Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସେଞ୍ଚୁରିଆନ ୟୁନିଭର୍ସିଟିିର ଜଣେ ହଷ୍ଟେଲ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ…
ଛତ୍ରପୁର : ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଆଇଆରଇଏଲ ଛକ ନିକଟ ସେଞ୍ଚୁରିଆନ ୟୁନିଭର୍ସିଟିିର ଜଣେ ହଷ୍ଟେଲ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଛତ୍ରପୁର ବ୍ଲକ ଲକ୍ଷ୍ମୀପୁର ଗାଁର ଡି.ପୁରୁଷୋତ୍ତମ ରେଡ୍ଡୀ। ସେ ଉକ୍ତ ୟୁନିଭର୍ସିଟିର ହଷ୍ଟେଲରେ ରହି ଓଡ଼ିଶା!-->…
ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୨୨ ନକ୍ସଲ ନିହତ
ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସୀମାନ୍ତବର୍ତ୍ତିୀ କାରେଗଟ୍ଟା ଜଂଗଲରେ ଗତ ୧୬ ଦିନ ହେବ ମାଓ ଅପେରସନ ଜୋରଦାର ଚାଲିଛି। ତେବେ ଗତକାଲି ରାତିଠାରୁ ଜଙ୍ଗଲରେ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ଏହି ଗୁଳିବିନିମୟରେ ୨୨ ଜଣ ନକ୍ସଲ!-->…
ଦକ୍ଷତା ବିକାଶ ପାଇଁ ୫ଟି ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠାକୁ କ୍ୟାବିନେଟ୍ ମଞ୍ଜୁରି
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶରେ ଧନ୍ଦାମୂଳକ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ଲାଗି ଏକ ପ୍ରମୁଖ ପଦକ୍ଷେପ ଗ୍ରହଣ କରାଯାଇଛି। ଦେଶରେ ଥିବା ଶିଳ୍ପ ତାଲିମ ପ୍ରତିଷ୍ଠାନଗୁଡ଼ିକର ଉନ୍ନତୀକରଣ ପାଇଁ ଏକ!-->…
ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା
ପୁରୀ : ପଶ୍ଚିମବଙ୍ଗ ଦୀଘା ମନ୍ଦିର ପ୍ରତିଷ୍ଠାକୁ ନେଇ ବିବାଦ ତେଜିବାରେ ଲାଗିଛି। ଦୀଘା ମନ୍ଦିରକୁ ‘ଜଗନ୍ନାଥ ଧାମ’ ଉଲ୍ଲେଖ କରିବା ନେଇ କେବଳ ଓଡ଼ିଶା ନୁହେଁ, ପଶ୍ଚିମବଙ୍ଗରେ ମଧ୍ୟ ଆରମ୍ଭ ହୋଇଥିବା ବିତର୍କ ଥମିନାହିଁ। ପୁରୀ ଜଗନ୍ନାଥ ଧାମକୁ ଇଜ୍ଜତ କରୁଛି ବୋଲି ଗତକାଲି ବୟାନ ଦେଇଥିବା!-->…
ମେ’ ୧୨ ସୁଦ୍ଧା ସିବିଏସ୍ଇ ଫଳ !
ଭୁବନେଶ୍ବର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍ଇ)ଦ୍ବାରା ପରିଚାଳିତ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ମେ’ ୧୨ ସୁଦ୍ଧା ପ୍ରକାଶ ପାଇବା ସମ୍ଭାବନା ରହିିଛି। ଦଶମରେ ପ୍ରାୟ ୨୪.୧୨ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଥିବାବେଳେ ଦ୍ବାଦଶରେ!-->…
‘ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ରାଜ୍ୟ ସରକାର କ୍ରମାଗତ ଉଦ୍ୟମ କରୁଛନ୍ତି’
ଭୁବନେଶ୍ୱର: ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ରାଜ୍ୟ ସରକାର ଢେଙ୍କାନାଳ, ବ୍ରହ୍ମପୁର ଓ ବାଲେଶ୍ୱରରେ ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱରସ୍ଥିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ର ସଂସଦର ବାର୍ଷିକ ଉତ୍ସବରେ!-->…
ଯୁଦ୍ଧ ପାଇଁ ମକ୍ ଡ୍ରିଲ୍, ବାଜିଲା ସାଇରନ୍
ଭୁବନେଶ୍ବର : ଯୁଦ୍ଧ ପ୍ରସ୍ତୁତି ପାଇଁ ମକ୍ ଡ୍ରିଲ୍। ରାଜଧାନୀ ଭୁବନେଶ୍ୱରରେ ବାଜିଲା ସାଇରନ। ଏଥିସହିତ ଏକାସାଙ୍ଗରେ କେନ୍ଦ୍ରାପଡ଼ା, ପାରାଦୀପ, ବାଲେଶ୍ୱର, ରାଉରକେଲା, ଗଞ୍ଜାମର ଗୋପାଳପୁରରେ ମଧ୍ୟ ଏହି ଯୁଦ୍ଧ ସାଇରନ ବାଜିଛି। ବୋମା ବର୍ଷଣ ବେଳେ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନକୁ!-->…
ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ମମତାଙ୍କୁ ଚିଠି ଲେଖିଲେ ମୋହନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଶ୍ରୀ ମାଝୀ ଚିଠି ଲେଖବାର କାରଣ ହେଲା ପଶ୍ଚିମବଙ୍ଗର ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଦୀଘା ଜଗନ୍ନାଥ!-->…
ନବରଙ୍ଗପୁର ଜିଲ୍ଲାକୁ ଓଡ଼ିଶାର ମୁଖ୍ୟଶାସନ ସଚିବଙ୍କ ଦିନିକିଆ ଗସ୍ତ
ନବରଙ୍ଗପୁର : ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନବରଙ୍ଗପୁର ଜିଲ୍ଲାକୁ ଦିନିକିଆ ଗସ୍ତ ରେ ଆସି ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକାରୀ ପ୍ରକଳ୍ପ ପରିଦର୍ଶନ କରିଛନ୍ତି। ମୂଖ୍ୟ ଶାସନ ସଚିବ ଙ୍କ ସହ ଜିଲାପାଳ ଡ଼ା ଶୁଭଙ୍କର ମହାପାତ୍ର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ!-->…
ଏସବୁ ଜିଲାରେ ବର୍ଷିବ ; ୨ ଦିନ ପରେ ପୁଣି ଫେରିବ ତାତି
ଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା କାରଣରୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । କାଳବୈଶାଖୀ ବର୍ଷା ପାଇଁ ବୁଧବାର ପାଇଁ ୨୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଆଜି ପାଇଁ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି,!-->…