Browsing Category

ଓଡିଶା

ନାଲକୋର କର୍ପୋରେଟ୍ କାର୍ଯ୍ୟାଳୟ ପରିଦର୍ଶନ କଲେ ରାଜ୍ୟପାଳ

ସିଏସ୍‌ଆର୍ ଅଧୀନରେ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ଉପରେ ଧ୍ୟାନ ଦେବାକୁ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ ଭୁବନେଶ୍ୱର :  ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଶୁକ୍ରବାର ଦିନ ନାଲକୋ (ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ ଲିଃ) ପରିଦର୍ଶନ କରିଛନ୍ତି । ଏହି ଅବସରରେ ନାଲକୋର

ଜୁଲାଇ ୨୮ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ୧୦୦୦ ଜଣଙ୍କ ଅନଲାଇନ୍ ପଞ୍ଜୀକରଣ ଶେଷ

ଭୁବନେଶ୍ୱର : ଆସନ୍ତା ସୋମବାର ଜୁଲାଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ୧୦୦୦ ଜଣ ଆବେଦନକାରୀ ସେମାନଙ୍କର ନାମ ଅନ୍ ଲାଇନ୍ ଯୋଗେ ପଞ୍ଜୀକରଣ କରିସାରିଛନ୍ତି । ଏହି ଅନଲାଇନ ପଞ୍ଜୀକରଣ ଆଜି ଜୁଲାଇ ୨୫ ତାରିଖ ସକାଳ ୧୦.୦୦ ଠାରୁ

ଆଶ୍ରମ ବିଦ୍ୟାଳୟରୁ ଆସିଲା ଲଜ୍ଜ୍ୟା ଖବର : ଦୁଇ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ :

ବାଲିଗୁଡା, ତା, ୨୫/୦୭ : କନ୍ଧମାଳରେ ପୁଣି ଲଜ୍ୟା।ପିଛା ଛାଡ଼ୁନି ନାବାଳିକା ଛାତ୍ରୀ ଗର୍ଭବତୀ ଘଟଣା। ଦୁଇ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଚିହ୍ନଟ ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଥାନାରେ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ତୁମୁଡିବନ୍ଧ ବ୍ଳକ ଅଞ୍ଚଳର ସରକାରୀ ଆବାସିକ ବାଳିକା ଉଚ୍ଚ

୨୦୨୫ରେ ସରିବ ପାନୀୟ ଜଳ ପ୍ରକଳ୍ପ, ଜଳଯୋଗାଣରେ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ: ମନ୍ତ୍ରୀ

ଭୁବନେଶ୍ୱର: ଆଜି ପାନୀୟ ଜଳ ଯୋଗାଣ ବିଭାଗର ହିସାବ ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ପାନୀୟ ଜଳ ବ୍ୟବସ୍ଥା ଆଜି ମଧ୍ୟ ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ହୋଇ ରହିଛି । ୨୦୭ ମେଗା ପ୍ରକଳ୍ପ ଦ୍ୱାରା ପାଣି ଦେବା ପାଇଁ ନିଷ୍ପତ୍ତି ହୋଇଥିଲା । ୧୮ଟି ପ୍ରକଳ୍ପରେ ସବୁ ଘରକୁ ଘର ଜଳ

୩୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ

କଟକ : ୩୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ ।  ଭୁବନେଶ୍ୱର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଡ ସୌରଭ ତ୍ରିପାଠୀ। ଏକ ସାର୍ଟିଫିକେଟ ପାଇଁ ନେଉଥିଲେ ଲାଞ୍ଚ। ବାରମ୍ବାର ଅନୁରୋଧ ସତ୍ତ୍ୱେ ସାର୍ଟିଫିକେଟ ଦେଉ ନଥିଲେ ସୌରଭ

ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ର ପାଖକୁ କୌଣସି ପ୍ରସ୍ତାବ ଯାଇନାହିଁ

ଭୁବନେଶ୍ୱର: ଓଡ଼ିଶାରେ ମେଟ୍ରୋ ଗଡ଼ିବା ନେଇ ଯେଉଁ ଅନିଶ୍ଚିତତା ଦେଖାଦେଇଛି ତାହା ସତ ବୋଲି ପ୍ରମାଣିତ ହୋଇଛି | ବାସ୍ତବରେ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ ଆଜି ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି | ମିଳିଥିବା ସୂଚନା ମୁତାବକ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ

ବୁଣାକାର ଶ୍ରମିକଙ୍କ ପାଇଁ ଖୁସି ଖବର; ଭତ୍ତା ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର: ବଢ଼ିଲା ବୁଣାକାର ଶ୍ରମିକଙ୍କ ଭତ୍ତା । ବୁଣାକାର ଶ୍ରମିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ତେବେ ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ, ମହିଳା ବୁଣାକାର ଶ୍ରମିକଙ୍କ ଭତ୍ତା ୭ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ନୂଆଦିଲ୍ଲୀ: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ବିଜେପି ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ଓଡ଼ିଶା ପ୍ରଭାରୀ

ଜୁଆ ଆଡ୍ଡା ଉପରେ ଚଢାଉ: ୧୯ ଗିରଫ

ବ୍ରହ୍ମପୁର: ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା। ହଠାତ ଚଢଉ କଲା ପୋଲିସ। ଏହା ଘଟଣାରେ ୧୯ ଜଣ ଗିରଫ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ୪ ଲକ୍ଷ ୪ ହଜାର ଟଙ୍କା ସହ ୨ ଟି କାର୍, ୫ ଟି ବାଇକ୍, ୧୯ ଟି ମୋବାଇଲ ଜବତ

ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର, ଖୋଲିଲା ଆଉ ୪ଟି ଗେଟ୍

ସମ୍ବଲପୁର : ଲଗାଣ ବର୍ଷାରେ ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ହୀରାକୁଦର ଆଉ ୪ଟି ଗେଟ୍ ଖୋଲିଲା । ଏବେ ମୋଟ ୧୨ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ବାମପଟରେ ୮ଟି ଓ ଡାହାଣ ପଟରେ ୪ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି । ବର୍ତ୍ତମାନ ହୀରାକୁଦ