Browsing Category

ଓଡିଶା

ଆସିକା-ଚିକିଟିକୁ ମିଳିଲା ସ୍ୱତନ୍ତ୍ର ରାଷ୍ଟ୍ରପତି ପୁରସ୍କାର

ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶର ସ୍ୱଚ୍ଛ ସହରଗୁଡ଼ିକର ତାଲିକା ପ୍ରକାଶ ପାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆବାସ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମଓଏଚୟୁଏ) ଦ୍ୱାରା ଆୟୋଜିତ ସ୍ୱଚ୍ଛ ସର୍ବେକ୍ଷଣ ୨୦୨୪-୨୫ ପୁରସ୍କାର ପ୍ରଦାନ କରିଛନ୍ତି।

ବିଚାର ବିଭାଗୀୟ ତଦନ୍ତ ସହ ୨କୋଟି ଦେବାକୁ ଦାବି କଲା ବିଜେଡ଼ି

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣା ନେଇ ରାଜ୍ୟ ସରକାରଙ୍କ ବିରୋଧରେ କଂଗ୍ରେସ ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଥିଲା। ଏହି ଘଟଣାକୁ ନେଇ ଭୁବନେଶ୍ବର ସାସଂଦ ଅପରାଜିତା ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା ଦେଲା ପରେ ଏହାକୁ

ମୃତ୍ୟୁ ଓ ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ୨ ଲକ୍ଷ ଅନୁକମ୍ପାମୂଳକ ସହାୟତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧିମାନଙ୍କ ପାଇଁ କାର୍ଯ୍ୟ ଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ

ଆନ୍ଦୋଳନ ବେଳେ ହାତଯୋଡି କ୍ଷମା ମାଗିଲେ ଭକ୍ତ

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବୁଧବାର ବିଜେଡି ଆନ୍ଦୋଳନ କରିଥିବାବେଳେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗେସ। ଲୋୟର ପିଏମଜିରେ ଆନ୍ଦୋଳନ କରୁଛି କଂଗ୍ରେସ। ଯେଉଁଥିରେ ପୂରା ରାଜଧାନୀ ଉଠୁଛି ପଡୁଛି। ଏହି

ମହିଳାଙ୍କ ଦେହରେ ଲାଗିଲା ନିଆଁ; ବାଲେଶ୍ବରରୁ କଟକ ସ୍ଥାନାନ୍ତରିତ

ବାଲେଶ୍ବର: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣା ନେଇ ରାଜ୍ୟରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଥିବା ବେଳେ ଆଜି ଜଣେ ମହିଳାଙ୍କ ଦେହରେ ନିଆଁ ଲାଗିବାରୁ ସେ ଗୁରୁତର ହୋଇଛନ୍ତି।ସୂଚନା ଅନୁସାରେ ସହଦେବଖୁଣ୍ଟା ଥାନା ଏଡିଏମ୍‌ ଛକ ନିକଟରେ ରହୁଥିବା

ସୁଶାସନ ପାଇଁ ଏଆଇର ଉପଯୋଗ ହେବ

ଭୁବନେଶ୍ବର: ସୁଶାସନ ପାଇଁ ଏଆଇ ବ୍ୟବହାର କରାଯିବ। ଜାତୀୟ ସୁଶାସନ କର୍ମଶାଳରେ ଓଡ଼ିଶା ମଡେଲ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପର୍ଯ୍ୟୟ ପ୍ରବଣ ରାଜ୍ୟରୁ ବାହାରି ଓଡିଶା ଏବେ ପ୍ରଗତିଶୀଳ ହୋଇଛି।ସୁଶାସନ ପ୍ରତ୍ୟେକ ଲୋକଙ୍କର

ବାଲେଶ୍ୱର ଛାତ୍ରୀ ମୃତ୍ୟୁ ପରେ ସମ୍ବଲପୁରରେ କାର୍ଯ୍ୟାନୁଷ୍ଠାନ: ପ୍ରଫେସର ଗିରଫ, ଶିକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ

ସମ୍ବଲପୁର: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମାହୁତି ଓ ପରବର୍ତ୍ତୀ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଉତ୍ତେଜନା ଲାଗିରହିଥିବା ବେଳେ, ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରୁ ଆସିଛି ଆଉ ଏକ ଚାଞ୍ଚଲ୍ୟକର ଖବର। ଜଣେ ଇଣ୍ଟିଗ୍ରେଟେଡ୍

ବାଲେଶ୍ବର ଏଫଏମ ଛାତ୍ରୀ ମୃତ୍ୟୁ ମାମଲା; କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା ପୋଲିସର କ୍ରାଇମବ୍ରାଞ୍ଚ (ସିବି) ଫକୀର ମୋହନ (ସ୍ୱୟଂଚାଳିତ) କଲେଜ ଛାତ୍ରୀଙ୍କ ମୃତ୍ୟୁ ମାମଲାର ତଦନ୍ତ ଦାୟିତ୍ୱ ହାତକୁ ନେବ। ପୋଲିସ ମହାନିର୍ଦ୍ଦେଶକ (ସିଆଇଡି-ସିବି) ବିନୟତୋଷ ମିଶ୍ର ସହଦେବଖୁଣ୍ଟା ପୋଲିସ ଠାରୁ ତଦନ୍ତ ଦାୟିତ୍ୱ ନେବା ପାଇଁ CAW&CW ଡେପୁଟି

ଆସନ୍ତାକାଲି ରାଜ୍ୟରେ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ୍‌

ଭୁବନେଶ୍ବର: ରାଜ୍ୟରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ସଂଘ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛି। ସୁରକ୍ଷା ଦୃଷ୍ଟିରୁ ସକାଳ ୬ରୁ ଅପରାହ୍‌ଣ ୪ଟା ଯାଏଁ ପେଟ୍ରୋଲ ପମ୍ପ ବନ୍ଦ