Browsing Category

ଓଡିଶା

ପ୍ରୀତିରଞ୍ଜନଙ୍କ ଭଡ଼ା ଘରେ ଚଢ଼ାଉ

ନୂଆପଡା: ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ଚଢାଉ ହୋଇଛି । ନୂଆପଡା ଖରିଆର୍‌ ରୋଡରେ ଥିବା ତାଙ୍କ ବାସଭବନରେ ପୁଲିସ ଚଢାଉ କରିଥିବା ସୂଚନା ମିଳିଛି । ନୂଆପଡା ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ୱରେ ଅଛନ୍ତି ପ୍ରୀତିରଞ୍ଜନ । ଏହି ସମୟରେ ପୁଲିସ ଏଭଳି ଚଢାଉ କରିବା ନେଇ କର୍ମୀଙ୍କ…

କଟକ ମହାନଗର ନିଗମ କାଉନସିଲ ବୈଠକରେ କର୍ପୋରେଟରଙ୍କ ତୁମୁଳକାଣ୍ଡ

କଟକ : ଗ୍ଲାସ୍ ଭାଙ୍ଗିଲେ, ମାଇକ ଉପାଡ଼ିଲେ ଓ ଚେୟାର ଫିଙ୍ଗଲେ । କଟକ ମହାନଗର ନିଗମ-ସିଏମସି କାଉନସିଲ୍ ବୈଠକରେ କର୍ପୋରେଟରଙ୍କ ତୁମୁଳକାଣ୍ଡ। ଅନ୍ୟ ଜଣେ କର୍ପୋରେଟର ଏହାକୁ ବିରୋଧ କରିବାରୁ ଆହୁରି ବଢିଲା ବିବାଦ।କଟକ ମହାନଗର ନିଗମ କାଉନସିଲ୍ ବୈଠକରେ ୫୧ ନମ୍ବର କର୍ପୋରେଟର ରାକେଶ…

ଆସନ୍ତା ସପ୍ତାହରେ ଆଉ ଏକ ଲଘୁଚାପ!

ଭୁବନେଶ୍ୱର : ପୁଣି ଭିଜାଇବ ବର୍ଷା ।  ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପ ସାଗରରେ କିମ୍ବା ଆଣ୍ଡାମାନ ସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ।  ଏନେଇ ଆକଳନ କରିଛନ୍ତି ଅର୍ନ୍ତଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ ।  ଅନ୍ୟପଟେ କେନ୍ଦ୍ରେୀୟ…

ଅଧ୍ୟାପକଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଲେ ଛାତ୍ରୀ

ରାୟଗଡ଼ା: ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ ଦାଗ । ଅଧ୍ୟାପକଙ୍କ ନାଁରେ ଅସଦାଚରଣ ଅଭିଯୋଗ ଆଣିଲେ ଛାତ୍ରୀ । ପ୍ରତିବାଦରେ କଲେଜ ଫାଟକ ସମ୍ମୁଖରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ । ରାୟଗଡ଼ା ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଶିକ୍ଷା ଅନୁଷ୍ଠାନରୁ ଆସିଛି ଏଭଳି ସାଙ୍ଘାତିକ ଅଭିଯୋଗ । ଉକ୍ତ…

ସରପ୍ରାଇଜ ଭିଜିଟ କରି ସରକାରୀ ଅଧିକାରୀଙ୍କ କାମ ତଦାରଖ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ସରପ୍ରାଇଜ ଭିଜିଟ । କେମିତି କାମ କରୁଛନ୍ତି ସରକାରୀ ଅଧିକାରୀ । କାର୍ଯ୍ୟାଳୟକୁ ଠିକ୍ ଭାବେ ଆସୁଛନ୍ତି କି ନାହିଁ । ସଠିକ ସମୟରେ ଅଫିସ ଆସୁଛନ୍ତି କି ନାହିଁ ତାହା ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ୧୦ ଟା ୧୫ରେ ଅଚାନକ ରାଜୀବ…

