Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ବଢ଼ିଲା ଯୁକ୍ତ ଦୁଇ ଫର୍ମ ପୂରଣ ଅବଧି
ଭୁବନେଶ୍ଵର: ବାତ୍ୟା ମନ୍ଥା ପାଇଁ ଯୁକ୍ତ ଦୁଇ ଫର୍ମ ପୂରଣର ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଅକ୍ଟୋବର ୨୮ରେ ୨୦୨୬ର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣର ଶେଷ ତାରିଖ ଥିଲା। ହେଲେ ବାତ୍ୟା ମନ୍ଥା ପ୍ରଭାବ ପାଇଁ ଅନେକ କଲେଜର ଛାତ୍ରଛାତ୍ରୀମାନେ ଫର୍ମ ପୂରଣ କରିପାରିନାହାନ୍ତି। ଏ ନେଇ କଲେଜ!-->…
ବାତ୍ୟାରେ ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ, କ୍ଷୟକ୍ଷତି ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲା ପ୍ରଶାସନ
ଭୁବନେଶ୍ୱର : ବାତ୍ୟା ମୋନ୍ଥାରେ ରାଜ୍ୟର ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ। କାଲିଠାରୁ କ୍ଷୟକ୍ଷତି ନେଇ ରିପୋର୍ଟ ସଂଗ୍ରହ କରିବେ ଜିଲ୍ଲାପାଳ। ଫସଲର କ୍ଷୟକ୍ଷତି ନେଇ ତଥ୍ୟ ସଂଗ୍ରହ କରିବେ ଅଧିକାରୀ । ସଠିକ ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲାପ୍ରଶାସନ । ଏନେଇ ସୂଚନା!-->…
ରେଭେନ୍ସା ଇଷ୍ଟ ହଷ୍ଟେଲ୍ରେ ଝାଡ଼ାବାନ୍ତି: ୧୫ରୁ ଅଧିକ ଛାତ୍ର ଆକ୍ରାନ୍ତ
କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲର ୧୫ ଛାତ୍ର ଅସୁସ୍ଥ । ଫୁଡ ପଏଜନ ପାଇଁ ୧୫ ଛାତ୍ର ଅସୁସ୍ଥ ହୋଇଥିବା ସୂଚନା ମିଳିଛି । ସମସ୍ତଙ୍କୁ SCB ମେଡିକାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ପର୍ଯ୍ୟାୟରୁ ପିଇବା ପାଣିରୁ ଫୁଡ ପଏଜନ ହୋଇଥିବା ଜଣାପଡିଛି । ପାଣି ପରୀକ୍ଷା ପାଇଁ ପଠାଯାଇଛି ।
!-->!-->!-->…
ଆତ୍ମସମର୍ପଣ କଲେ ଦୁଇ ହାର୍ଡକୋର ମାଓବାଦୀ
ମାଲକାନଗିରି: ଦୁଇ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ମାଓ ସଙ୍ଗଠନର ସେଣ୍ଟ୍ରାଲ କମିଟି ମେମ୍ବର ପୁଲୁରି ପ୍ରସାଦ ରାଓ ଓରଫ ଚନ୍ଦ୍ରନ୍ନା, ଷ୍ଟେଟ କମିଟି ସଦସ୍ୟ ବି.ପ୍ରକାଶ ଓରଫ ପ୍ରଭାତ!-->…
ଟ୍ୱିନ ସିଟିରେ ସ୍ବାଭାବିକ ହେଲା ଟ୍ରେନ୍ ଓ ବିମାନ ଚଳାଚଳ
ଭୁବନେଶ୍ୱର : ବାତ୍ୟା ‘ମୋନ୍ଥା’ ଯୋଗୁଁ ଆନ୍ଧ୍ରପ୍ରଦେଶରେ ୩୫ଟି ବିମାନ ବାତିଲ୍ କରାଯାଇଛି। ଆନ୍ଧ୍ର ବିମାନବନ୍ଦର ଓ ପଡ଼ୋଶୀ ଅଞ୍ଚଳରୁ ସଂଯୋଗ କରୁଥିବା ରୁଟ୍ ଗୁଡ଼ିକରେ ୩୫ରୁ ଅଧିକ ବିମାନ ବାତିଲ୍ କରାଯାଇଛି। ବାତ୍ୟା ସମୟରେ ପ୍ରବଳ ବର୍ଷା ଓ କମ୍ ଦୃଶ୍ୟମାନତାକୁ ଦୃଷ୍ଟିରେ ରଖି ଏହି!-->…
