Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
OTET ପରୀକ୍ଷା ବନ୍ଦ ପରେ ନିରାଶ ହେଲେ ପରୀକ୍ଷାର୍ଥୀ
ରାତି ଅଧିଆ ବନ୍ଦ ହେଲା ଓଟିଇଟି ପରୀକ୍ଷା । ନିରାଶ ହେଲେ ପରୀକ୍ଷାର୍ଥୀ । ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ସାରା ରାଜ୍ୟରେ ଆଜି ଅନୁଷ୍ଠିତ ହେବାର ଥିଲା ଏହି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଏହି ସ୍ୱତନ୍ତ୍ର ଓଟିଇଟି ।!-->…
ICC ରିପୋର୍ଟରେ ନାହିଁ ତାଳମେଳ, ସନ୍ଦେହ ଘେରରେ ସଦସ୍ୟ !
ବାଲେଶ୍ୱର : ICC ରିପୋର୍ଟ କଣ ଏମିତି ଥିଲା ଯେ ଛାତ୍ରୀ ସପକ୍ଷରେ ଯାଇନଥିଲା । କାହିଁକି ଛାତ୍ରୀ ଜଣକ ଆତ୍ମାହୁତି ଦେଇଦେଲେ କଲେଜ୍ ରୁ ନ୍ୟାୟ ନପାଇ । ଗୋଟିଏ ପଟେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଭାର ନେଇଥିବା ବେଳେ ଆଇସିସି ରିପୋର୍ଟ ପଢ଼ିଲେ ICC ସଦସ୍ୟ ମାନଙ୍କୁ ସନ୍ଦେହ!-->…
ମଦ ନିଶାରେ ଜିଅନ୍ତା ସାପକୁ ଚୋବାଇ ଖାଇଲେ ବଲାଙ୍ଗୀର ବ୍ୟକ୍ତି
ବଲାଙ୍ଗୀର: କଥାରେ ଅଛି ନାଲି ପାଣି ନିଶା, ଅସମ୍ଭବକୁ ବି ସମ୍ଭବ କରି ଦେଖାଇବ । ଯାହାର ଏକ ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲାରେ । ଏହାରେ ଜଣେ ମଦ୍ୟପ ବ୍ୟକ୍ତି ଏକ ଜିଅନ୍ତା ନାଗ ସାପକୁ ଚୋବାଇ ଚୋବାଇ ଖାଇଛନ୍ତି, ଆଉ ନିଶା ଛାଡିଲା ପରେ ବାବୁ ସିଧା ହସ୍ପିଟାଲରେ ।
!-->!-->!-->…
ଏୟାରଲିଫ୍ଟ ହେଲେ ବଳଙ୍ଗା ଛାତ୍ରୀ, ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହୋଇଛନ୍ତି ବଳଙ୍ଗା ପୀଡ଼ିତା । ପୀଡ଼ିତାଙ୍କୁ ଗ୍ରୀନ କରିଡ଼ରରେ ଏୟାରପୋର୍ଟ ନିଆଯାଇଛି । ଦିଲ୍ଲୀ ଏମ୍ସରେ ପୀଡିତାଙ୍କ ଚିକିତ୍ସା କରିବେ ସ୍ବତନ୍ତ୍ର ଡାକ୍ତରୀ ଟିମ୍ । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ!-->…
ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହେଲେ ବଳଙ୍ଗା ଛାତ୍ରୀ , ଗ୍ରୀନ କରିଡ଼ରରେ ଗଲେ ଏୟାରପୋର୍ଟ
ଭୁବନେଶ୍ୱର :ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହେଲେ ବଳଙ୍ଗା ଛାତ୍ରୀ । ପୀଡ଼ିତାଙ୍କୁ ଗ୍ରୀନ କରିଡ଼ରରେ ଏୟାରପୋର୍ଟ ନିଆଯାଇଛି । ସାଙ୍ଗରେ ଅଛନ୍ତି ଡାକ୍ତର ଓ ଅନ୍ୟ ଲାଇଫ ସପୋର୍ଟ ସରଞ୍ଜାମ । ପୀଡିତାଙ୍କ ସହ ପରିବାର ଲୋକ ମଧ୍ୟ ଦିଲ୍ଲୀ ଯାଉଛନ୍ତି । ଦିଲ୍ଲୀ ଏମ୍ସରେ!-->…
ଦୁଷ୍କର୍ମ ଉଦ୍ୟମ ମାମଲାରେ ଅତିରିକ୍ତ ଅଗ୍ନିଶମ ଅଧିକାରୀ ଗିରଫ