ଇ-କେୱାଇସି କରିନାହାନ୍ତି ୧୫ ଲକ୍ଷରୁ ଅଧିକ ହିତାଧିକାରୀ, ନ‌ଭେମ୍ବରରୁ ମିଳିବନି ଚାଉଳ

ଭୁବନେଶ୍ବର: ଇ-କେୱାଇସି କରି ନ ଥିଲେ ନ‌ଭେମ୍ବରରୁ ଆଉ ମିଳିବନି ଚାଉଳ । କିଛି ଦିନ ତଳେ ରାସନ କାର୍ଡଧାରୀଙ୍କୁ ଏଭଳି ଚେତାବନୀ ଦେଇଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ଯାତ୍ରା ଆଜି ଅକ୍ଟୋବର ମାସ ଶେଷ ହେଉଛି । ତଥାପି ରାଜ୍ୟରେ ୧୫ଲକ୍ଷରୁ ଅଧିକ ହିତାଧିକାରୀ ଇ-କେୱାଇସି କରି…

ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ପାଳିତ: ଗଣଦୌଡରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସାରା ଦେଶ ପାଳୁଛି ଲୌହମାନବ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ । ଏହି ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଗଣଦୌଡ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକତା ଏବଂ ଆତ୍ମନିର୍ଭର ଭାରତର ଭାବନାକୁ ଜାଗ୍ରତ କରିବା ପାଇଁ ଏହି…

ଭାରତ ସାମୁଦ୍ରିକ ସପ୍ତାହରେ ଓଡ଼ିଶାର ଷ୍ଟଲକୁ ଶ୍ରେଷ୍ଠ ପୁରସ୍କାର

ମୁମ୍ବାଇ: ପୂର୍ବ ଭାରତର ସାମୁଦ୍ରିକ ପ୍ରବେଶ ଦ୍ୱାର, ଓଡ଼ିଶା ପୁଣି ଥରେ ଏକ ଜାତୀୟ ମଞ୍ଚରେ ଏହାର ସାମୁଦ୍ରିକ ଶକ୍ତି, ନବସୃଜନ ଏବଂ ସାଂସ୍କୃତିକ ଗଭୀରତା ପ୍ରଦର୍ଶନ କରିଛି। ମୁମ୍ବାଇରେ ଅନୁଷ୍ଠିତ ଭାରତ ସାମୁଦ୍ରିକ ସପ୍ତାହ(IMW) ୨୦୨୫ରେ ଓଡ଼ିଶା ଷ୍ଟଲ୍କୁ ଶ୍ରେଷ୍ଠ ପୁରସ୍କାର ମିଳିଛି।…

ବରିଷ୍ଠ ବିଜେପି ନେତା ଶଙ୍କର୍ଷଣ ପରିଡ଼ାଙ୍କ ପରଲୋକ

ଭୁବନେଶ୍ଵର: ବରିଷ୍ଠ ବିଜେପି ନେତା ଶଙ୍କର ପରିଡ଼ାଙ୍କର ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସ ରେ ତାଙ୍କର ବିୟୋଗ ହୋଇଛି। ଗତକାଲି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ସେ ଜିଲା ପରିଷଦ ସଭାପତି ଏବଂ ପୁରୀ ସଦର ପଞ୍ଚାୟତ ସମିତି ଅଧ୍ୟକ୍ଷ…

ଗଜପତି ଓ କୋରାପୁଟ ‘ମନ୍ଥା’ରେ ସର୍ବାଧିକ ପ୍ରଭାବିତ

ଭୁବନେଶ୍ବର: ସାମୁଦ୍ରିକ ଝଡ଼ ‘ମନ୍ଥା’ର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲା ପ୍ରଭାବିତ ହୋଇଛି। ଲଗାଣ ବର୍ଷା ଯୋଗୁଁ ୩ଟି ସ୍ଥାନରେ ଭୂସ୍ଖଳନ ହୋଇଛି। ଗଜପତି ଜିଲାର ରାମଗିରି (ବଡ଼ଗାଁ-ଅନଘା ମୁଖ୍ୟ ରାସ୍ତା) ଓ କାଶୀନଗର ଗର୍ଭାଠାରେ ୨ଟି ଭୂସ୍ଖଳନ ଘଟଣା ଏବଂ କୋରାପୁଟ ଜିଲାର ବରିପୁର…