ଟ୍ରକ-ବସ୍ ଧକ୍କା, ଡ୍ରାଇଭର ଓ ହେଲପର ମୃତ
ଜଳେଶ୍ବର: ଟ୍ରକକୁ ପଛରୁ ପିଟିଲା ବସ୍ । ମର୍ମନ୍ତୁଦ ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ମୃତ, ଏକାଧିକ ଯାତ୍ରୀ ଗୁରୁତର ହୋଇଛନ୍ତି । ଜଳେଶ୍ବର ଥାନା ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ନିକଟରେ ଦୁର୍ଘଟଣା ଘଟିଛି । ମୃତ ଡ୍ରାଇଭର ହେଲେ ସେକ୍ ଅବଦୁଲ୍ ଏବଂ ହେଲପର ଜଣକ ନରସିଂହ ଖଟୁଆ!-->…
ବାଲିଗୁଡାରେ କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଅବ୍ୟାହତ : ଜୀବନ ଯାତ୍ରା ବ୍ୟାହତ
ବାଲିଗୁଡା : ଦକ୍ଷିଣ-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ସୋମବାର ସକାଳେ ସାମୁଦ୍ରିକ ଝଡ଼ ‘ମନ୍ଥା’ରେ ପରିଣତ ହୋଇଛି । ମଙ୍ଗଳବାର ଦିନ ‘ମନ୍ଥା’ ସମୁଦ୍ରରୁ ଅଧୁକ ବଳ ଗୋଟାଇ ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି!-->…
ରାତି ୧୨ଟା ସୁଦ୍ଧା ସରିବ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା: ଆଇଏମ୍ଡି
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ମଧ୍ୟମରୁ ଅତି ପ୍ରବଳ ବର୍ଷା ଜାରି ରହିଛି। କେତେବେଳେ ବର୍ଷାର ପରିମାଣ ବଢୁଛି ତ ଆଉ କେତେବେଳେ ସାମାନ୍ୟ କମି!-->…
୪ ଲକ୍ଷ ଟଙ୍କା ସହ ବ୍ରାଉନ୍ ସୁଗାର ଜବତ, ୭ ଗିରଫ
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଦିନକୁ ଦିନ ବେଆଇନ୍ ବ୍ରାଉନସୁଗାର କାରବାର ବୃଦ୍ଧି ପାଇବାରେ ଲାଗିଛି। ସ୍ୱତନ୍ତ୍ର ପୁଲିସ ସ୍ୱାର୍ଡ ଓ ବୋଲଗଡ ଥାନା ପୁଲିସ ଚଢ଼ାଉ କରି ମାଣିକାଗୋଡା ଦଳେଇସାହିରୁ ୩୧୪.୯୭୦ ଗ୍ରାମ ବ୍ରାଉନ୍ ସୁଗାର, ନଗଦ ୪ ଲକ୍ଷ ଟଙ୍କା, ଦେଶୀ ବନ୍ଧୁକ, ୨ଟି କାର ଓ ୩ଟି!-->…
ବାତ୍ୟା ଆଶ୍ରୟସ୍ଥଳୀରେ କାର୍ଯ୍ୟରତ ଯୋଗାଣ ସହାୟକଙ୍କ ଆକସ୍ମିକ ମୃତ୍ୟୁ
ଗଜପତି : ଗଜପତି ଜିଲ୍ଲା ରାୟଗଡ ବ୍ଲକ ପୋତାର ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ବାତ୍ୟା ଆଶ୍ରୟସ୍ଥଳୀରେ କାର୍ଯ୍ୟରତ ଥିବା ଜଣେ କର୍ମଚାରୀଙ୍କର ଅଚାନକ ଭାବେ ମୃତ୍ୟୁ ଘଟିଛି। ମୃତକ ରାୟଗଡ ବ୍ଲକ ପୋତ୍ତାର ପଞ୍ଚାୟତର ୩୫ ବର୍ଷୀୟ ଯୋଗାଣ ସହାୟକ ସୁରେନ୍ଦ୍ର ଗମାଙ୍ଗ ବୋଲି ଜଣାପଡିଛି। ଗତକାଲି!-->…