Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଚାନ୍ଦବାଲିରେ ଜଳିଗଲା ଦୁଇ ମହଲା କୋଠା
ଚାନ୍ଦବାଲି: ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଦୁଇ ମହଲା କୋଠା । କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ପ୍ରାୟ ୧୬ଘଣ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଛି । ଚାନ୍ଦବାଲି, ଧାମରା, ତିହିଡି, ଭଦ୍ରକ, ରାଜକନିକାରୁ ୬ଟି ଦମକଳ ବାହିନୀ!-->…
ପତ୍ନୀଙ୍କ ସହ ଛଟ୍ ପୂଜାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଛଟ୍ ପୂଜାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ପତ୍ନୀ । ଭୁବନେଶ୍ୱର ବାଲିଯାତ୍ରା ପଡ଼ିଆରେ ଆୟୋଜିତ ଛଟ୍ ପୂଜାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ତାଙ୍କ ଧର୍ମପତ୍ନୀ ଯୋଗଦେଇଥିଲେ । ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ବସବାସ କରୁଥିବା ବିହାରୀ ସମ୍ପ୍ରଦାୟ ମହିଳା କୂଆଖାଇ ନଦୀରେ!-->…
ଏଣିକି ବସ୍ରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ: ନଚେତ ଗଣିବେ ତଣ୍ଡ
ଭୁବନେଶ୍ୱର : ରାଜ୍ୟରେ ଅଧିକାଂଶ ବସରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା । ସରକାରୀ ନିୟମ ରହିଥିଲେ ବି କେହି ଏହି ନିୟମ ପାଳୁନାହାଁନ୍ତି । ଅଗ୍ନି ନିରାପତ୍ତା ଯାଞ୍ଚ ମଧ୍ୟ ଆଦୌ ହେଉ ନାହିଁ । କୌଣସି ବସ୍ ଯାତ୍ରୀ ମଧ୍ୟ ଏଥିପାଇଁ ସଚେତନ ନୁହନ୍ତି । ଅନ୍ୟପକ୍ଷରେ ଏବେ ବ୍ୟାଟେରି!-->…
ଶୃଙ୍ଖଳିତ ଦର୍ଶନ ପାଇଁ ପଞ୍ଚୁକରେ କେବଳ ସିଂହଦ୍ୱାରରେ ପ୍ରବେଶ କରିବେ ଶ୍ରଦ୍ଧାଳୁ
ପୁରୀ: ଆଗକୁ ଆସୁଛି ପଞ୍ଚୁକ । ଏହି ପାଞ୍ଚ ଦିନ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ ପରିଲିକ୍ଷିତ ହେବ । ଏହାକୁ ଦୃଷ୍ଟିରେ ରଖି ଏହି ସମୟରେ ଯେପରି ଶ୍ରଦ୍ଧାଳୁ ମାନେ ଶୃଙ୍ଖଳାର ସହ ଦର୍ଶନ କରିପାରିବେ ଓ ନିର୍ଦ୍ଧାରିତ ସମୟରେ ମହାପ୍ରସାଦ ବାହାରିବ ଓ ଭଲରେ ମହାପ୍ରସାଦ ସେବନ କରିହେବ!-->…
‘ମୋନ୍ଥା’ ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଜିରୋ କାଜୁଆଲିଟି ଲକ୍ଷ୍ୟ
ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ନେଲା ମୋନ୍ଥା । ଏକ ଭୟଙ୍କର ଘୂର୍ଣ୍ଣିଝଡ଼ରେ ପରିଣତ ହୋଇ ଘଣ୍ଟା ପ୍ରତି ୧୫ କିଲୋମିଟର ବେଗରେ ସ୍ଥଳଭାଗ ମୁହାଁଉଛି ବାତ୍ୟା। ଅନ୍ୟପଟେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାତ୍ୟା ମୋନ୍ଥାର ପ୍ରଭାବ ଓ ପ୍ରସ୍ତୁତି ସଂପର୍କରେ ସମୀକ୍ଷା!-->…
ବାତ୍ୟା ‘ମୋନ୍ଥା’ ପାଇଁ ୩୨ ଟ୍ରେନ୍ ବାତିଲ
ଭୁବନେଶ୍ଵର: ଧୀରେ ଧିରେ ଉପକୂଳ ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା ମନ୍ଥା। ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ୍ -କଳିଙ୍ଗପଟ୍ଟନମ୍ ମଧ୍ୟବର୍ତ୍ତୀ ଅଞ୍ଚଳ କାକିନାଡା ନିକଟରେ ଏହା ସ୍ଥଳଭାଗ ଛୁଇଁବ। ତେବେ ଓଡିଶାରେ ପହଞ୍ଚିବାବେଳକୁ ଦୁର୍ବଳ ହୋଇଯାଇଥିବ। ତେବେ ବାତ୍ୟା ମୋନ୍ଥା ପାଇଁ ୨୭ ଏବଂ ୨୮!-->…
‘ମୋନ୍ଥା’ ମୁକାବିଲା ପାଇଁ ବିଏମ୍ସିର ପ୍ରସ୍ତୁତି
ଭୁବନେଶ୍ଵର: ରାଜଧାନୀରେ ମନ୍ଥା ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ବିଏମସି। ଭୁବନେଶ୍ଵରରେ ୫୦ ଆଶ୍ରୟସ୍ଥଳ ସହ ସବୁ ସରକାରୀ ସ୍କୁଲ ପ୍ରସ୍ତୁତ ଅଛି। ପ୍ରବଳ ବର୍ଷା , ପବନ ଯୋଗୁଁ ବହୁ ଗଛ ଭାଙ୍ଗିଯିବା ସହ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ଗଛ କାଟିବା ସହ!-->…
ନୂଆପଡାରେ ପ୍ରଚାର କଲେ କଟକ ମେୟର ସୁବାସ ସିଂହ
ନୂଆପଡ଼ା: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନୂଆପଡା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ କଟକ ମେୟର ସୁବାସ ସିଂହ ଷ୍ଟାର ପ୍ରଚାରକ ଭାବରେ ପ୍ରଚାର କରିଛନ୍ତି। ମେୟର ସିଂହ ନୂଆପଡା ପ୍ରତି ଥିବା!-->…
ନୟାଗଡ଼ ଜିଲା କାରାଗାରରେ କଏଦୀଙ୍କ ମଧ୍ୟରେ ସଂଘର୍ଷ…
ନୟାଗଡ: ନୟାଗଡ ଜିଲ୍ଲା କାରାଗାରରେ ଦୁଇ ଗୋଷ୍ଠୀ କଏଦୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଜେଲ୍ ଅଧିକ୍ଷକଙ୍କ ସହ ଜେଲ୍ କର୍ମଚାରୀ ଓ କଏଦୀ ଆହତ ହୋଇଥିବା ସୂଚନା ମିଳିଛି। କଏଦୀଙ୍କ ମଧ୍ୟରେ ସଂଘର୍ଷ ଅଟକାଇବାକୁ ଚେଷ୍ଟା କରିଥିଲେ ଜେଲ୍ ଅଧିକ୍ଷକ ଓ କର୍ମଚାରୀ । ସଂଘର୍ଷ ଅଟକାଇବା ସମୟରେ!-->…
ଦୁର୍ବଳ ଅବସ୍ଥାରେ ଓଡ଼ିଶାରେ ପହଞ୍ଚିବ ‘ମୋନ୍ଥା’: ଆଇଏମଡି
ଭୁବନେଶ୍ବର: ଧୀରେ ଧୀରେ ଉପକୂଳ ମୁହାଁ ହେଉଛି ବାତ୍ୟା ‘ମୋନ୍ଥା‘। ଆନ୍ଧ୍ରପ୍ରଦେଶର ମଛିଲିପତନମ-କଳିଙ୍ଗପତନମ ମଧ୍ୟବର୍ତ୍ତୀ ଅଞ୍ଚଳ କାକିନାଡା ନିକଟରେ ଏହା ସ୍ଥଳଭାଗ ଛୁଇଁବ। ତେବେ ଓଡ଼ିଶାରେ ବାତ୍ୟା ପହଞ୍ଚିବା ବେଳକୁ ଦୁର୍ବଳ ହୋଇଯାଇଥିବ। ଭାରତ ପାଣିପାଗ ବିଭାଗ(ଆଇଏମଡି) ଡିଜି!-->…