Browsing Category

ଓଡିଶା

ଭାରତ-ପାକିସ୍ତାନ ବିବାଦ: ସେନାବାହିନୀକୁ ଦୃଢ଼ ସମର୍ଥନ କରିବାପାଇଁ ରାଜ୍ୟପାଳଙ୍କ ଆହ୍ବାନ

ଭୁବନେଶ୍ୱର: ପହଲଗାମରେ ସମ୍ପ୍ରତି ଘଟିଯାଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣ ଘଟଣା ଏବଂ ତତ୍ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉପୁଜିଥିବା ଘଟଣା କ୍ରମ ପରିପ୍ରେକ୍ଷୀରେ ଶନିବାର ଅପରାହ୍ନରେ ରାଜଭବନର ନ୍ୟୁ ଅଭିଷେକ ହଲ ଠାରେ ଏକ ସ୍ବତନ୍ତ୍ର ବୈଠକ ଆୟୋଜିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ

ଧନ, ଜୀବନର ସୁରକ୍ଷା ଆମ ଦାୟିତ୍ୱ : ସିଭିଲ ଡିଫେନ୍ସ ସଙ୍ଗଠନରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର : ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ । ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ । ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ ଯୋଗ ଦେବାକୁ ଯୁବ

ସର୍ଟ ସର୍କିଟରୁ ଗୁଣପୁର ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି I ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର

ଡ୍ରୋନ୍ ଉପରେ କଡା ନଜର ସହ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକୁ ନୋ-ଫ୍ଲାଏ ଜୋନ୍ ଘୋଷଣା କଲେ ଓଡିଶା ସରକାର

ଭୁବନେଶ୍ବର: ଭାରତ-ପାକିସ୍ତାନ ବିବାଦ ବୃଦ୍ଧି ପାଉଥିବା ମଧ୍ୟରେ, ଓଡ଼ିଶା ସରକାର କିଛି ଉପକୂଳବର୍ତ୍ତୀ ଅଞ୍ଚଳକୁ ନୋ-ଫ୍ଲାଏ ଜୋନ୍ ଭାବରେ ଘୋଷଣା କରିଛନ୍ତି ଏବଂ ରାଜ୍ୟରେ ଡ୍ରୋନ୍ ବ୍ୟବହାର ଉପରେ କଡ଼ା ନଜର ରଖିଛନ୍ତି। ପାକିସ୍ତାନ ନିରନ୍ତର ଭାବରେ ଭାରତର ସୀମାବର୍ତ୍ତୀ ଅଞ୍ଚଳଗୁଡ଼ିକରେ

ସାରା ଓଡ଼ିଶାରେ ହାଇଆର୍ଲଟ: ପରିସ୍ଥିତି ଅନୁସାରେ ନିଆଯିବ ପଦକ୍ଷେପ

ଭୁବନେଶ୍ବର: ସାରା ଓଡ଼ିଶାକୁ ହାଇଆର୍ଲଟରେ ରଖାଯାଇଛି। ପରିସ୍ଥିତି ଅନୁସାରେ ନିଆଯିବ ଆକ୍ସନ। ଓଡ଼ିଶାର ସୁରକ୍ଷା ବ୍ୟବସ୍ଥାକୁ ନେଇ ଅନୁଷ୍ଠିତ ବୈଠକ ପରେ ଏଭଳି ସୂଚନା ଦେଇଛନ୍ତି ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର।ସେ କହିଛନ୍ତି, ଓଡ଼ିଶାର ସୁରକ୍ଷା ବ୍ୟବସ୍ଥାକୁ ନେଇ ଅନୁଷ୍ଠିତ ବଡ଼ ଧରଣର

୪ ଦିନ ଯାଏଁ ତାତିରୁ ନିସ୍ତାର ନାହିଁ, ଆହୁରି ୫ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର: ମେ ୧୪ ପର୍ଯ୍ୟନ୍ତ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିବ। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ସୂଚନା ଦେଇଛି। ମେ ୧୦ ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, ପୁରୀ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ ଏବଂ

