାଣ ପରୀକ୍ଷଣ କରାଯାଇଛି। ଏହି ପରୀକ୍ଷଣଗୁଡ଼ିକ ଜୁଲାଇ ୨୮ ଏବଂ ୨୯, ୨୦୨୫ ରେ ଓଡ଼ିଶା ଉପକୂଳରେ!-->…
ଗୋପାଳପୁର ଗଣଦୁଷ୍କର୍ମ: ୫୭୪ ପୃଷ୍ଠାର ଚାର୍ଜଶିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ
ଗୋପାଳପୁର ଗଣଦୁଷ୍କର୍ମ ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ସୋମବାର ଚାର୍ଜଶିଟ୍ ଦାଖଲ କରିଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଅଦାଲତରେ ୫୭୪ ପୃଷ୍ଠାର ଏହି ଚାର୍ଜଶିଟ୍ ଦାଖଲ କରାଯାଇଛି।
ସୂଚନାଯୋଗ୍ୟ, ଗତ ଜୁନ ୧୫ ତାରିଖରେ ଯୁବତୀ ଜଣକ ନିଜ ପୁରୁଷ ବନ୍ଧୁଙ୍କ ସହିତ ଗୋପାଳପୁର କାଠପୋଲ!-->!-->!-->…
ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ୧୩ତମ ପାଳି। ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ଆବଶ୍ୟକୀୟ ପଦକ୍ଷେପ!-->…
ନିର୍ଯାତନା ଅଭିଯୋଗରେ ଆରଏମସି କର୍ମୀଙ୍କ ଆତ୍ମହତ୍ୟା ଉଦ୍ୟମ
ରାଉରକେଲା: ରାଉରକେଲା ମ୍ୟୁନିସିପାଲ କର୍ପୋରେସନ (ଆରଏମସି)ର ଜଣେ ମହିଳା କର୍ମଚାରୀ କାର୍ଯ୍ୟସ୍ଥଳରେ ନିର୍ଯାତନା ଅଭିଯୋଗ କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।
ସରସ୍ୱତୀ ସାମନ୍ତ ନାମକ ଏହି ମହିଳା ଜଣକ ସୋସିଆଲ ମିଡିଆରେ ଲାଇଭ୍ ଆସି ନିଜ ମାନସିକ ସ୍ଥିତି ବିଷୟରେ କହିବା ପରେ ଏଭଳି ଚରମ!-->!-->!-->…
ବନ୍ୟା କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟା ଭିତରେ ମିଳିବ ସହାୟତା: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ବର: ବନ୍ୟା କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟା ଭିତରେ ସହାୟତା ମିଳିବ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ପ୍ରଦାନ କରିଛନ୍ତି।
ପାଗ ଅନୁକୂଳ ହେଲେ ଆସନ୍ତା କାଲି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ!-->!-->!-->…
ଟ୍ୱିନ୍ ସିଟିରେ ଟ୍ରାଫିକ୍ ସମ୍ଭାଳିବେ ଛାତ୍ରଛାତ୍ରୀ, ସୂଚନା ଦେଲେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ
ଭୁବନେଶ୍ୱର : ବର୍ତ୍ତମାନ କିଛି ମାତ୍ରାରେ କମିପାରେ ଟ୍ରାଫିକ ସମସ୍ୟା । ଟ୍ରାଫିକ୍ ବ୍ୟବସ୍ଥାକୁ ଆହୁରି ମଜବୁତ ହେବ। ଟ୍ୱିନ୍ ସିଟିରେ ଟ୍ରାଫିକ୍ ସମ୍ଭାଳିବେ ଛାତ୍ରଛାତ୍ରୀ । ଏନେଇ ସୂଚନା ଦେଲେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ।
ପୋଲିସ କମିଶନରଙ୍କ କହିବା ଅନୁସାରେ, ଆଜି ୫୩!-->!-->!-->…
ଅବଦୁଲ କଲାମ ଆଇଲାଣ୍ଡରୁ ପ୍ରଳୟ-୬ର ସଫଳ ଉତ୍କ୍ଷେପଣ
ଭୁବନେଶ୍ବର: ଭାରତକୁ ମିଳିଲା ଆଉ ଏକ ବଡ ସଫଳତା । ଆତ୍ମନିର୍ଭରଶୀଳ ରଣନୈତିକ ପ୍ରତିରକ୍ଷା ଭିତ୍ତିଭୂମି ଆଡ଼କୁ ଭାରତର ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟ ଛୁଇଁଛି । ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍କ୍ଷେପଣ ହୋଇଛି । ଆଜି (ସୋମବାର) ସକାଳ ୯.୪୫ରେ ଅବଦୁଲ କଲାମ ଆଇଲାଣ୍ଡରୁ!-->…
ସ୍ପଷ୍ଟ ଦିବାଲୋକରେ ଅପହରଣ ଉଦ୍ୟମ, କୌଶଳକ୍ରମେ ଖସିଆସିଲେ ନାବାଳିକା
ଢେଙ୍କାନାଳ: ସ୍ପଷ୍ଟ ଦିବାଲୋକରେ ଅପହରଣ ଉଦ୍ୟମ । କୌଶଳକ୍ରମେ ଖସିଆସିଲେ ନାବାଳିକା । ନାବାଳିକା ଛାତ୍ରୀଙ୍କୁ ଜୋର ଜବରଦସ୍ତ ଅପହରଣ ଉଦ୍ୟମ । ଢେଙ୍କାନାଳ ଟାଉନଥାନା ଅନ୍ତର୍ଗତ କାରିଗର ସାହି ନିକଟରେ ଘଟିଛି ଏହି ଘଟଣା ।
ଅଭିଯୋଗ ଅନୁୟାୟୀ ନାବାଳିକା ଜଣକ ସ୍କୁଲକୁ ଯିବାବେଳେ ୫ ଜଣ!-->!-->!-->…