Browsing Category

ଓଡିଶା

କଟକ ଏସସିବି ମେଡିକାଲରେ ପୁଣି ସଫଳ ହେଲା କିଡନୀ ପ୍ରତିରୋପଣ ଅସ୍ତ୍ରୋପଚାର

କଟକ ଏସସିବି ମେଡିକାଲରେ ପୁଣି ସଫଳ ହେଲା କାର୍ଡାଭାରିକ କିଡନୀ ପ୍ରତିରୋପଣ ଅସ୍ତ୍ରୋପଚାର। ଗତ କାଲି ବିଳମ୍ବିତ ରାତିରେ କାଡାଭୋରିକ୍ କିଡନି ପ୍ରତିରୋପଣ ହୋଇଛି । ସୌମ୍ୟଙ୍କ ପାଇଁ ଲକ୍ଷ୍ମୀନାରାୟଣ ପାଇଲେ ନୂଆ ଜୀବନ । ପୁରା ପରିବାରରେ ଖେଳିଯାଇଛି ଆନନ୍ଦର ଲହରୀ । ଖୋର୍ଦ୍ଧା କଣ୍ଟିଲୋ

ସୌମ୍ୟାଶ୍ରୀଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିବା ଯୁବକଙ୍କ ମା‘ଙ୍କ ସହ କଥା ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସିନା ସୌମ୍ୟାଶ୍ରୀ ନାହାନ୍ତି, ହେଲେ ତାଙ୍କୁ ବଞ୍ଚାଇବା ପାଇଁ ଶତ ଚେଷ୍ଟା କରିଥିବା ଯୁବକ ଜଣଙ୍କ ପୋଡାଜଳା ଯନ୍ତ୍ରଣା ସହ ଯୁଝି ହେଉଛନ୍ତି । ହେଲେ ତାଙ୍କୁ ଅଣଦେଖା କରାଯାଇଛି । ଯାହା ବିଭିନ୍ନ ଗଣମାଧ୍ୟମରେ ଆଜି ସକାଳୁ ପ୍ରକାଶ ପାଇବା ପରେ ଆହତ ଉଦ୍ଧାର ଉଦ୍ୟମକାରୀ

ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକରେ ବଢୁଛି ହଇଜା ଆକ୍ରାନ୍ତଙ୍କ ସଂଖ୍ୟା, ଝାଡାବାନ୍ତିରେ ୧ ମୃତ୍ୟୁ

ପୁରୀ : ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକରେ ପ୍ରତିଦିନ ହଇଜା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ବିଶେଷ କରି କଣାସ ଅଞ୍ଚଳରେ ଝାଡାବାନ୍ତିରେ ଜଣଙ୍କ ମୃତ୍ୟୁ ହେବା ସହ ପ୍ରତିଦିନ ୧୫ରୁ ୨୦ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି । କଣାସ ବ୍ଲକରେ ପରିସ୍ଥିତି ଉପରେ ତୀକ୍ଷ୍ମ ନଜର

ବିଜେଡିର ବିକ୍ଷୋଭ ପ୍ରଦର୍ଶନ; ପ୍ରଣବ ଦାସ ଏବଂ ପ୍ରୀତିରଞ୍ଜନ ଘଡ଼ାଇ ଆହତ

ଭୁବନେଶ୍ୱର: ଭୁବନେଶ୍ୱରର ଲୋକସେବା ଭବନ ଅଭିମୁଖେ ବିଜେଡିର ପଦଯାତ୍ରା ସମୟରେ ଦଳୀୟ ନେତା ପ୍ରଣବ ପ୍ରକାଶ ଦାସ ଏବଂ ପ୍ରୀତିରଞ୍ଜନ ଘଡ଼ାଇ ଆହତ ହୋଇଛନ୍ତି। ଏଫଏମ କଲେଜର ୨୦ ବର୍ଷୀୟ କଲେଜ ଛାତ୍ରୀଙ୍କ ପାଇଁ ନ୍ୟାୟ ଦାବି କରି ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସୂଚନା ଅନୁଯାୟୀ,

ରଣକ୍ଷେତ୍ର ପାଲଟିଲା ଭୁବନେଶ୍ବର ଲୋକୟର ପିଏମଜି

ଭୁବନେଶ୍ବର: ସୌମ୍ୟାଶ୍ରୀଙ୍କ ମୃତ୍ୟୁ ମାମଲାକୁ ନେଇ ଏବେ ଉଠୁଛି ପଡୁଛି ଓଡିଶା । ବାଲେଶ୍ବର ଠାରୁ ଭୁବନେଶ୍ବର ସବୁଠି ବିରୋଧର ସ୍ବର ଦେଖିବାକୁ ମିଳୁଛି । ରଣକ୍ଷେତ୍ର ପାଲଟିଛି ଭୁବନେଶ୍ବର ଲୋକୟର ପିଏମଜି । ଆଜି ବିରୋଧୀ ବିଜେଡି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିବା ବେଳେ

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ବଡ ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ମଙ୍ଗଳବାର ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରୁ ଫେରିବା ପରେ ବଡ ନିଷ୍ପତ୍ତି ନେବେ । ଘଟଣା ପଛରେ ଯିଏ ବି ଥିବେ କଡା

ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି-ବଜ୍ରପାତ ସମ୍ଭାବନା

ଭୁବନେଶ୍ବର: ଗତକାଲି ଠାରୁ ସକ୍ରିୟ ଥିବା ଅବପାତ ଦୁର୍ବଳ ହେଇ ଝାଡ଼ଖଣ୍ଡ ଏବଂ ବିହାର ଉପରେ ଅବସ୍ଥିତ ଅଛି। ଏହାରି ପ୍ରଭାବରେ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି। ପାଣିପାଗ ବିଭାଗ

ଏଫ୍ଏମ୍ ଛାତ୍ରୀ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ବିଚାର ବିଭାଗୀୟ ତଦନ୍ତ ଦାବି…

ଭୁବନେଶ୍ୱର: ଏଫଏମ ସ୍ୱୟଂଶାସିତ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ପୀଡ଼ିତାଙ୍କ ମୃତ୍ୟୁ ପରେ ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ଦାୟୀ କରିଛି। ବିଜେଡି ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିବା ସହିତ ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛି। ବିଜୁ ଛାତ୍ର

ସୌମ୍ୟାଶ୍ରୀ ମୃତ୍ୟୁ ମାମଲା: ୭ଦିନ ଭିତରେ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ବାରା ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ ହୋଇଛି। ୟୁଜିସି ପକ୍ଷରୁ ଏନେଇ ମଙ୍ଗଳବାର ନିର୍ଦ୍ଦେଶନାମା ଜାରି ହୋଇଛି।

ବିଶ୍ୱସ୍ତରୀୟ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ହୀରାକୁଦ

ସମ୍ବଲପୁର: ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ନେଇ ହୀରାକୁଦ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରାଯାଇଛି । କେନ୍ଦ୍ର ସରକାରଙ୍କ ଏସଏଏସସିଆଇ ଯୋଜନାରେ ବହୁ କୋଟି ଟଙ୍କାର ପ୍ରକଳ୍ପ ତିଆରି ହେବ । ବିଶ୍ୱସ୍ତରୀୟ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ହୀରାକୁଦ । ହୀରାକୁଦ