Browsing Category

ଓଡିଶା

ଦୀପାବଳି ଲାଗି ବଢ଼ିଲା ପ୍ରଦୂଷଣ, ରାଜଧାନୀରେ AQI -୧୮୦କୁ ଖସିଲା

ଭୁବନେଶ୍ୱର : ଟ୍ବିନ୍ ସିଟିରେ ଦୀପାବଳି ବଢାଇଲା ପ୍ରଦୂଷଣ । ପ୍ରବଳ ବାଣଫୁଟାଇବା ଯୋଗୁଁ ଖସିଛି ଭୁବନେଶ୍ବର-କଟକ ଏୟାର କ୍ବାଲିଟି ଇନଡେକ୍ଟ । ରାଜଧାନୀରେ AQI 180 ପାର ହୋଇଛି । ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ଦୂଷିତ ହୋଇଯାଇଛି ବାୟୁ । ଲକ୍ଷ୍ମୀସାଗର ଅଞ୍ଚଳରେ AQI 185 ରେକର୍ଡ ହୋଇଥିବା…

ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ବରଗଡ: ବରଗଡ଼ ଜେଲରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । କଏଦୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାକୁ ନେଇ ପୁଲିସର ଛାନଭିନ ଜାରି ରହିଛି। ମୃତ କଏଦୀ ଜଣକ ଅତାବିରା ଥାନା ଅଞ୍ଚଳ ଜହ୍ନାପଡା ଗାଁର ପ୍ରାୟ ୪୦ ବର୍ଷିୟ ଗିରିଧାରୀ ରୋହିଦାସ ହୋଇଥିବା ସୂଚନା ରହିଛି। ଏକ ପୋକ୍ସୋ…

ଦୀପାବଳିରେ ଟ୍ବିନସିଟିରେ ବାଣ ଫୁଟି ୧୦୦ରୁ ଅଧିକ ଆହତ

କଟକ : ଦୀପାବଳିରେ ବିଭିନ୍ନ ସ୍ଥାନରେ ଅଘଟଣ। ଟ୍ବିନସିଟିରେ ବାଣ ଫୁଟି ୧୦୦ରୁ ଅଧିକ ଆହତ । ୭ରୁ ୯ ବାଣ ଫୁଟା କଟକଣାକୁ ଫୁ କରି କରିଦେଲେ ଲୋକେ । ଟ୍ବିନସିଟିରେ ବିଳମ୍ବିତ ରାତି ଯାଏ ଚାଲିଲା ଢୋ ଢା । ଧୂଆଁମୟ ହୋଇଗଲା ସାରା ସହର । ସହରର ରାସ୍ତା ଘାଟ ଗଳିକନ୍ଦିରେ ବାରୁଦ ଗନ୍ଧ…

ବାଣ ଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ, ୬ ଗୁରୁତର

ବିନିକା: ବିନିକା ସହରାଞ୍ଚଳରେ ସୋମବାର ରାତିରେ ଦୀପାବଳି ଉତ୍ସବ ପାଳନ ସମୟରେ ବାଣ ଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଛି। ସହରର ପାତିକାର ପଡ଼ା ଓ ମନୋହରି ପଡ଼ାରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟିବାରୁ ୬ ଜଣ ଆହତ ହୋଇଛନ୍ତି। ମନୋହରିପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଘର ଉପରୁ ବାଣ…

ନିଶାମୁକ୍ତି କେନ୍ଦ୍ରରେ ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲା ପରିବାର

କଟକ : ନିଶାମୁକ୍ତି କେନ୍ଦ୍ରରେ ମୃତ୍ୟୁ । କଟକ ସଦର ଥାନା ଅଞ୍ଚଳରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ଉତ୍ତମାପୁର ଅଞ୍ଚଳରେ ରହିଥିବା ନିଶା ମୁକ୍ତି କେନ୍ଦ୍ରରେ ଏହି ଅଘଟଣ ଘଟିଛି । ମୃତ ଯୁବକ ସୌମ୍ୟରଞ୍ଜନ ଦାସ । ତାଙ୍କ ଘର ଜଟଣୀ ଅଞ୍ଚଳରେ। ସେ ଇଞ୍ଜିନିୟରିଂ ପାଠ…

