Browsing Category

ଓଡିଶା

ପରକିୟା ପ୍ରୀତି ସନ୍ଦେହରେ ମହିଳା ଓ ପୁରୁଷଙ୍କୁ ଜୋତା ମାଳ ପିନ୍ଧାଇବା ଅଭିଯୋଗରେ ୪ ଗିରଫ

ଆନନ୍ଦପୁର : ମହଙ୍ଗା ପଡ଼ିଲା କଙ୍ଗାରୁ କୋର୍ଟ । ପରକିୟା ପ୍ରୀତି ସନ୍ଦେହରେ ଜଣେ ମହିଳା ଓ ପୁରୁଷଙ୍କୁ ଜୋତା ମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ପଡ଼ିଲା ମହଙ୍ଗା । ଭିଡିଓ ଭାଇରାଲ ପରେ ୪ଜଣଙ୍କୁ ଗିରଫ କଲା ପୋଲିସ । ଆନନ୍ଦପୁର ଥାନା ଷଡ଼ଙ୍ଗୀ ଗ୍ରାମର ଅଭାବନୀୟ ଘଟଣା । ଗାଁର…

ଯୁବକଙ୍କୁ ଦଳି ମାରିଦେଲା ହାତୀ

ଭଞ୍ଜନଗର : ଯୁବକଙ୍କୁ ଦଳିଦେଲା ଦନ୍ତା । ଘରେ ଶୋଥିବା ବେଳେ ଘରୁ ଟାଣି ନେଇ ଯୁବକଙ୍କୁ ମାରିଦେଲା ବଣୁଆ ହାତୀ । ଗଞ୍ଜାମ ଜିଲ୍ଲା ଉତ୍ତର ଘୁମସର ବନଖଣ୍ଡ ମୁଜାଗଡ଼ ବନାଞ୍ଚଳ ବେଲାଟୁଣି ଗାଁର ଘଟଣା । ଘର ପିଣ୍ଡାରେ ଶୋଇଥିବାବେଳେ ଭୋରରୁ ଆକ୍ରମଣ କରିଥିଲା ହାତୀ । ପରେ ପରେ ଗୋଡ଼ାଇ ଗୋଡ଼ାଇ…

ପାନ ଦୋକାନୀଙ୍କୁ ଖଣ୍ଡାରେ ହାଣି ହତ୍ୟା

ଜଗତସିଂହପୁର: ପାନ ଦୋକାନୀଙ୍କୁ ଖଣ୍ଡାରେ ହାଣି ହତ୍ୟା । ଜଗତସିଂହପୁର ସଦର ଥାନା ଯୋଗଧାରି ଠାରେ ନୃଶଂସ ହତ୍ୟାକାଣ୍ଡ ହୋଇଛି । ମୃତକ ହେଲେ ବଳରାମପୁର ପଞ୍ଚାୟତ ଗୋପ ଗ୍ରାମର ଚୈତନ୍ୟ ପୋଥାଳଙ୍କ ପୁଅ ଜ୍ଞାନ ରଂଜନ ପୋଥାଳ । ସେ ଯୋଗଧାରି ଛକରେ ନିଜ ପାନଦୋକାନ ବନ୍ଦ କରି ବିଳମ୍ବିତ ରାତିରେ…

ଜିଲ୍ଲା କିନ୍ନର ସଂଘର ମହାନତା: କାଳୀପୂଜା ପାଇଁ ଆର୍ଥିକ ସହାୟତା ପ୍ରଦାନ

ଉମରକୋଟ, ତା ୨୫/୧୦: ଆଜିର ଏହି ସ୍ୱାର୍ଥପର ସମାଜରେ ଯେତେବେଳେ ସମସ୍ତେ ନିଜ ନିଜ ସ୍ୱାର୍ଥରେ ବ୍ୟସ୍ତ ଥାଇ ଏପରିକି ନିଜ ଆତ୍ମୀୟ ଲୋକଙ୍କୁ ମଧ୍ୟ ସାହାଯ୍ୟ କରିବାକୁ କୁଣ୍ଠାବୋଧ କରୁଛନ୍ତି, ସେହି ସମୟରେ ଜିଲ୍ଲା କିନ୍ନର ସଂଘ ବିଭିନ୍ନ ପୂଜା କମିଟିକୁ ଅନୁଦାନ ଦେଇ ଚର୍ଚ୍ଚାର…

ଭଗବାନ ଭରସା ରେ ସରକାରୀ ବିଦ୍ୟାଳୟ….!

