Browsing Category

ଓଡିଶା

ରାଜ୍ୟପାଳଙ୍କୁ ଭେଟି ‘ମାଇଁ ଷ୍ଟାମ୍ପ’ ପ୍ରଦାନ କଲେ ଓଡ଼ିଶା ମଣ୍ଡଳ ମୁଖ୍ୟ ମହାଡ଼ାକପାଳ

ଭୁବନେଶ୍ବର: ଓଡ଼ିଶା ମଣ୍ଡଳର ମୁଖ୍ୟ ମହାଡାକପାଳ ନିର୍ମଳଜିତ ସିଂହ (ଆଇପିଓଏସ୍ ୧୯୯୭) ଏବଂ ଡାକ ସେବା ନିର୍ଦ୍ଦେଶକ ଅମିତ କୁମାର ଝା, (ଆଇପିଓଏସ୍ ୨୦୧୫) ଆଜି ରାଜଭବନଠାରେ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।ଏହି ଗସ୍ତ ସମୟରେ ଶ୍ରୀ ସିଂହ

ପୁଣି KIITରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା, ସୂଚନା ଦେଲେ ପୋଲିସ କମିଶନର

ଭୁବନେଶ୍ୱର, ୧।୫: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି। ଏହା ବିଶ୍ୱବିଦ୍ୟାଳୟର ପରିଚାଳନା ଓ ଛାତ୍ରୀଙ୍କ ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଘଟଣାସ୍ଥଳରେ

ଉତ୍କଳ ସାମ୍ବାଦିକ ସଙ୍ଘ ପକ୍ଷରୁ ଜିଲ୍ଲାସ୍ତରୀୟ ସାଧାରଣ ପରିଷଦ ବୈଠକ ସହ ଶ୍ରମିକ ଦିବସ ପାଳିତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଉତ୍କଳ ସାମ୍ବାଦିକ ସଙ୍ଘ ପକ୍ଷରୁ ମାଥିଲି ବ୍ଲକ କଲ୍ୟାଣ ମଣ୍ଡପ ରେ ବିଶ୍ୱ ଶ୍ରମିକ ଦିବସ ପାଳନ ଓ ଜିଲ୍ଲା ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଙ୍ଘର ଜିଲ୍ଲା ସଭାପତି ଅଶୋକ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଚିତ୍ରକୋଣ୍ଡା ବିଧାୟକ

ଆସିକା ତହସିଲ ବଡ଼ଖୋଲି ପଞ୍ଚାୟତ ରୁ ବେଧଡକ ବାଲି ଚାଲାଣ ଚେଇଁ ସୋଇଛି ପ୍ରଶାସନ ….!

ଚୋରା ବାଲି ଚାଲାଣ ଯୋଗୁଁ ୬ ଟି ଥାନା ଇଲାକା ମାଲା ମାଲ ……! ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ତହସିଲ ଅନ୍ତର୍ଗତ ବଡ଼ଖୋଲି ପଞ୍ଚାୟତ ନିକଟରେ ଥିବା ବଡ଼ନଦୀ ରୁ ଟ୍ରକ, ହାଇୱା ଓ ଟିପର ଯୋଗେ କବିସୂର୍ଯ୍ୟନଗର, କୋଦଳା, ବେଗୁନିଆପଡା, ପୁରୁଷୋତ୍ତମପୁର, ଖଲ୍ଲିକୋଟ ଓ ହିଞ୍ଜିଳି

ଆଜିଠାରୁ ୩ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ

କେନ୍ଦ୍ରାପଡ଼ା: କୁମ୍ଭୀରଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରଜନନ ଋତୁ ଯୋଗୁ ମେ’୧ ଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। ଏନେଇ ପୂର୍ବରୁ ସୂଚନା ପ୍ରଦାନ କରାଯାଇଥିଲା।ପର୍ଯ୍ୟଟକଙ୍କ ପାଇଁ ଭିତରକନିକା

ଅନ୍ତର୍ଜାତୀୟ ଶ୍ରମିକ ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ଶ୍ରମିକ ବର୍ଗଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ ରାଷ୍ଟ୍ର ନିର୍ମାଣରେ

ପ୍ରଭାସିନୀ ଓ ଦେବୀଙ୍କୁ ହୋମ୍‌ଗାର୍ଡ ଚାକିରି ସହ ୧୦ଲକ୍ଷ ଲେଖାଏ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କଟକରେ କାର୍ଯ୍ୟରତ ୨ ପୋଲିସ କର୍ମଚାରୀ ଜଗବନ୍ଧୁ ମାହାଲି ଏବଂ ଲୋକନାଥ ଶବର ଗତ ୨୨ ତାରିଖରେ ପିସିଆର୍‌ ଭ୍ୟାନ୍‌ରେ ଯିବା ସମୟରେ ଦୁର୍ଘଟଣା ଘଟି ପ୍ରାଣ ହରାଇଥିଲେ। ଡ୍ୟୁଟିରେ ଥିବା ସମୟରେ ଉଭୟଙ୍କ ମୃତ୍ୟୁ ଘଟିଥିବାରୁ ସେମାନଙ୍କ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ମୋହନ ଚରଣ

ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’

ଭୁବନେଶ୍ୱର,୧ା୫: ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହୋଇଛି ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ‘ସହଯୋଗ’। ପ୍ରାରମ୍ଭିକ ଭାବେ ୮ଟି ବିଭାଗର ୧୩ଟି

ଜାତିଭିତ୍ତିକ ଜନଗଣନା ଘୋଷଣା ପରେ ରାଜ୍ୟରେ କଂଗ୍ରସ ଓ ବିଜେଡି ଉଭୟ ଶ୍ରେୟ ନେବା ଲାଗି ଦାବି କରୁଛନ୍ତି

ଭୁବନେଶ୍ବର : ମୋଦି କ୍ୟାବିନେଟରେ ଜାତିଭିତ୍ତିକ ଜନଗଣନାକୁ ନେଇ ଘୋଷଣା ପରେ ରାଜ୍ୟରେ ଏବେ ଆରମ୍ଭ ହୋଇଯାଇଛି ଶ୍ରେୟ ରାଜନୀତି । ରାଜ୍ୟ କଂଗ୍ରେସ କହୁଛି ଜାତିଭିତ୍ତିକ ଜନଗଣନା ପାଇଁ ରାହୁଲ ଗାନ୍ଧି ଦୀର୍ଘ ବର୍ଷ ହେବ ଦାବି କରି ଆସୁଥିଲେ । ଲୋକସଭାରେ ସମ୍ବିଧାନକୁ ହାତରେ ଧରି ଯୁକ୍ତିଯୁକ୍ତ

କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ ରେଳ

କଟକ : ଭୁବନେଶ୍ଵରରୁ ଆରମ୍ଭ ହେଉଥିବା ମେଟ୍ରୋ​ ରେଳ ପ୍ରକଳ୍ପ କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ । ପୂର୍ବରୁ ଏହି ପ୍ରକଳ୍ପ ଭୁବନେଶ୍ଵରର ବିମାନବନ୍ଦରରୁ କଟକର ତ୍ରିଶୂଳିଆ ପର୍ଯ୍ୟନ୍ତ ଲମ୍ବିବାର ଯୋଜନା ଥିଲା । କିନ୍ତୁ ଏଥିରେ ପରିବର୍ତ୍ତନ କରାଯାଇଛି । ତ୍ରିଶୂଳିଆ