Browsing Category

ଓଡିଶା

ଓଡ଼ିଶାରେ ୧୨ ପାକିସ୍ତାନୀ ନାଗରିକ; ତୁରନ୍ତ ପାକିସ୍ତାନ ପଠାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଏବେ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହେବାରେ ଲାଗିଛି । ଏହାରି ଭିତରେ ଭାରତ ସରକାର ଭାରତରେ ରହୁଥିବା ପାକିସ୍ତାନ ନାଗରିକଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି । କାରଣ ଭାରତ ସରକାର ସମସ୍ତ ପାକିସ୍ତାନୀ ନାଗରିକଙ୍କ

ରାଜଧାନୀର ଦୁଇ ରେଳ ଷ୍ଟେସନରୁ ୨ଟି ମୃତଦେହ ଠାବ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ରାଜଧାନୀର ଦୁଇଟି ରେଳ ଷ୍ଟେସନରୁ ୨ଟି ମୃତଦେହ ଠାବ କରାଯାଇଛି । ଭୁବନେଶ୍ୱର ବାଣୀ ବିହାର ଷ୍ଟେସନ ନିକଟରୁ ଜଣେ ଯୁବକଙ୍କ ଓ ଲିଙ୍ଗରାଜ ଷ୍ଟେସନ ରୁ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି grp ପୋଲିସ । ଏକାଥରକେ ୨ଟି ରେଳ

ଭିଜିଲାନ୍ସ ଜାଲରେ ଠିକାଦାର, ବିନା କାମରେ ୫୭ ଲକ୍ଷ ଟଙ୍କା ହଡ଼ପ କରି ହେଲେ ଗିରଫ

ଭୁବନେଶ୍ୱର: ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଶୁକ୍ରବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଳରେ ବିନା କାମରେ ସେ ୫୭ ଲକ୍ଷ ଟଙ୍କା ହଡ଼ପ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ

ଲକ୍ଷ ଲକ୍ଷ କଇଁଛ ଶାବକ ସମୁଦ୍ର ମୁହାଁ

ସମୁଦ୍ର ମୁହାଁ କଇଁଛ ଛୁଆ । ଦୀର୍ଘ ୫୦ ଦିନ ପରେ ପୁଣି ଚଳଚଂଚଳ କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା । ଲକ୍ଷ ଲକ୍ଷ କଇଁଛମାନେ ଗହୀରମଥାର ଅଗରନାସୀ-୨ରେ ସମୁହ ଅଣ୍ଡାଦାନ ପକ୍ରିୟା ଶେଷ କରିଥିଲେ । ଗତ ଦୁଇଦିନ ଭିତରେ ୮୨ ଲକ୍ଷ ଶାବକ ଅଣ୍ଡାରୁ ବାହାରି ଗଭୀର ସମୁଦ୍ର ଭିତରକୁ

ନବ ଦାସ ହତ୍ୟା ମାମଲା: ଗୋପାଳର ବଡ଼ଭାଇ ସହ ପୁତୁରାକୁ କ୍ରାଇମବ୍ରାଞ୍ଚର ପଚରାଉଚରା

ଭୁବନେଶ୍ୱର: ନବ ଦାସ ହତ୍ୟା ମାମଲାରେ ପୁଣି ଥରେ ଛାନଭିନ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ଗୋପାଳ ଦାସ ପରିବାରକୁ କ୍ରାଇମବ୍ରାଞ୍ଚର ପଚରାଉଚରା। ଗୋପାଳର ବଡ଼ ଭାଇ ସହ ପୁତୁରାକୁ ଗତକାଲି ଟାଉନ ଥାନାରେ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ। ଗୋପାଳଙ୍କ ପରିବାର ପକ୍ଷରୁ ଏନେଇ କୌଣସି

ଡେଲାଙ୍ଗରେ ନକଲି ଟଙ୍କା କାରବାର, ୩ ଅଟକ

ପୁରୀ : ୫୦ ହଜାର ଟଙ୍କା ଦିଅ ୩ ଲକ୍ଷ ଟଙ୍କା ନିଅ । ଗାଁରେ ପଶି ଟଙ୍କା କାରବାର ବେଳେ ଘେରିଲେ ଗାଁ ଲୋକ । ନକଲି ଟଙ୍କା କାରବାର ସନ୍ଦେହରେ ୩ଜଣଙ୍କୁ ଅଟକ ରଖି ପୋଲିସ ଜିମା ଦେଲେ ଗ୍ରାମବାସୀ । ପୁରୀ ଜିଲ୍ଲା ଡେଲାଙ୍ଗ ସାଧପଡା ଗାଁରେ ଘଟିଛି ଏଭଳି ଘଟଣା ।