ରାୟଗଡ଼ା : ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ଦୁଷ୍କର୍ମ ମାମଲାରେ ରାୟଗଡ଼ା ଟାଉନ ଥାନା ପୋଲିସ ଗିରଫ କରିଛି । ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ପ୍ରସନ୍ନ କୁମାର ବେହେରା କହିଛନ୍ତି । ଜଣେ!-->…
ବିଭତ୍ସ ହତ୍ୟାକାଣ୍ଡ; ହତ୍ୟା ପରେ ଅଖାରେ ଭର୍ତ୍ତିକରି ନଦୀକୁ ଫିଙ୍ଗିଦେଲା ନୃଶଂସ ସ୍ବାମୀ
ସୁନ୍ଦରଗଡ:ଅନୈତିକ ସମ୍ପର୍କ ସନ୍ଦେହରେ ଜଘନ୍ୟ କାଣ୍ଡ । ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡ ଗୁରୁଣ୍ଡିଆ ଥାନା ପଙ୍କଡ଼ିହି ପଞ୍ଚାୟତ ଜଡ଼ା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ଦେଖିବାକୁ ମିଳିଛି। ସ୍ତ୍ରୀକୁ ବୁଲିବାକୁ ଡାକି ନେଇ ହତ୍ୟା କରିବା ପରେ ଅଭିଯୁକ୍ତ ସ୍ଵାମୀ ଜଣକ ମୃତଦେହକୁ ଏକ ଅଖାରେ!-->…
କେନ୍ଦୁଲିଫ ଡିଭିଜନ ଡିଏଫଓଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ, ୭ ଟି ସ୍ଥାନରେ ଯାଞ୍ଚ କରୁଛି ଭିଜିଲାନ୍ସ, ମିଳିଲାଣି…
କେନ୍ଦୁଝର : କେନ୍ଦୁଝର କେନ୍ଦୁଲିଫ ଡିଭିଜନ ଡିଏଫଓଙ୍କ ଚାଲିଛି ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ । ଡିଏଫଓ ନିତ୍ୟାନନ୍ଦ ନାୟକଙ୍କର ୭ ଟି ସ୍ଥାନରେ ଯାଞ୍ଚ କରୁଛି ଭିଜିଲାନ୍ସ।ସି ଚଢ଼ାଉରେ ଭିଜିଲାନ୍ସର ୩ ଡ଼ିଏସପି, ୧୦ ଇନିସ୍ପେକ୍ଟର ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । କେନ୍ଦୁଝର!-->…
ୱେବ ସାମ୍ବାଦିକଙ୍କୁ ହତ୍ୟା ଘଟଣାରେ ହାଇଦ୍ରାବାଦରୁ ୨ ବନ୍ଧାହେଲେ
ମାଲକାନଗିରି: ମୋଟୁ ଥାନା ଅନ୍ତର୍ଗତ ମୁରଲିଗୁଡ଼ା ନିକଟରେ ଜୁଲାଇ ୧୨ ତାରିଖରେ ୱେବ୍ ନ୍ୟୁଜ୍ ଚ୍ୟାନେଲ୍ ସାମ୍ବାଦିକ ଚ. ନରେଶଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ମାଲକାନଗିରି ପୋଲିସର ସ୍ୱତନ୍ତ୍ର ତଦନ୍ତ ଦଳ (ଏସଆଇଟି) ଦୁଇ ଯୁବକଙ୍କୁ ଗିରଫ କରିଛି।
ମୋଟୁ ଥାନା ସୀମା!-->!-->!-->…
୨୦୩୬ ସୁଦ୍ଧା ଦୁଗ୍ଧ ଉତ୍ପାଦନ ଦ୍ୱିଗୁଣିତ କରିବାକୁ ସଙ୍କଳ୍ପ, ଏନଡିଡିବି ଏବଂ ଓମଫେଡ୍ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ
ଭୁବନେଶ୍ୱର: ଓମଫେଡ୍ ଡେରୀ ପ୍ଲାଣ୍ଟର କର୍ମଚାରୀ ମାନଙ୍କ ପାଇଁ ୬୨ଟି କ୍ୱାର୍ଟର, ମିଲ୍କ ପାଉଡର ପ୍ୟାକିଙ୍ଗ ମେସିନ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆଜି କଟକ ଠାରେ ନ୍ୟାସନାଲ ଡେରୀ ଡେଭଲପମେଣ୍ଟ ବୋର୍ଡ (ଏନ୍.ଡି.ଡି.ବି) ଏବଂ ଓମ୍ଫେଡ ମଧ୍ୟରେ ଅନୁଷ୍ଠିତ!-->…