Browsing Category

ଓଡିଶା

ଝିଅକୁ ଅସଦାଚରଣ କରିବାରୁ ଯୁବକଙ୍କୁ ହତ୍ୟାକରି ଆତ୍ମସମର୍ପଣ କଲା ବାପା

କାମାକ୍ଷାନଗର : ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଞ୍ଚଳରେ ଚାଞ୍ଚଲ୍ୟ l ଝିଅକୁ ଅସଦାଚରଣ କରୁଥିବା ନେଇ ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା କଲା ବାପା l ହତ୍ୟା କରିବା ପରେ ନିଜକୁ ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ବାପା l ମୃତ ଯୁବକ ଜଣକ…

କଟକରେ ବି ୨ ଘଣ୍ଟା ଫୁଟିବ ବାଣ

କଟକ : ରାତି ପାହିଲେ ଆଲୋକର ପର୍ବ ଦୀପାବଳି । ଭୁବନେଶ୍ବର ଭଳି କଟକରେ ବି ୨ ଘଣ୍ଟା ଫୁଟିବ ବାଣ । ସନ୍ଧ୍ୟା ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ବାଣ ଫୁଟାଇବାକୁ ସହରବାସୀକୁ ଅପିଲ କରିଛନ୍ତି କଟକ ଡିସିପି । ଗଳିକନ୍ଦିରେ ପୋଲିସ ପେଟ୍ରୋଲିଂ ଚାଲିବ । ନିୟମ ଉଲଂଘନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର । ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା ଟଙ୍କା । କେନ୍ଦ୍ର ଓ ରାଜ୍ୟ ଠାରୁ ୧୮ ହଜାରରୁ ଊର୍ଦ୍ଧ୍ବ ଆର୍ଥିକ ସହାୟତା ପାଉଥିଲେ ଅଯୋଗ୍ୟ ହେବେ । ଏନେଇ ଉଚ୍ଚ ଶିକ୍ଷା ଓ SC/ST ବିଭାଗକୁ ମହିଳା ଓ ଶିଶୁ…

ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ବଡ଼ବଡ଼ିଆ ଡାକିବେ ଶ୍ରଦ୍ଧାଳୁ

ପୁରୀ : ଆସନ୍ତାକାଲି ପବିତ୍ର ଦୀପାବଳି ବା ପୟାଶ୍ରାଦ୍ଧ। ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବେ ଶ୍ରଦ୍ଧାଳୁ  । ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପ୍ରବଳ ଭକ୍ତଙ୍କ ସମାଗମ ହେବ । ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଭାବେ ବଡ଼ବଡ଼ିଆ ଡାକିବା ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ…

ଟ୍ୟୁସନ ସାର୍‌ଙ୍କୁ ଗୁଳିମାଡ଼

ଭୁବନେଶ୍ୱର: ବିଚ୍ ରାସ୍ତାରେ ଟ୍ୟୁସନ ସାର୍‌ଙ୍କୁ ଗୁଳିମାଡ଼।ମୟୁରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ମାଙ୍କଡାପାଳ ଗାଁରେ ଗତକାଲି ଏହି ଘଟଣା ଘଟିଛି। ଏହି ଗୁଳିମାଡ଼ରେ ଗୁରୁତର ହୋଇଛନ୍ତି ମାଙ୍କଡାପାଳ ଗାଁର ସଞ୍ଜୟ କୁମାର ନାୟକ। ଗତକାଲି ସନ୍ଧ୍ୟାରେ ଘରକୁ ଫେରୁଥିବା ବେଳେ ହଠାତ୍ କେହି…

ସୁନାମ୍ବ ସାହି ଦେଇ ଚୋରା ବାଲି ଚାଲାଣ ଯୋଗୁଁ ଅଣନିଶ୍ୱାସୀ ସହର ବାସୀ…..!

ବିନା ଟିପି ବିନା ୱାଇ ଫର୍ମ ରେ ହେଉଛି ଚୋରା ବାଲି ଚାଲାଣ..! ଟ୍ରାଫିକ ସମସ୍ୟା ହେଲେ ବି ପ୍ରଶାସନ ବଟି ଖାଇ ଚୁପ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ସୁନାମ୍ବ ସାହି ଦେଇ ସହ ସହ ଗାଡ଼ିରେ ବାଲି ଚାଲାଣ ସହର ବାସୀ ଅଣନିଶ୍ୱାସୀ। ସଂକୀର୍ଣ୍ଣ ରାସ୍ତାରେ ଏକାଥରକେ ହାଇୱା ଯାତାୟାତ…

ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ଛୁଟି

ଭୁବନେଶ୍ବର: ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ପାଇଁ ଛୁଟି। ଅର୍ଥାତ୍ ୨୦୨୫ ଅକ୍ଟୋବର ୨୦ ଓ ୨୧ ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିନ୍ତୁ ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର ହୋଇଥିବା ସତ୍ତ୍ବେ ଏହି ଦିନ ଛୁଟି…

୨୧ ସୁଦ୍ଧା ଲଘୁଚାପ, ପରେ ଅବପାତ: ‘ବାତ୍ୟା ନେଇ ଜାରି କରାଯାଇ ନାହିଁ ସତର୍କ ସୂଚନା‘

ଭୁବନେଶ୍ଵର : ଆମେରିକାର ଜିଏଫ୍‌ଏସ୍‌ ମଡେଲ ବର୍ତ୍ତମାନ ଏମିତି ଏକ ଆକଳନ କରିଛି, ଯେଉଁଥିରେ ବଙ୍ଗୋପସାଗରରେ ଦୁଇଟି ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଏହା ୧୯୯୯ ମସିହା ମହାବାତ୍ୟାର ଇତିହାସକୁ ଦୋହରାଇବ ବୋଲି ଆକଳନ କରାଯାଉଛି। ୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ…

ଦ୍ଵାରଶୁଣି ଘାଟିରେ ଦୁର୍ଘଟଣା, ବସ୍ ଓଲଟି ୨୫ ଆହତ

ବାରିପଦା: ବାଙ୍ଗିରିପୋଷି ଘାଟି ଦୁର୍ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ଚିଫ୍ ଫାୟାର ଅଫିସର। ସେ କହିଛନ୍ତି ଓଭରଟେକ୍‌ ପାଇଁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଘାଟି ରାସ୍ତାର ମରାମତି କାମ ଚାଲିଛି । ତେଣୁ ବସ୍‌ଟି ଓଭରଟେକ୍‌ କରିବା ଉଚିତ୍ ନଥିଲା। ବସ୍‌ରେ ୬୦ରୁ ୬୫ ଜଣ ଯାତ୍ରୀ ଥିଲେ।…

ସାଇବର ସୁରକ୍ଷା ପାଇଁ ୧୭୦ ଟେକ୍ନିକାଲ ଏକ୍ସପର୍ଟଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ବର: ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ ଅବସରରେ କହିଛନ୍ତି । ସୂଚନାଯୋଗ୍ୟ…