Browsing Category

ଓଡିଶା

ସୁରକ୍ଷା ଦାବିରେ ରାଜଧାନୀରେ ଆମ ବସ୍ କର୍ମଚାରୀଙ୍କ ଆନ୍ଦୋଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ବର: ରାଜଧାନୀରେ ଆମ ବସ୍ ସେବା ଠପ୍। ମାଷ୍ଟରକ୍ୟାଣ୍ଟିନରେ ବସ୍ ଡିପୋରେ ବସ୍ ରଖି ଆନ୍ଦୋଳନ କରୁଛନ୍ତି ଡ୍ରାଇଭର୍ ଓ କଣ୍ଡକ୍ଟର୍। ସୁରକ୍ଷା ଦାବିରେ ସେମାନେ ଆନ୍ଦୋଳନ କରୁଥିବା ଜଣାଯାଇଛି। ବିନା କାରଣରେ ଆମ ବସ୍ ର ଡ୍ରାଇଭର୍ ଓ କଣ୍ଡକ୍ଟରଙ୍କୁ ମାଡ଼ ମରାଯାଇଥିବା ବେଳେ ଏହି ଘଟଣାରେ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସିି ଚାଲିଗଲା ମାଆ ଓ ପୁଅର ଜୀବନ, ଶାଶୁ ଗୁରୁତର

ବାଂଶପାଳ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସିି ଚାଲିଗଲା ମାଆ ଓ ପୁଅର ଜୀବନ। ମାଆ ଲୁଗା ଶୁଖାଉଥିବା ବେଳେ ଅଘଟଣ । ବୋହୂ ଓ ନାତିକୁ ବଞ୍ଚାଇବାକୁ ଯାଇ ଶାଶୁ ଗୁରୁତର । କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ସାହାରପୁର ଗାଁର ଅଭାବନୀୟ ଘଟଣା। ମୃତକ ହେଲେ ଗାଁର

ମୟୂରଭଞ୍ଜରରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବିଶୋଇ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ ଯୁକ୍ତ ୨

ନୂଆପଡ଼ାରେ ବାଘ ଆତଙ୍କ, ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ

ନୂଆପଡ଼ା : ନୂଆପଡ଼ାରେ ବାଘ ଆତଙ୍କ । ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ । ଧରମବନ୍ଧା ଥାନା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଆଶରାମ ରାଉତଙ୍କ ଗୁହାଳରେ ପଶି ଗାଈକୁ ମାରିଦେଇଥିବା ଅଭିଯୋଗ ହୋଇଛି । ଗ୍ରାମବାସୀଙ୍କ ହୋହଲ୍ଲା ପରେ

ସିବିଏସଇ ଦଶମ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୩.୬୬ ପ୍ରତିଶତ ରେକର୍ଡ

ଭୁବନେଶ୍ବର: ପ୍ରଥମେ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପରେ ଏବେ ଦଶମ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ମୋଟ ପାସ୍‍ହାର ୯୩.୬୬ ପ୍ରତିଶତ ରହିଛି । ଏଥର ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ୨.୩୭ ପ୍ରତିଶତ ଅଧିକ ରହିଛି । ବର୍ତ୍ତମାନ ସିବିଏସଇ ୱେବସାଇଟରେ ରେଜଲ୍ଟ

IAS ସନ୍ତୋଷ କୁମାରଙ୍କୁ ମିଳିଲା ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି ଭାବେ ଅତିରିକ୍ତ ଦାୟିତ୍ୱ

ଓଡ଼ିଶା କ୍ୟାଡରର ୧୯୯୪ ବ୍ୟାଚର ବରିଷ୍ଠ IAS ଅଧିକାରୀ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ମିଳିଲା ନୂଆ ଓ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ବର୍ତ୍ତମାନ ସେ ନୂଆ ଓ ନବୀକରଣଯୋଗ୍ୟ ଶକ୍ତି ମନ୍ତ୍ରଣାଳୟ (MNRE)ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏହାସହ ତାଙ୍କୁ ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ; ପାସ୍‍ ହାର ୮୮.୩୯ ପ୍ରତିଶତ

ଭୁବନେଶ୍ବର: ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ଫଳ ୨୦୨୫ ପ୍ରକାଶ କରାଯାଇଛି । ଚଳିତବର୍ଷ ଦ୍ବାଦଶରେ ପାସ୍ ହାର ୮୮.୩୯ ପ୍ରତିଶତ ରହିଛି । ଓଡ଼ିଶାରେ ପାସହାର ୭୮.୭୪ପ୍ରତିଶତ ରହିଛି । ସେହିପରି,

ଶ୍ରୀମନ୍ଦିର ସୁରକ୍ଷା ପାଇଁ ମୁତୟନ ହେଲା ଆର୍ମ ଭେଇକିଲ

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଆର୍ମ ଭେଇକିଲ ସୁରକ୍ଷା ମନ୍ଦିର ସମ୍ମୁଖରେ ମୁତୟନ ହୋଇଛି। ସମସ୍ତ ସୁରକ୍ଷା ଦିଗକୁ ନେଇ ଅନୁଧ୍ୟାନ କରିଛନ୍ତି ଡିଜି ଓ୍ବାଇ ବି ଖୁରାନିଆ। ବିଶେଷକରି ଯଦି କୌଣସି ଆତଙ୍କବାଦୀ ଆକ୍ରମଣ ଘଟିବ ତାହା ହେଲେ ତାକୁ କିଭଳି ପ୍ରତିହିତ କରାଯିବ ତା ଉପରେ ଗୁରୁତ୍ୱ

ବଡ଼ ଅପରାଧ ଯୋଜନା କୁ ପଣ୍ଡ କଲା ଗଞ୍ଜାମ ପୋଲିସ : ବନ୍ଧା ହେଲେ ୨୦ ଅପରାଧି,୮ ଟି ମାଉଜର ଓ ୩୧ ଟି ଜୀବନ୍ତ ଗୁଳି…

କେରାଣ୍ଡି ପଡୁଛି ଭାକୁର କେବେ...?? ମାଉଜର ଟାର୍ଗେଟ ରେ କିଏ କିଏ ….? ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୋଲିସକୁ ପୁଣି ଏକ ଦ୍ୱିତୀୟ ସଫଳତା ମିଳିଛି। ଚଳିତ ମାସ ୪ ତାରିଖ ରେ ୧୮ ଅପରାଧିକୁ ଧରିବାରେ ସଫଳ ହୋଇଥିଲା ଗଞ୍ଜାମ ପୋଲିସ। ସେମାନଙ୍କ ଠାରୁ କଟକ ବନ୍ଧୁକ

ବନବାସୀ ସେବା ସମିତର ୫୪ ତମ ଜୟନ୍ତୀ ସମାରୋହ : ପିଲାଙ୍କ ହସ୍ତଲିପି “ ବନବାସୀସ୍ମୃତି ” ଉନ୍ମୋଚନ

ବାଲିଗୁଡ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତର ୫୪ ତମ ଜୟନ୍ତୀ ସମାରୋହ ସମିତି ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଦେହ ତ୍ୟାଗ କରିଥିବା ମନିଷୀ ମାନଙ୍କ ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ଏକ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା l ପରେ ପରେ