Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସ୍କୁଟି ଡିକି ଭାଙ୍ଗି ୧୦ ଲକ୍ଷ ଟଙ୍କା ଲୁଟ୍
ଚୌଦ୍ବାର: ଡିକି ଭାଙ୍ଗି ଲୁଟିନେଲେ । ଘର ଆଗରୁ ଡିକି ଭାଙ୍ଗି ୧୦ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଚୌଦ୍ବାର ନପଙ୍ଗ ପଞ୍ଚାୟତ ଇଟୁଆ ଗାଁ କୋର କୋର ସାହିରୁ ଲୁଟ୍ ହୋଇଛି। ରବିନ୍ଦ୍ର କୁମାର ତ୍ରିପାଠୀ ନାମକ ଜଣେ ବ୍ୟକ୍ତି ବ୍ୟାଙ୍କରୁ ଟଙ୍କା ଉଠାଇ ଘରକୁ ଫେରି ଅଗମାରେ ଗାଡ଼ି ରଖିବା!-->…
ବସକୁ ଧକ୍କା ଦେଲା ଟ୍ରକ, ୩ ଯାତ୍ରୀ ଗୁରୁତର
ବାଲେଶ୍ୱର: ପିଛା ଛାଡୁନି ବସ୍ ଦୁର୍ଘଟଣା । ଘରୋଇ ଯାତ୍ରୀବାହୀ ବସକୁ ଧକ୍କା ଦେଇଛି ଟ୍ରକ୍ । ଏଥିରେ ୩ଯାତ୍ରୀ ଗୁରୁତର ହୋଇଛନ୍ତି । ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ନମ୍ବର ଜାତୀୟ ରାଜପଥର ଯୁଣବଳଦା ଛକ ନିକଟରେ ଦୁର୍ଘଟଣା ଘଟିଥିଲା । ଏହେସାନ୍ ନାମକ ଘରୋଇ ବସକୁ ଧକ୍କା!-->…
ପିନ ଗିଳି ଆଦର୍ଶ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ
ଫୁଲବାଣୀ : ଫୁଲବାଣୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଜଣେ ୭ମ ଶ୍ରେଣୀ ଛାତ୍ର ନୋଟିସ୍ ବୋର୍ଡରେ ଲାଗିଥିବା ପିନ୍ ଗିଳି ଦେବାରୁ ତାଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ମୃତକଙ୍କ ବାପା ଦାରିଙ୍ଗବାଡି ଥାନାରେ ଏତଲା ଦେଇଛନ୍ତି। ଛାତ୍ର ଜଣଙ୍କ ତୁଷାର ମିଶ୍ର ବୋଲି ଜଣାପଡିଛି । ପୁଅର ମୃତ୍ୟୁ ପାଇଁ!-->…
ଗଞ୍ଜାମ ଜିଲ୍ଲାରେ ଲଘୁ ଖଣିଜ ଦ୍ରବ୍ୟ ବେ ଲଗାମ୍ ଭାବେ ଲୁଟ ଚାଲିଛି …..!
ଚେଇଁ ସୋଇଛି ପ୍ରଶାସନ...!
