Browsing Category

ଓଡିଶା

କଟକରେ CMCର ଚଢ଼ାଉ, ୭୦ କ୍ବିଣ୍ଟାଲ ନକଲି ପନିର ଜବତ

କଟକ: କଟକ ମ୍ୟୁନିସିପାଲ୍ କର୍ପୋରେସନ୍ (CMC) ର ସ୍ୱାସ୍ଥ୍ୟ ଅଧିକାରୀମାନେ ବୁଧବାର ଦିନ କଟକ ଲିଙ୍କ୍ ରୋଡ୍‌ରେ ପ୍ରାୟ ୧୭.୫ ଲକ୍ଷ ଟଙ୍କା ମୂଲ୍ୟର ପ୍ରାୟ ୭୦୦୦ କିଲୋଗ୍ରାମ୍ ଭେଜାଲ୍ ପନିର ଜବତ କରିଛନ୍ତି। ଶ୍ରାବଣ ମାସରେ ପନିର ଏବଂ ଅନ୍ୟାନ୍ୟ ଦୁଗ୍ଧଜାତ ଦ୍ରବ୍ୟର ଚାହିଦା ବୃଦ୍ଧି ପାଇବା

ମଦ ମାଫିଆଙ୍କ ସହ ମଧୁଚନ୍ଦ୍ରିକା ଅଭିଯୋଗରେ ଫାଣ୍ଡି ଅଧିକାରୀ ନିଲମ୍ବିତ

ମୟୁରଭଞ୍ଜ: ମଦ ମାଫିଆଙ୍କ ସହ ମଧୁଚନ୍ଦ୍ରିକା ଅଭିଯୋଗରେ ଫାଣ୍ଡି ଅଧିକାରୀ ସସପେଣ୍ଡ । କାର୍ଯ୍ୟରେ ଅବହେଳା ଓ ନିଜ ଦାୟିତ୍ୱ ପାଳନରେ ଅବହେଳା ଅଭିଯୋଗରେ ମୟୂରଭଞ୍ଜ ମୋରଡା ଥାନା ଅଧୀନ ଚିତ୍ରଡା ଫାଣ୍ଡିରେ କାର୍ଯ୍ୟରତ ASI ଭୀମସେନ ମଲ୍ଲିକଙ୍କୁ ନିଲମ୍ବିତ କରାଯାଇଛି। ଚିତ୍ରଡା

ଇଟାଭାଟି କର୍ମଚାରୀଙ୍କୁ ଗୁଳିମାଡ଼

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ଇଟାଭାଟି କର୍ମଚାରୀଙ୍କୁ ଗୁଳିମାଡ଼ । କେନ୍ଦ୍ରାପଡ଼ା ସଦର ଥାନା ଅନୁଆପଡାଠାରେ ଥିବା ଇଟାଭାଟିରେ ଗୁଳିମାଡ କରି ଦୁର୍ବୃତ୍ତ ଫେରାର । ଗୁଳିମାଡ଼ରେ ଆହତ ହୋଇଛନ୍ତି ଗୌର ଚନ୍ଦ୍ର ରାଉତ । ଗୌରଚନ୍ଦ୍ରଙ୍କ ଡାହାଣ ଗୋଡ଼ରେ ବାଜିଛି ଗୁଳି । ଦାଦା ବଟିକୁ

ନିଶା ଚକୋଲେଟ୍ ଖୁଆଇ ୩ ଛାତ୍ରୀଙ୍କୁ ଅପହରଣ ଉଦ୍ୟମ

ରାଇରଙ୍ଗପୁର : ନିଶା ଚକୋଲେଟ୍ ଖୁଆଇ ୩ ଛାତ୍ରୀଙ୍କୁ ଅପହରଣ ପାଇଁ ଉଦ୍ୟମ । ମୟୂରଭଞ୍ଜ ଜିଲ୍ଲା ତିରିଂ ଥାନା ଅଞ୍ଚଳର ଏକ ସ୍କୁଲ ପରିସରରୁ ତିନି ଜଣ ପ୍ରାଥମିକ ସ୍କୁଲ ଛାତ୍ରୀଙ୍କୁ ନିଶା ଚକୋଲେଟ ଦେଇ ଅପହରଣ ପାଇଁ ଉଦ୍ୟମ କରାଯାଇଥିବା ଅଭିଯୋଗ । ବିଦ୍ୟାଳୟ ପରିସରରେ ପିଲାମାନେ ଖେଳୁଥିବା

ଓଡ଼ିଶାକୁ ରେଳବାଇର ବଡ଼ ଭେଟି; ୭,୨୨୧ କୋଟିର କ୍ୟାବିନେଟ୍‌ ମଞ୍ଜୁରୀ

ଭୁବନେଶ୍ବର:ରେଲୱେ କ୍ଷେତ୍ରରେ ଓଡ଼ିଶାକୁ ବଡ଼ ଭେଟି। ଓଡ଼ିଶାର ରେଲୱେ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଦିଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। କଟକ-ପାରାଦୀପ ତୃତୀୟ ଓ ଚତୁର୍ଥ ଲାଇନ୍‌, ଭଦ୍ରକ-ହରିଦାସପୁର ଚତୁର୍ଥ ଲାଇନ୍‌ ଏବଂ ଖଡ଼ଗପୁର-ଭଦ୍ରକ