ସଞ୍ଜ ନଇଁଲେ ଶିକ୍ଷାନୁଷ୍ଠାନ ମଦ୍ୟପ ମାନଙ୍କ ଆଡ୍ଡା ସ୍ଥଳୀ ପାଲଟି ଯାଉଛି….! ଷଷ୍ଠ ଶ୍ରେଣୀ ଛାତ୍ର କୁ ଅଷ୍ଟମ ଶ୍ରେଣୀ ଛାତ୍ର ମିଶି ବିଦ୍ୟାଳୟ ପରିସର ରେ ମଦ ପିଆଇ ଦେଲେ….! ବ୍ରହ୍ମପୁର : ଆସିକା ବ୍ଳକ ଇଲାକାରେ ଶିକ୍ଷା ବ୍ୟବସ୍ଥା ର ବିକଳ ଚିତ୍ର ଦେଖିବାକୁ ମିଳୁଛି। ସୁରଭି ଆୟୋଜନ…

୩୦୨ ଓଡ଼ିଆ ଯୁବକଯୁବତୀଙ୍କୁ ମିଳିଲା ସରକାରୀ ଚାକିରି

ଭୁବନେଶ୍ୱର/ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବ୍ୟାପୀ ଆୟୋଜିତ ରୋଜଗାର ମେଳା କାର୍ଯ୍ୟକ୍ରମକୁ ଆଭାସୀ ମାଧ୍ୟମରେ ସମ୍ବୋଧିତ କରିବା ସହିତ ୫୧ ହଜାରରୁ ଅଧିକ ଯୁବକଯୁବତୀଙ୍କୁ ସରକାରୀ ଚାକିରିର ନିଯୁକ୍ତିପତ୍ର ବାଣ୍ଟିଛନ୍ତି। ଏହି କ୍ରମରେ ଭୁବନେଶ୍ୱରସ୍ଥିତ ରେଳ…

‘କଳାମଣ୍ଡଳ’ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। …

ବାଘ ଆକ୍ରମଣରେ ଛେଳି ଚରାଳି ଗୁରୁତର

ଅନୁଗୋଳ: ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଅନ୍ତର୍ଗତ ଟାଇଁସି ଗ୍ରାମ ନିକଟରେ ବାଘ ଆକ୍ରମଣରେ ଜଣେ ଗୁରୁତର ଆହତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଜଣକ ହେଲେ ଟାଇଁସି ଗ୍ରାମର ପୁରେନ୍ଦ୍ର ବେହେରାଙ୍କ ପୁଅ ବସନ୍ତ ବେହେରା (୫୫)। ସୂଚନାଯୋଗ୍ୟ, ବସନ୍ତ…

କାଠ ଫାଳିଆରେ ପିଟିପିଟି ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ

କପ୍ତିପଦା: ସ୍ବାମୀ ଭୁଲିଗଲା ସଂପର୍କ। ବିବାହ ବେଦିରେ ଧରିଥିବା ହାତ ଏବଂ ପ୍ରତିଜ୍ଞାକୁ ଭୁଲି ଯାଇ ପତ୍ନୀଙ୍କୁ ନିମର୍ମ ଭାବେ ହତ୍ୟା କରିଛି। ଜହ୍ଲାଦ ସ୍ୱାମୀର କାଠ ଫାଳିଆ ମାଡ଼ରେ ପତ୍ନୀଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ମୟୂରଭଂଜ ଜିଲ୍ଲା କପ୍ତିପଦା ବ୍ଲକ ଅଧୀନ ଶରତ ଥାନା…

ନୂଆପଡ଼ାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ମାରାଥନ ପ୍ରଚାର

ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଶୁକ୍ରବାର ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ କୋମନା ବ୍ଲକର ୩ ନମ୍ବର ଜିଲା ପରିଷଦ ଜୋନରେ ମାରାଥନ ପ୍ରଚାର କରିଛନ୍ତି। ନୂଆଗାଁ ପଞ୍ଚାୟତରୁ ସେ ପ୍ରଚାର ଆରମ୍ଭ…