ବାଣ ଫୁଟି ପୁଅ ମୃତ, ବାପା ଗୁରୁତର

ଅନୁଗୁଳ : ବାଣ ଫୁଟି ପୁଅ ମୃତ, ବାପା ଗୁରୁତର । ଅନୁଗୁଳ ଜିଲ୍ଲା ସମଲ ଥାନା ସିପୁର ଗାଁରେ ଏହି ଅଘଟଣ ଘଟିଛି । ମୃତ ପୁଅ ସରୋଜ ପ୍ରଧାନ, ଗୁରୁତର ବାପା ପ୍ରମୋଦ ପ୍ରଧାନ । ପ୍ରମୋଦଙ୍କ ହାତ ଛିଣ୍ଡି ଯାଇଛି । ଗୁରୁତର ଅବସ୍ଥାରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ସରୋଜ ଓ ତାଙ୍କ ଭାଇଙ୍କ…

ଟ୍ରକ୍‌-କାର୍‌ ଧକ୍କା: BSF ଯବାନ ମୃତ, ୬ ଗୁରୁତର

ମାଲକାନଗିରି: ଆନ୍ଧ୍ର ସୀମାନ୍ତ ଚିନ୍ତୁରରେ ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଜଣେ BSF ଯବାନ ମୃତ, ୬ ଜଣ ଗୁରୁତର। ମୃତ ଯବାନ ୧୪୨ ବାଟାଲିୟନ୍‌ର ଗୌରବ ପାଣ୍ଡେ ସୂଚନା। ଛୁଟି ସାରି ମାଲକାନଗିରି ଫେରୁଥିବା ବେଳେ ବିଳମ୍ବିତ ରାତିରେ ଟ୍ରକକୁ ପିଟିଲା ଇନୋଭା କାର। ୧୪୨…

ସରିଲା ନାମାଙ୍କନ, ଏଥର ଜମିବ ପ୍ରଚାର

ନୂଆପଡା: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଶେଷ ହେଲା ନାମାଙ୍କନ ପତ୍ର ଦାଖଲ। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜିଠୁ ନୂଆପଡ଼ାରେ ଜମିବ ପ୍ରଚାର। ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ୧୯ ଜଣ…

ସୌର ବିପ୍ଳବରେ ସାମିଲ ହେଲା ଭାଟକୁମରଡ଼ା ଗାଁ

ବ୍ରହ୍ମପୁର, ଅକ୍ଟୋବର: ସ୍ୱଚ୍ଛ ଶକ୍ତିକୁ ପ୍ରୋତ୍ସାହନ ଯୋଗାଇବା ଏବଂ ଗ୍ରାମୀଣ ଉପଭୋକ୍ତାଙ୍କୁ ସଶକ୍ତ କରିବାର ଲକ୍ଷ୍ୟ ନେଇ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ତରଫରୁ ନିଆଯାଇଛି ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ। ପିଏମ୍ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି…

ଲୋକନାଟକ ଗ୍ରାମୀଣ ଜନଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ : ମହାସଚିବ ରୋଶନ୍

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ" ମହାସଚିବ ସୁବାସ ଚନ୍ଦ୍ର ସାହୁ ସୁରଙ୍ଗୀ-ସୁମାଣ୍ଡି ଠାରେ ଆୟୋଜିତ ସାଂସ୍କୃତିକ ମହୋତ୍ସବରେ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ କଳାକାର ତଥା ଶ୍ରଦ୍ଧାଳୁଙ୍କୁ ଲୋକନାଟକ ଗ୍ରାମୀଣ ଜନଜୀବନର ଏକ…