ମଇ ୨୭ ତାରିଖ ସୁଦ୍ଧା କେରଳ ଛୁଇଁବ ମୌସୁମୀ

ଭୁବନେଶ୍ବର: ଏଥର ସଅଳ ଆସିବ ମୌସୁମୀ। ଗତ ବର୍ଷ ମଇ ୩୦ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିଲା । ହେଲେ ୨୦୨୫ରେ ମଇ ୨୭ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦେଶର ମୁଖ୍ୟ ଭୂଖଣ୍ଡ କେରଳ ନିକଟରେ ଛୁଇଁବା ସମ୍ଭାବନା ରହିଛିl ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା

ଓଡ଼ିଶା ତଟକୁ ଜଗିଛି ଡ୍ରୋନ, ୫ ଜଣ ଲେଖାଏଁ ପିଏସଓ ମୁତୟନ

ଭୁବନେଶ୍ୱର : ଓଡ଼ିଶା ତଟକୁ ଜଗିଛି ଡ୍ରୋନ । ମାଛଧରା ବନ୍ଦରରେ ଡ୍ରୋନ ମୁତୟନ କରାଯାଇଛି । ୫ ଜଣ ଲେଖାଏଁ ପିଏସଓ ମୁତୟନ କରାଯାଇଛି । ଉପକୂଳ ସୁରକ୍ଷା ପ୍ରସ୍ତୁତି ନେଇ ତଟ ସୁରକ୍ଷା ADG ଅରୁଣ ବୋଥ୍ରାଙ୍କ ସୂଚନା ଦେଇଛନ୍ତି। କମ୍ୟୁନିଟି ପୋଲିସିଂ ପ୍ରୋଗ୍ରାମ ଜାରି ରହିଛି । ୧୮ଟି

ଭାରତ-ପାକ୍ ଉତ୍ତେଜନା: ସମସ୍ତ ଜିଲ୍ଲାପାଳ, ଆରଡିସିଙ୍କ ଛୁଟି ବାତିଲ ନିର୍ଦ୍ଦେଶ

ଭୁବନେଶ୍ୱର: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏହା ମଧ୍ୟରେ ଓଡ଼ିଶା ସରକାର ସମସ୍ତ ଜିଲ୍ଲାପାଳ ଏବଂ ରାଜସ୍ୱ ବିଭାଗୀୟ କମିଶନର (ଆରଡିସି)ଙ୍କ ଛୁଟି ବାତିଲ କରିଛନ୍ତି। ପଶ୍ଚିମ ଭାରତରେ ଯୁଦ୍ଧ ପରି ପରିସ୍ଥିତିକୁ ନଜରରେ ରଖି ଶୁକ୍ରବାର ଦିନ ସାଧାରଣ

ଯୁଦ୍ଧର ଘନଘଟା ଭିତରେ ଓଡ଼ିଶା ଫେରିଛନ୍ତି ଜମ୍ମୁ କାଶ୍ମୀରରେ ପଢୁଥିବା ୩ ଛାତ୍ରୀ, ସହଯୋଗ କଲା ପ୍ରଶାସନ

ବାଲେଶ୍ୱର : ଯୁଦ୍ଧର ଘନଘଟା ଭିତରେ ଓଡ଼ିଶା ଫେରିଛନ୍ତି ଜମ୍ମୁ କାଶ୍ମୀରରେ ପଢୁଥିବା ଛାତ୍ରଛାତ୍ରୀ । ପ୍ରଶାସନର ସହଯୋଗରେ ବାଲେଶ୍ଵରରେ ପହଞ୍ଚିଲେ ଛାତ୍ରୀ । ସେମାନେ ହେଲେ ହେନା ମଙ୍ଗଲ, ଗୀତାଞ୍ଜଳି ଜେନା , ଜସ୍ମିତା ନାୟକ । ଛାତ୍ରୀ ମାନଙ୍କ ଘର ବାରିପଦା , ଜଳେଶ୍ଵର ଓ ଲଙ୍ଗଳେଶ୍ବର