ସୁବର୍ଣ୍ଣରେଖାରେ ବଢୁଛି ଜଳସ୍ତର, ରାତି ୧୨ଟା ସୁଦ୍ଧା ପୀକ୍ ଫ୍ଲଡ୍ ସମ୍ଭାବନା

ଭୁବନେଶ୍ୱର : ସୁବର୍ଣ୍ଣରେଖା ନଦୀରେ ବଢୁଛି ଜଳସ୍ତର । ଗାଲୁଡିହିରୁ ସାଢ଼େ ୬ ହଜାର କ୍ୟୁସେକ୍ ପାଣି ଆସିଛି । ଆଜି ରାତି ୧୨ଟା ସୁଦ୍ଧା ସୁବର୍ଣ୍ଣରେଖାରେ ପୀକ୍ ଫ୍ଲଡ୍ ଆସିବାର ସମ୍ଭାବନା ରହିଛି ବୋଲି ଦିଲୀପ କୁମାର ରାଉତ ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି । ଫଳରେ ନଦୀ ତଳିଆ ଅଞ୍ଚଳରେ

ରାକ୍ଷି ପୂର୍ଣ୍ଣିମାକୁ ନେଇ ଦ୍ବନ୍ଦ୍ବ ଦୂର, ୨୭ରେ ରକ୍ଷା ବନ୍ଧନ ପାଳନ

ପୁରୀ : ପବିତ୍ର ରାଖି ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମାକୁ ନେଇ ଦ୍ବନ୍ଦ୍ବ । ଆସନ୍ତା ୨୭ ତାରିଖ ସକାଳ ୯ଟା ୭ଟାରୁ ପୂର୍ଣ୍ଣିମା ତିଥି ଲାଗୁଥିବା ବେଳେ ଜନସାଧାରଣ ରକ୍ଷା ବନ୍ଧନ କାର୍ଯ୍ୟ କରି ପାରିବେ । ୨୭ ତାରିଖ ସକାଳ ୯ ଟା ୭ ରୁ ୨୮ ତାରିଖ ସକାଳ ୯ଟା ୪୫ ଯାଏ ପୂର୍ଣ୍ଣମୀ ତିଥି

ବୋଲଗଡ଼ ମୁଗମଣ୍ଡା ଆଶ୍ରମ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ, ୧୫ ଦିନ ଛୁଟି ଘୋଷଣା

ବେଗୁନିଆ : ଜଣ୍ଡିସ୍ ପାଇଁ ସ୍କୁଲ ଛୁଟି । ୧୫ଦିନ ପାଇଁ ଛୁଟି ଘୋଷଣା କଲେ ସ୍କୁଲ କର୍ତ୍ତୃପକ୍ଷ । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ମୁଗମଣ୍ଡା ଆଶ୍ରମ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ । ଅନେକ ପିଲା ଜଣ୍ଡିସରେ ଆକ୍ରାନ୍ତ ହେବା ପରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସ୍କୁଲରେ ୬୦୦ରୁ ଊର୍ଦ୍ଧ୍ବ

ବୃଦ୍ଧି ପାଉଛି ହୀରାକୁଦ ଜଳସ୍ତର, ଖୋଲିଲା ଆଉ ୨ ଗେଟ୍

ଭୁବନେଶ୍ୱର : ହୀରାକୁଦ ଜଳଭଣ୍ଡାରର ୧୭ ଗେଟ୍ ଖୋଲା । ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ । ପୂର୍ବରୁ ୧୫ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଜଳସ୍ତର ବୃଦ୍ଧି ଯୋଗୁଁ ଆଉ ୨ଟି ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୯.୮୭ ଫୁଟ ରହିଛି । ଉପର

ବନ୍ୟା ଘେରରେ ଫସିଥିବା ଆଶ୍ରମ ଆବାସିକ ବିଦ୍ୟାଳୟର ୨୩୦ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କଲା ଓଡ୍ରାଫ୍ ଟିମ୍

ପଟ୍ଟାମୁଣ୍ଡାଇ:ଆଶ୍ରମ ସରକାରୀ ଆବାସିକ ବିଦ୍ୟାଳୟରେ ୪ ଦିନ ଧରି ଜଳବନ୍ଦୀ ଥିଲେ ଛାତ୍ରଛାତ୍ରୀ। ପଟ୍ଟାମୁଣ୍ଡାଇ ବ୍ଳକ ପେଣ୍ଠପାଳ ଗ୍ରାମ ପଂଚାୟତ ଅନ୍ତର୍ଗତ କୂଳସାହିସ୍ଥିତ ଆଶ୍ରମ ସରକାରୀ ଆବାସିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ୪ ଦିନ ଧରି ଜଳବନ୍ଦୀ ଥିଲେ । ଆଜି ଆଶ୍ରମ ସରକାରୀ ଆବାସିକ