ରାଉରକେଲାରେ ପୋଲିସ ର ଏନକାଉଣ୍ଟର…

ରାଉରକେଲା: ରାଉରକେଲାରେ ଏନକାଉଣ୍ଟର। ଗୁରୁବାର ରାତି ୧୦ଟାରେ ଲୁଟ୍‌ କରିବାକୁ ଆସି ହୋଟେଲ ମାଲିକଙ୍କୁ ଗୁଳି ମାଡ଼ କଲେ ୮ ଦୁର୍ବୃତ୍ତ। ହୋଟେଲ ମାଲିକ ଗଙ୍ଗେ ଓରାମଙ୍କ ଡ଼ାହାଣ ଗୋଡ଼ ଆଣ୍ଠୁ ତଳକୁ ବାଜିଛି ଗୁଳି। ଘଟଣା ଘଟିବାର ୪ ଘଣ୍ଟା ମଧ୍ୟରେ ଡବଲ ଏନକାଉଣ୍ଟର୍‌ କରିଛି ପୋଲିସ। ଏଥିରେ

ଆସିକା – ପାଟଳିଗୁଡ଼ା ବେଆଇନ ବାଲି ଘାଟ ଉପରେ ପ୍ରଶାସନ ର ଚଢ଼ାଉ : ତଦନ୍ତ ଧର୍ମକୁ ଆଖିଠାର ନୁହଁତ ..?

ଚଢ଼ାଉ ବେଳେ ଜବତ ହେଉଥିବା ଜେସିବି,ହାଇୱା, ଟିପର ଓ ଟ୍ରକକୁ କାହା ନିର୍ଦ୍ଧେଶ ରେ ଛଡା ଗଲା...! ହୋଇ ଗଲା କି ଫିକ୍ସଙ୍ଗ...??ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ଏବେ ଚୋରା ବାଲି ମାଫିଆ ମାନଙ୍କ ଚରାଭୂଇଁ ପାଲୋଟିଛି l ଯାହାକି ଗୋଦି ମିଡ଼ିଆ ଓ ନେତାଙ୍କ ଏକ

ଆଉ ଦୁଇଦିନ ତାତି, ରବିବାର କାଳବୈଶାଖୀର ସମ୍ଭାବନା

ଭୁବନେଶ୍ୱର,୨୪ା୪: ଗୁରୁବାର ଓଡ଼ିଶାର କିଛି ଅଞ୍ଚଳ ପାଇଁ ଗ୍ରୀଷ୍ମ ଲହରୀ ଚେତାବନୀ ଜାରି କରାଯାଇଛି। ରାଜ୍ୟର ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆଲର୍ଟ ଜାରି କରିଛି। ଆଇଏମଡି ପୂର୍ବାନୁମାନ କରିଛି ଯେ ୨୩ ଏପ୍ରିଲରୁ ୨୬

ଜାତୀୟ ନାଟ୍ୟ ଉତ୍ସବ “ପୂର୍ବରଙ୍ଗ”ର ତୃତୀୟ ସଂଧ୍ୟା

ବ୍ରହ୍ମପୁର : ଜାତୀୟ ନାଟ୍ୟ ଉତ୍ସବ "ପୂର୍ବରଙ୍ଗ"ର ତୃତୀୟ ସନ୍ଧ୍ୟା ନାଟକ"ସାଉଁଟା କହିଲା କନ୍ୟା ସନ୍ତାନର ଯତ୍ନ ଓ ସୁରକ୍ଷା କଥା । ବିଧାତାଙ୍କ ସୃଷ୍ଟିରେ ନାରୀ ଏକ ଅନନ୍ୟ ଓ ଅନୁପମ ସୃଷ୍ଟି । କଇଁ ଫୁଲଟିଏ ପରି ସେ ସୁନ୍ଦର ଯେମିତି ଆକର୍ଷଣୀୟ ବି ସେମିତି । ନାରୀ ଟିଏ ଆଜିର ଦୁନିଆରେ