ଚିକିତ୍ସାରେ ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା
ବାଲେଶ୍ଵର: ଶିଶୁ ମୃତ୍ୟୁ ଅଭିଯୋଗରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା। ଚିକିତ୍ସା ଅବହେଳା ପାଇଁ ଜଣେ ୩ ମାସର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତ ଶିଶୁ ବାଲେଶ୍ବର ଜିଲ୍ଲା ଜଳେଶ୍ଵର ଥାନା ଜମାଳପୁର ଅଞ୍ଚଳର ଶମ୍ଭୁନାଥ ରାଉଳଙ୍କ ତିନିମାସର ଶିଶୁ!-->…
ମାଟି ଅତଡା ଧସି ୨୦ଆଦିବାସୀ ଗ୍ରାମକୁ ଯାତାୟତ ଠପ୍
ପାତ୍ରପୁର: ସାମୁଦ୍ରିକ ଝଡ ମନ୍ଥା ପ୍ରଭାବରେ ଗଞ୍ଜାମ ଜିଲାର ପାତ୍ରପୁର ବ୍ଲକ୍ ରେ ଜିଲ୍ଲାର ସର୍ବାଧିକ ବୃଷ୍ଟି ରେକଡ୍ ହୋଇଛି। ବର୍ଷା ଫଳରେ ଦୁର୍ଗମ ପାହାଡ ଅଞ୍ଚଳରେ ଆଦିବାସୀ କରିଥିବା ବିଭିନ୍ନ ଫସଲ ମାଟିରେ ଅତଡାରେ ନଷ୍ଟ ହେବା ଆଶଙ୍କା ଦେଖା ଦେଇଛି। ଗତକାଲି ରାତିରେ ପ୍ରବଳ ବର୍ଷା ଫଳରେ!-->…
ରାଜଭବନ ସଚିବାଳୟ କାର୍ଯ୍ୟର ସମୀକ୍ଷା କଲେ ରାଜ୍ୟପାଳ
ଭୁବନେଶ୍ବର: ରାଜଭବନ ସଚିବାଳୟ କାର୍ଯ୍ୟର ସମୀକ୍ଷା କରିଛନ୍ତି ରାଜ୍ୟପାଳ ଡ. ହରିବାବୁ କମ୍ଭମପଟି। ଏ ନେଇ ରାଜଭବନ ମିନି କନଫରେନ୍ସ ହଲରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟପାଳ ଅଧିକାରୀମାନଙ୍କ ସହିତ ଆଲୋଚନା କରିବା ସହିତ ବିଭିନ୍ନ ସେକ୍ସନର ପ୍ରଦର୍ଶନର ମୂଲ୍ୟାଙ୍କନ କରିଥିଲେ। ବିଶେଷ!-->…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଏସଟି ଅଧିକାରୀ
ଟିଟିଲାଗଡ଼: ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ଟିଟିଲାଗଡ଼ ସି.ଟି. ଏଣ୍ଡ ଜି.ଏସ.ଟି. ଅଧିକାରୀ ଉମାକାନ୍ତ ମହାକୁର । ଜଣେ ବ୍ୟବସାୟୀ ରମେଶ ବସ୍ତିଆଙ୍କ ମିଥ୍ୟା ଜୋରିମାନା ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଅଧିକାରୀ ଶ୍ରୀ ମହାକୁର । ରମେଶଙ୍କୁ ୨୩!-->…
ମହୁମାଛି ଆକ୍ରମଣରେ ଛେଳି ଚରାଳି ମୃତ
ଚମ୍ପୁଆ : ମହୁମାଛି ଆକ୍ରମଣରେ ଜଣେ ମୃତ, ଦୁଇ ଗୁରୁତର। କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ରାମଚନ୍ଦ୍ରପୁରର ନିରାଶ ମୁଣ୍ଡା ବୋଲି ଜଣାପଡିଛି। ଦୁଇ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଚମ୍ପୁଆ ମେଡିକାଲରେ ଭର୍ତ୍ତି!-->…
କାଚ ଭାଙ୍ଗି କାରରୁ ୨୦ ଲକ୍ଷ ଟଙ୍କା ଲୁଟ୍
ବରଗଡ : ବରଗଡ ଗାନ୍ଧୀ ଛକରେ ଅଭାବନୀୟ ଘଟଣା ଘଟିଛି। କାର୍ କାଚ ଭାଙ୍ଗି ୨୦ ଲକ୍ଷ ଟଙ୍କା ଲୁଟ୍ ହୋଇଛି। ହୋଟେଲରେ ଖାଇବା ସମୟରେ କିଛି ଦୁର୍ବୁତ୍ତ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। କିଛି ଯୁବକ ଗାନ୍ଧୀ ଛକରେ ଥିବା ଏକ ହୋଟେଲକୁ ଖାଇବାକୁ ଯାଇଥିଲେ। ବରଗଡ ଏସ୍ବିଆଇରୁ ୧୫ ଲକ୍ଷ ଏବଂ!-->…